-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଦେଶ ବିଦେଶ

ଲୋକଙ୍କୁ ଡରେଇ ମୋଦୀ ସରକାର ଚଳାଇଛନ୍ତି: ସୋନିଆ

03-Oct-2020




ମୋତିହାରି,03/10 : ଲୋକଙ୍କୁ ଡରେଇ ଓ ଧମକେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ଚଳାଇଛନ୍ତି ବୋଲି କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅଭିଯୋଗ କରିଛନ୍ତି। ଲୋକଙ୍କ ମନରେ ଭୟ, ଦ୍ବନ୍ଦ୍ବ ଓ ଆଶଙ୍କା ସୃଷ୍ଟି ହେଉଛି। ତେଣୁ ଏପରି ଦ୍ବନ୍ଦ୍ବ ଓ ଆଶଙ୍କା ମଧ୍ୟରେ ଠିକ୍ ନିଷ୍ପତ୍ତି ନେବା ଲାଗି ଲୋକେ ସତର୍କ ହେବା ଦରକାର। ଏପରି ଭୟ ଓ ଆଶଙ୍କାକୁ ଦୂର କରିବା ଲାଗି ଆମେ ସମସ୍ତେ ମିଳିମିଶି ଲଢେଇ କରିବା ଦରକାର। ଶୁକ୍ରବାର ବିହାର ପୂର୍ବ ଚମ୍ପାରଣ ଜିଲାର ମୋତିହାରିସ୍ଥିତ ଦଳୀୟ କାର୍ଯ୍ୟାଳୟରୁ ଏକ ଭର୍ଚୁଆଲ ଶୋଭାଯାତ୍ରାକୁ ସମ୍ବୋଧନ କରି ସୋନିଆ କହିଛନ୍ତି ଯେ କେତେକ ଲୋକ ଗାନ୍ଧୀଙ୍କ ନାମରେ ଶପଥ ନେଉଛନ୍ତି; ମାତ୍ର ଗାନ୍ଧୀଙ୍କ ଆଦର୍ଶ ଓ ନୀତିକୁ ଧ୍ବଂସ କରିବାରେ ଲାଗିଛନ୍ତି। ସମ୍ପ୍ରତି ଦେଶରେ ଏକଛତ୍ରବାଦର ବାତାବରଣ ସୃଷ୍ଟି ହୋଇଛି। ସାଧାରଣ ଲୋକ ଭୟଭୀତ ହୋଇ ରହିଛନ୍ତି। ସେ କହିଛନ୍ତି ଯେ ନରେନ୍ଦ୍ର ମୋଦୀଙ୍କ ସରକାର ମନରେଗା ଓ ସୂଚନା ଅଧିକାର ଆଇନକୁ ଦୁର୍ବଳ କରିଛନ୍ତି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କର ଏକ ପ୍ରତିମୂର୍ତ୍ତିକୁ ସୋନିଆ ଉନ୍ମୋଚନ କରିଥିଲେ।

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like