-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

 ସମାପିତ ହେଲା ଓସବା ଜାତୀୟ ପ୍ରଶିକ୍ଷଣ ଶିବିର,  ରାଜ୍ୟ ସିନିଅର ବ୍ୟାଡମିନ୍ଟନ ଦଳ ହେଲା ଘୋଷଣା

20-Feb-2023



ବଲାଙ୍ଗିର(ପ୍ରେରଣା ଖବର) ସ୍ଥାନୀୟ ପିଆର୍ ହାଇସ୍କୁଲ ବ୍ୟାଡମିନ୍ଟନ ଷ୍ଟାଡିଅରରେ ଅନୁଷ୍ଠିତ ଜିଲ୍ଲା ବ୍ୟାଡମିନ୍ଟନ ସଂଘ ଦ୍ୱାରା ଆୟୋଜିତ ଓସବା ଜାତୀୟ ପ୍ରଶିକ୍ଷଣ ଓ ଚୟନ ଶିବିରର ଆଜି ସମାପନ ହୋଇଯାଇଛି । ବରିଷ୍ଠ ବର୍ଗରେ ବ୍ୟାଡମିନ୍ଟନ କୋଚ ସଚିନ ରାଣା, ମୁରଲୀକ୍ରୀଷ୍ନା ଓ ଜି ଗୋବର୍ଦ୍ଧନ ରେଡ୍ଡି ସପ୍ତାହେ ବ୍ୟାପି  ଶିବିରରେ ଯୋଗଦେଇଥିବା ଖେଳାଳିମାନଙ୍କୁ ପ୍ରଶିକ୍ଷଣ ଦେବା ସହ ତାଙ୍କର ଶାରିରୀକ ଦକ୍ଷତା, କୌଶଳ, ର‌୍ୟାକଂ ପଏନ୍ଟ ଓ ପ୍ରତିଯୋଗିତାକୁ ଆଧାର କରି ରାଜ୍ୟ ଚୟନ କମିଟିଙ୍କ ଉପସ୍ଥିତିରେ ଚୟନ କମିଟି ଅଧ୍ୟକ୍ଷ କମଲ ଦାସ ଖେଳାଳିଙ୍କ ନାମ ଘୋଷଣା କରିଥିଲେ । ପୁନେରେ ହେବକୁ ଥିବା ଜାତୀୟ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଚୟନ ହୋଇଥିବା ଖେଳାଳିମାନେ ପୁରୁଷ ଏକକ ବିଭାଗରେ ପାରସ ମାଥୁର, ସ୍ୱାଧିନ ଗୌଡ ଯୁଗଳ ବିଭାଗରେ ଆୟୁଷ ପଟ୍ଟନାୟକ, ଅବିନାଶ ମହାନ୍ତି, ଅମ୍ଳାନ କେଶ ରୀ ଗଡନାୟକ ଓ ତନ୍ମୟ କୁମାର ସାହୁ ସେହିପରି ମିଶ୍ରିତ ଯୁଗଳ ବିଭାଗରେ ଅବିନାଶ ମହାନ୍ତି ଓ ଅନୁଜା ଦାସ ମହାପାତ୍ର, ମହିଳା ଏକକ ବିଭାଗରେ ଶୃତି ସ୍ୱାଇଁ ଓ ସ୍ୱାଗତିକା ରାଉତ, ଯୁଗଳ ବିଭାଗରେ ରୁତୁପର୍ଣ୍ଣା ପଣ୍ଡା, ସ୍ୱେତପର୍ଣ୍ଣା ପଣ୍ଡା, ଅନୁଜା ଦାସ ମହାପାତ୍ର ଓ ପୁର୍ବା ପ୍ରତ୍ୟାଶା ପଣ୍ଡାଙ୍କ ନାମ ଘୋଷଣା କରା ଯାଇଛି । ନାମ ଘୋଷଣା ସମୟରେ ରାଜ୍ୟ ସଂପାଦକ ନିଲୀନ କୁମାର, ସାଂଗଠନିକ ସଂପାଦକ ସୁରୁଲାଲ ମଟାରୀ,  ଚୟନ କମିଟି ଅଧ୍ୟକ୍ଷ କମଲ ଦାସ, ଶୈଳେନ୍ଦ୍ର ଚୌଧୂରୀ, ଗୌରିଶଙ୍କର ବିଶି, ଦିପକ ମହାନ୍ତି, ଅଜିତ ମହାନ୍ତି, ସୋମେନ ଦାସ, ଜିଲ୍ଲା ସଭାପତି ଗୋପାଳ ପଣ୍ଡା, କାର୍ଯ୍ୟକାରୀ ସଭାପତି ପବିତ୍ର ବେହେରା, ଉପ ସଭାପତି ଘନଶ୍ୟାମ ମିଶ୍ର, ଉପଦେଷ୍ଟା ବିରେନ୍ଦ୍ର ମିଶ୍ର, କୋଡିନେଟର ଦେବାଶିଷ ମିଶ୍ର, ସାଂଗଠନିକ ସଦସ୍ୟ ଅନ୍ତ ବେହେରା, ଶୁଭ୍ରାଂଶୁ ପଣ୍ଡା, ସୁରେନ୍ଦ୍ର ନେପାଲ, ମାନସ ମହାନ୍ତି, ଆଶିଷ ଉପାଧ୍ୟାୟ, ସୁଧିର ପଣ୍ଡା, ସୁଶାନ୍ତ ଚୋପଦାର, ବାସୁଦେବ ବେହେରା, ଜୁଲୁ ପଟ୍ଟନାୟକ ଓ ସିଦ୍ଧାର୍ଥ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like