-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଜାତୀୟ ଆଇନ ସେବା ପ୍ରାଧିକରଣ ଓ ତାଲୁକ୍ ଆଇନ୍ ସେବା ନେଇ ସଚେତନତା ଶିବିର ଅନୁଷ୍ଠିତ

20-Feb-2023



ଟିଟିଲାଗଡ: ଟିଟିଲାଗଡ଼ ବ୍ଳକ ଅନ୍ତର୍ଗତ ଶଗଡ଼ଘାଟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ରବିବାର ଜାତୀୟ ମହିଳା କମିଶନଙ୍କ ସହାଭାଗିତାରେ ଜାତୀୟ ଆଇନ ସେବା ପ୍ରାଧିକରଣ ଏବଂ ଟିଟିଲାଗଡ଼ ତାଲୁକ ସେବା ସମିତି ପକ୍ଷରୁ ମହିଳାଙ୍କ ଅଧିକାର, ନ୍ୟାୟ ପାଇଁ ଆଇନରେ ବିଭିନ୍ନ ଧାରା,, ସ୍ୱାସ୍ଥ୍ୟ ସେବା ଆଦି ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ତାଳୁକ ସମିତି ଅଧ୍ୟକ୍ଷ ତଥା  ଟିଟିଲାଗଡ଼ ଅତିରିକ୍ତ ଜିଲ୍ଲା ଦୌରା ଏବଂ ସେସନ ଜଜ୍ ରାଜକିଶୋର ମହାପାତ୍ର, ସବଜଜ ରମାକାନ୍ତ ମହାନ୍ତି, ଏସଡ଼ିଜେଏମ ଅନ୍ନପୂର୍ଣ୍ଣା ଷଡ଼ଙ୍ଗୀ, ଉପଜିଲ୍ଲାପାଳ ଦୟାମୟ ପାଢ଼ୀ, ବିଡ଼ିଓ ନବୀନ ଚନ୍ଦ୍ର ନାୟକ, ଏସଡ଼ିପିଓ ଅଙ୍କିତା କୁମ୍ଭାର, ଖୋଲାଣ ସିଏଚସି ଅଧିକାରୀ ଡା ମିନିକେତନ କିଷାନ, ସିଡିପିଓ ମିନାକ୍ଷୀ ରାଜ, ଆଇନଜୀବୀ ସନ୍ଧ୍ୟା ଥପା, ଆଇନ ଛାତ୍ରୀ ପ୍ରତ୍ୟୁଷା ମିଶ୍ର, ଆଇନଜୀବୀ ସୁରେନ ପଣ୍ଡା ପ୍ରମୁଖ ମତବ୍ୟକ୍ତ କରିଥିଲେ l ଶିବିରରେ ସ୍ଥାନୀୟ ସରପଞ୍ଚ ଚଞ୍ଚଳ ସୁହାନି, ନାଏବ ସରପଞ୍ଚ କିସ୍ମତ ମାଝୀ, ନିର୍ବାହୀ ଅଧିକାରୀ ସୁରେଶ ମିଶ୍ର , ଜିଓ ଟିଚର ପ୍ରଦୀପ ସାହୁ, ଏମ.ବି.କେ ସୁନିତା ସାହୁ ପ୍ରମୁଖ ଉପସ୍ଥିତ ଥିଲେ I ଆଇନଜୀବୀ ଜୟନ୍ତ ପଣ୍ଡା ସଭା ପରିଚାଳନା କରିଥିବା ବେଳେ ଆଇନଜୀବୀ ରାଜେଶ ବାବୁ ଧନ୍ୟବାଦ ଅର୍ପଣ କରିଥିଲେ l

(ସନ୍ତୋଷ କୁମାର ନାଏକ )


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like