-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ୩ୟ ସେମିଷ୍ଟାର ରେଜଲ୍ଟକୁ ନେଇ ଛାତ୍ରଅଶାନ୍ତି- ଗେଟ୍‌ରେ ତାଲା ପକାଇ ବିକ୍ଷୋଭ, ଛାତ୍ରଛାତ୍ରୀ ଆବେଦନକଲେ ପୁନଃମୁଲ୍ୟାୟନ ହେବ-ପରୀକ୍ଷା ନିୟନ୍ତ୍ରକ

20-Feb-2023



ବଲାଙ୍ଗିର(ପ୍ରେରଣା ଖବର)-ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଯୁକ୍ତ ତିନିର ୩ୟ ସେମିଷ୍ଟାର ରେଜଲ୍ଟ ଗତ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ ୫୦% ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଖରାପ ହୋଇ ଫେଲ କରିଛନ୍ତି । ଫଳରେ ବିଶ୍ୱବିଦ୍ୟାଳୟ କତ୍ତୃପକ୍ଷଙ୍କ ଉପରେ ଛାତ୍ରଛାତ୍ରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଆଜି ଏହାର ପ୍ରତିବାଦରେ ଛାତ୍ରଛାତ୍ରୀମାନେ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟାଳୟର ଗେଟରେ ତାଲାପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ପରୀକ୍ଷା ଖାତା ମୁଲ୍ୟାୟନରେ ତୃଟିଥିବା ଦର୍ଶାଇ ଛାତ୍ରଛାତ୍ରୀ ଆନ୍ଦୋଳନ କରିଛନ୍ତି । ତେବେ ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଅକ୍ଷୟ ମିଶ୍ର ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ଓ ଯେଉଁ ଖାତାର ମୁଲ୍ୟାୟନରେ ତୃଟିଥିବା ଅଭିଯୋଗ କରୁଛନ୍ତି ସେନେଇ ଆବେଦନ କଲେ ପୁଣିଥରେ ତାହାର ମୁଲ୍ୟାୟନ କରାଯିବ ବୋଲି ପ୍ରତିଶୃତି ଦେଇଛନ୍ତି । ସେହିପରି ଛାତ୍ରଛାତ୍ରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଉମାବଲ୍ଲଭ ମହାପାତ୍ରଙ୍କ ସହିତ ମଧ୍ୟ ଆଲୋଚନା କରି ସମସ୍ୟାର ସମାଧାନ କରିବାକୁ ଦାବି କରିଛନ୍ତି । ଗତ ଶୁକ୍ରବାର ଦିନ ଏହି ରେଜଲ୍ଟ ପ୍ରକାଶ ପାଇଥିଲା । ଏହି ରେଜଲ୍ଟ ଦେଖିଲା ପରେ ଛାତ୍ରଛାତ୍ରୀ ଆଜି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ମିଳିତ ହୋଇଥିଲେ । ଛାତ୍ର କଂଗ୍ରେସନେତା ଅଙ୍କିତ ସାହୁ ଓ ଛାତ୍ର ବିଜେଡିର ନେତା ସୁମନ ନନ୍ଦଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀ କୁଳପତିଙ୍କ କାର୍ଯ୍ୟାଳୟର ସମ୍ମୁଖ ଗେଟରେ ତାଲା ପକାଇ ନାରାବାଜି କରିଥିଲେ ।

ଛାତ୍ରଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ କରାଯାଉ ବୋଲି ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଯଦି ବିଶ୍ୱବିଦ୍ୟାଳୟର ରେଜଲ୍ଟ ଏଭଳି ହେଉଛି ତାହେଲେ ବିଶ୍ୱବିଦ୍ୟାଳୟ ଅଧିନରେ ଥିବା କଲେଜ ଗୁଡିକରେ ଶିକ୍ଷାଦାନ ହେଉନି ବୋଲି ଅଭିଯୋଗ ଉଠୁଛି । ବିଶ୍ୱବିଦ୍ୟାଳୟରୁ ସୂଚନା ନେବାରୁ ଜଣାପଡିଛି ଯେ,୩ୟ ସେମିଷ୍ଟାରରେ ମୋଟ କଳା,ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ୭୨୬୧ ଜଣା ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । କିନ୍ତୁ ସେଥିରୁ ମାତ୍ର ୩୮୫୪ଜଣ ପାସ କରିଥିବା ବେଳେ ୩୪୦୭ଜଣ ଛାତ୍ରଛାତ୍ରୀ ଫେଲ କରିଛନ୍ତି । କଳାରେ ୫୫.୦୬ % ,ବିଜ୍ଞାନରେ ମାତ୍ର ୩୮.୫୫% ଓ ବାଣିଜ୍ୟରେ ୬୪.୩୨% ଛାତ୍ରଛାତ୍ରୀ ପାସ କରିଥିବା ଜଣାଯାଇଛି । ତେବେ ଛାତ୍ରଛାତ୍ରୀମାନେ କରୋନା ବେଳେ ଅନଲାଇନରେ ପରୀକ୍ଷା ଦେଉଥିଲେ । କରୋନା ପରେ ପ୍ରଥମ କରି ଅଫଲାଇନରେ ପରୀକ୍ଷା ଦେଲେ । ସେଥିପାଇଁ ରେଜଲ୍ଟରେ ଏଭଳି ହୋଇଥିବା ବିଶ୍ୱବିଦ୍ୟାଳୟ କତ୍ତୃପକ୍ଷ କହିଛନ୍ତି । ଏହି ଛାତ୍ରଛାତ୍ରୀଙ୍କୁ ଆଉଥରେ ଆସନ୍ତା ମାର୍ଚ୍ଚରେ ପରୀକ୍ଷା ଦେବାକୁ ପଡିବ ବୋଲି ପରୀକ୍ଷା ନିୟନ୍ତ୍ରକ ଶ୍ରୀ ମିଶ୍ର କହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026

You Might Also Like