-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସରକାରୀ ଶ୍ରେଣୀଗୃହ କାମରେ ପୁରୁଣା ଇଟା ଲଗା ଯାଉଥିବା ନେଇ ଆସିଛି ଅଭିଯୋଗ

20-Feb-2023



ଆଗଲପୁର, (ବିନୋଦ କୁମାର ଦୀପ) ସରକାରୀ ଶ୍ରେଣୀଗୃହ କାମରେ ପୁରୁଣା ଇଟା ଲଗା ଯାଇଥିବା ଯୋଗୁଁ  ଆସିଛି ଅଭିଯୋଗ l ଏମିତି ଏକ ଗୁରୁତ୍ତର ଅଭିଯୋଗ ଆସିଛି ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବଡ଼ଟିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ l ସୂଚନାନୁସାରେ ସ୍କୁଲ୍ ର ବିଦ୍ୟାଳୟ ଶ୍ରେଣୀଗୃହ ର ଅଭାବ ଅଛି l ଶ୍ରେଣୀଗୃହ ନିର୍ମାଣ ସକାଶେ ସ୍ପେସିଆଲ ଡେଭଲପମେଣ୍ଟ  ଫଣ୍ଡ ରୁ 5 ଲକ୍ଷ ଟଙ୍କା ଅନୁଦାନ ମିଳିଛି l ସେହି ଟଙ୍କାରେ ନୂତନ ଶ୍ରେଣୀଗୃହ ନିର୍ମାଣ କରିବା ପାଇଁ l ହେଲେ ବିଡ଼ମ୍ବନାର ବିଷୟ ଏହା ଯେ ସେଠାରେ ଥିବା ଏକ ପୁରୁଣା କୋଠା କୁ ଭାଙ୍ଗି , ନିହ ନଖୋଲି ପୁରୁଣା ନିହ ଉପରେ ପୁଣି ପୁରୁଣା ଇଟାକୁ କାମରେ ଲଗା ଯାଉଛି l  ଇଏ କି ପ୍ରକାର କାମ l ସ୍କୁଲ ପରିଚାଳନା କମିଟି ସଭାପତି କୁ ଏ ବିଷୟରେ ପଚାରିଲୁ ହେଲେ ଆମେ ଏ ବିଷୟରେ କିଛି ଜାଣିନାହିଁ ବୋଲି କହିଲେ l ପ୍ରଧାନ ଶିକ୍ଷକ ଙ୍କୁ ମଧ୍ୟ ପଚାରିବାରୁ ସେ ମଧ୍ୟ ସମାନ ଉତ୍ତର ଦେଲେ l ଆମେ ଜାଣିବାକୁ ପାଇଲୁ ଯେ ଉକ୍ତ କାମ ବ୍ଲକ୍ ଅଧୀନରେ ଚାଲୁଅଛି l ଏ ବିଷୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରା ଯାଇଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ l ଆଉ ଏକ ବିଡ଼ମ୍ବନାର ବିଷୟ ହେଉଛି ଗୋଷ୍ଠୀ ଉନ୍ନୟନ ଅଧିକାରୀ କୌଣସି ବିଷୟକୁ ଗୁରୁତ୍ଵ ଦେଉନାହାନ୍ତି l ପ୍ରକୃତରେ କହିବାକୁ ଗଲେ ବ୍ଲକ୍ ପ୍ରଶାସନ ମଧୁ ଚନ୍ଦ୍ରିକାରେ ଚାଲିଛି l କନିଷ୍ଠ ଯନ୍ତ୍ରୀ ଓ ଏ  ଇ  ଙ୍କୁ ପଚାରିଲେ ଆମ୍ଭେ କହିନାହୁ ବୋଲି ସଫେଇ ଦେଉଛନ୍ତି l ଏପଟେ ଶ୍ରେଣୀ ଗୃହ ନିର୍ମାଣ କରୁଥିବା ବ୍ୟକ୍ତି ଜଣକ ଯନ୍ତ୍ରୀ ଙ୍କ ନିର୍ଦ୍ଦେଶରେ କାମ ଚାଲିଛି ବୋଲି ଫୋନ ରେ କହିଛନ୍ତି l ବର୍ତ୍ତମାନ ସରକାରୀ ବିଲଡିଂ ତିଆରି କାର୍ଯ୍ୟରେ ନିୟମ ମୁତାବକ ସିମେଣ୍ଟ ଇଟା ଲାଗିବା ଦରକାର ହେଲେ ସବୁ ଓଲଟା l ପ୍ରକୃତ ରେ ଏ ଉପରେ ଉଚ୍ଚ କର୍ତ୍ତୃପକ୍ଷର ତଦନ୍ତ ଆବଶ୍ୟକ l ପିଲାଙ୍କ ଭବିଷ୍ୟତରେ ଖେଳ ନ ଖେଳି ଶ୍ରେଣୀଗୃହ ନିର୍ମାଣ ରେ ସ୍ବଚ୍ଛତା ଆଣିବାକୁ ଲୋକେ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like