-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||     

HOME   ଜିଲ୍ଲା

ପୂର୍ବତନ ଜିଲ୍ଲାପରିଷଦ ଙ୍କ ଏକାଦଶ କାର୍ଯ୍ୟ ରେ ଯୋଗଦେଲେ ବିଧାୟକ

20-Feb-2023



ପାଟଣାଗଡ଼(ପୂର୍ଣ ଶଶୀ ଶେଖର ରାଓ)/ ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ମଣ୍ଡଳ ଜୋନ୍ ର ପୂର୍ବତନ ଜିଲ୍ଲାପରିଷଦ ଦାମୋଦର ଯୋଶୀ ଙ୍କ ଏକାଦଶ କାର୍ଯ୍ୟ ରେ ଯୋଗଦେଲେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର। ସୂଚନା ଅନୁସାରେ ଗତ ୧୦/୦୨/୨୩ ଦିନ ୨୬ ନମ୍ବର ଜୋନ୍ ପୂର୍ବତନ ଜିଲ୍ଲାପରିଷଦ ଦାମୋଦର ଯୋଶୀ ଙ୍କ ପରଲୋକ

ହୋଇଥିବା ବେଳେ ଆଜି ତାଙ୍କ ବାସଭବନରେ ଏକାଦଶ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ସର୍ବପ୍ରଥମେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ବେଲପଡା ବ୍ଳକ ବିଜେଡି କାର୍ଯ୍ୟାଳୟକୁ ଆସି ଶ୍ରୀ ଯୋଶୀଙ୍କ ଫଟୋ ରେ ପୁଷ୍ପମାଲ୍ୟ ଅର୍ପଣ କରି ଦୁଇ ମିନିଟ୍ ନିରବ ପ୍ରାର୍ଥନା କରିଥିଲେ। ବିଧାୟକ

ନିଜ ଅଭିଭାଷଣରେ କହିଥିଲେ ଯେ ଆଜି ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ଦାମୋଦର ଯୋଶୀ ଆଉ ଆମ ଗହଣରେ ନାହାଁନ୍ତି ଓ ସେ ସବୁବେଳେ ପାର୍ଟି ପାଇଁ ଅକ୍ଳାନ୍ତ ପରିଶ୍ରମ କରି ପାଟିକୁ ମଜଭୁତ କରିଛନ୍ତି।ସେ ସବୁ ସମୟରେ ନିଜ ଅଞ୍ଚଳର ଜନତା ଙ୍କ ପ୍ରତି ଦୟା ଭାବ ଦେଖାଇ କାମ କରୁଥିଲେ ଓ ଅଞ୍ଚଳ କିପରି ବିକାଶ ହେବ ତାହା ପ୍ରୟାସ କରୁଥିଲେ।ପରେ ରାଡବାହାଲ ଗାଁ କୁ ଯାଇ ଯୋଶୀଙ୍କ ବାସଭବନରେ ପରିବାର ବର୍ଗଙ୍କୁ ସାନ୍ତ୍ବନା ଦେବା ସହ ସହଯୋଗ କାମନା କରିଛନ୍ତି। ଏହି ଅବସରରେ ବିଧାୟକ ଙ୍କ  ସହ ବେଲପଡା ବ୍ଳକ ନମୋନୀ କୁମୁଦ ମହାଖୁଡ (ବାପି), ରାଜକୁମାର ପାଣିଗ୍ରାହୀ, ଜିଲ୍ଲା ଉପସଭାପତି ମହେଶ୍ୱର ସାହୁ, ବିଜେଡି ବ୍ଳକ ସଭାପତି ଲକ୍ଷ୍ମଣ ମେହେର, ଅରୁଣ ପାଣିଗ୍ରାହୀ,କୁନା ମହାଖୁଡ, ମୁନା ମେହେର, ଗଣେଶ ମେହେର, ରବିନ୍ଦ୍ର ମେହେର,ବାଗଦୋର ସରପଞ୍ଚ ପ୍ରଦୀପ କୁମାର ବେହେରା,କାନୁଟ ସରପଞ୍ଚ ଅଶୋକ ମହାପାତ୍ର ଓ ଅନ୍ୟାନ୍ୟ ବେଲପଡା ବ୍ଳକ ର ବିଜୁ ଜନତା ଦଳର ସଦସ୍ୟମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026

You Might Also Like