-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଜଙ୍ଗଳ ନିଆଁ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

20-Feb-2023



 ବଲାଙ୍ଗିର, ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ  ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଇକୋ କ୍ଲବ ଓ ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ଜଙ୍ଗଲ ନିଆଁ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ସଭାପତିତ୍ୱ ଓ ପ୍ରକୃତିବନ୍ଧୁ ପୁରସ୍କାର ପ୍ରାପ୍ତ ତଥା ରେଡକ୍ରସ କର୍ମୀ ରାମ ନାରାୟଣ ଦାଶଙ୍କର ସଂଯୋଜନା କାର୍ଯ୍ୟକ୍ରମକୁ ସଂସ୍କୃତ ଶିକ୍ଷକ ସୁଦର୍ଶନ ଦାଶ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଡମାଲ ରେଲ ଷ୍ଟେସନ ମାଷ୍ଟର ସୁଦର୍ଶନ ବିଶ୍ୱାଳ, ମୁଖ୍ୟ ବକ୍ତା ଭାବରେ ସୋନପୁର ଜିଲ୍ଲା ରାମପୁର ନୋଡାଲ ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବିଶ୍ୱନାଥ ମେହେର, ସମ୍ମାନୀତ

ଅତିଥୀ ଭାବରେ ବିଜାପଦର ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବ୍ରଜମୋହନ ମାଝି, ସାଉଁନ୍ତପୁର  ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦିତ୍ୟ ରଣା,  କାଲସାଏ ପାଲି ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ଭାରତୀ ପଧାନ ଯୋଗଦାନ କରିଥିଲେ । ଅତିଥିଗଣ ଜଙ୍ଗଲକୁ ସୁରକ୍ଷା କରିବା ପାଇଁ ସଚେତନ ବାର୍ତ୍ତା ନିଜ ନିଜ ଅଭିଭାଷଣରେ ପ୍ରଦାନ କରିବା ସହିତ ଜଙ୍ଗଲକୁ ନଷ୍ଟ କରିବା ଦ୍ୱାରା ପରିବେଶ ନଷ୍ଟ, ମୃତ୍ତିକା କ୍ଷୟ, ବର୍ଷାର ଅଭାବ, ଜଙ୍ଗଲି ଜୀବଜନ୍ତୁ ହ୍ରାସ ତଥା ଜଙ୍ଗଲି ଜୀବଜନ୍ତୁ ଗ୍ରାମାଭିମୁଖୀ ହୋଇ ଧନଜୀବନ ନଷ୍ଟ ହେଉଛି ବୋଲି ମତପ୍ରକାଶ କରିଥିଲେ । ଏହି ମହାନ  “ବୃକ୍ଷବନ୍ଧୁ” କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ସମସ୍ତେ ଆଗ୍ରହ ପ୍ରକାଶ କଲେ ।  ତେଣୁ ସମସ୍ତେ ଜଙ୍ଗଲ ସୁରକ୍ଷା ଓ ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ ବୋଲି ଅବଗତ କରିଥିଲେ । ଏହି ଅବସରରେ ବିଦ୍ୟାଳୟକୁ ନୂତନ ଭାବରେ ନିଯୁକ୍ତି ପାଇଥିବା କୃପାସିନ୍ଧୁ ମିଶ୍ରଙ୍କୁ ସୁସ୍ୱାଗତ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଲିଙ୍ଗରାଜ ନନ୍ଦ, ଦିପକସେନ ଧରୁଆ, ହିମାଂଶୁ ବିଶ୍ୱାଳ, ସମିର ସେଠୀ, ଶିକ୍ଷୟତ୍ରୀ ରେଣୁକା ସାହୁ, ଗାୟତ୍ରୀ ବାରିକ, ଦ୍ରୋପଦୀ ଭୋଇ, କାନ୍ତୀ ଭୋଇ, ଯଶୋବନ୍ତୀ ଭୋଇ, ଛାତ୍ରଛାତ୍ରୀ ତଥା  ଗ୍ର୍‌ାମବାସୀ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like