-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ଶତାୟୁ ଧର୍ମପରାୟଣ ବ୍ୟକ୍ତିଙ୍କ ପରଲୋକ,ଅଞ୍ଚଳରେ ଶୋକର ଛାୟା

20-Feb-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ଶଙ୍କରା ଗ୍ରାମର ଶତାୟୁ ଧର୍ମପରାୟଣ ବ୍ୟକ୍ତି ଜଗଦୀଶ ନାଏକ(୧୧୫)ଙ୍କ ଗତକାଲି ପରଲୋକ ହୋଇଯାଇଛି ।ସ୍ବର୍ଗତ ନାଏକ ଉଷାବତୀ ହରଣ ନାଟକର ନିର୍ଦ୍ଦେଶନା,ଦଣ୍ଡନୃତ୍ୟର ଗୁରୁ ଭାବେ କଲାପ୍ରେମୀଙ୍କୁ ଶିକ୍ଷା ପ୍ରଦାନ,ସୁ ମଧୁର କଣ୍ଠରେ କୃଷ୍ଣ ଗୁରୁ ଭଜନ ପରିବେଷଣ ସହିତ ପୌରାଣିକ ତଥ୍ୟ ଉପରେ ଆଧାରିତ ଭଗବାନ ରାମଚନ୍ଦ୍ର,ଶ୍ରୀକୃଷ୍ଣ ଏବଂ ଅନ୍ୟାନ୍ୟ ଦେବାଦେବୀଙ୍କ କାହାଣୀ ବୁଝାଇ ଆଧ୍ୟାତ୍ମିକ ମାର୍ଗରେ ଯିବାକୁ ଲୋକଙ୍କୁ ସଚେତନ କରୁଥିଲେ ।କଳାର ସୁଖ୍ୟାତି ଯୋଗୁଁ ବିଭିନ୍ନ ଅନୁଷ୍ଠାନରୁ ସମ୍ବର୍ଦ୍ଧିତ ହେବା ସହ ପ୍ରମାଣପତ୍ର ହାସଲ କରିଛନ୍ତି ।ସେହିପରି କିଛି ମାସ ତଳେ ଭାରତ ସରକାରଙ୍କ ନିର୍ବାଚନ ଆୟୋଗ ତରଫରୁ ବରିଷ୍ଟ ନାଗରିକ ପ୍ରମାଣପତ୍ର ପାଇଥିଲେ।ହେଲେ ସେ ଜଣେ  କଳାକାର ହୋଇଥିଲେ ମଧ୍ୟ କଳାକାର ଭତ୍ତାରୁ ବଞ୍ଚିତ ।ତାଙ୍କ ପରଲୋକ ଖବର ଶୁଣିବା ପରେ ଗ୍ରାମ ତଥା ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।ମୃତ୍ୟୁ ଶଯ୍ୟା ନିକଟରେ ସପରିବାର ଉପସ୍ଥିତ ଥିଲେ ।ନିକଟସ୍ଥ ଶ୍ମଶାନ ଘାଟରେ ତାଙ୍କର ଅନ୍ତ୍ଯେଷ୍ଟିକ୍ରିୟା ସମ୍ପନ୍ନ କରାଯାଇଥିଲା । ତାଙ୍କ ବଡପୁଅ ପ୍ରହଲ୍ଲାଦ ନାଏକ ମୁଖାଗ୍ନି ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like