-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ମହାନଗର

କୃଷକ ଆନ୍ଦୋଳନକୁ ସମର୍ଥନ କରି ସମ୍ବଲପୁର ନାଗରିକ ସମିତି ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

06-Dec-2020



ସମ୍ବଲପୁର, (ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): କୃଷକ ଆନ୍ଦୋଳନକୁ ସମର୍ଥନ କରି ସମ୍ବଲପୁର ନାଗରିକ ସମିତି ପକ୍ଷରୁ ଶନିବାର ସନ୍ଧ୍ୟାରେ  ସହରରେ ଅନୁଷ୍ଠିତ ହୋଉଛି  କ୍ୟାଣ୍ଡେଲ ଶୋଭାଯାତ୍ରା l ସ୍ଥାନୀୟ ଲଷ୍ମୀଟକିଜ ଛକ ରୁ ଗୋଲବଜାର ଛକ ପର୍ଯ୍ୟନ୍ତ ଏହି ଶୋଭାଯାତ୍ରାରେ ବିଭିନ୍ନ ସାମାଜିକ ସଙ୍ଗଠନ ଏବଂ ରାଜନୈତିକ ଦଳ ର କର୍ମକର୍ତ୍ତା ଭାଗ ନେଇ କେନ୍ଦ୍ର କୃଷି ଆଇନକୁ ବିରୋଧ କରିଥିଲେ I ଏହା ସହିତ ନୂତନ କୃଷି ଆଇନକୁ ପ୍ରତ୍ୟାହାର କରି ସ୍ୱାମୀ ନାଥନ କମିଶନ ଙ୍କ ସୁପାରିଶ କୁ କାର୍ଯ୍ୟକାରୀ କରାଯାଉ ବୋଲି ଦାବି କରାଯାଇଥିଲା I ଏଥିରେ ପୂର୍ବତନ ସାଂସଦ ଭବାନୀ ଶଙ୍କର  ହୋତା, ସାମ୍ବାଦିକ ଶିବ ଶଙ୍କର ନନ୍ଦ, ଆଇନଜୀବି ସୁରେଶ୍ୱର ମିଶ୍ର, ସାମାଜିକ କର୍ମୀ ମହେନ୍ଦ୍ର ମିଶ୍ର, ସଂଜିତ ମହାନ୍ତି, ହେରମ୍ବ ଦାନୀ, ମହମ୍ମଦ ସନାଉଲ୍ଲା, ଗୋକୁଳ ମେହେର, ତପନ ଗୁରୁ, ବୀରେନ୍ଦ୍ର ପାଣିଗ୍ରାହୀ, ସରୋଜ ସାହୁ ଅବଦୁଲ କରିମ, ମହମ୍ମଦ କରିମ ପ୍ରମୁଖ ଉପସ୍ଥିତ ଥିଲେ I ସାମାଜିକ କର୍ମୀ ମହେଶ ସାୟତା, ପରଭେଜ ଅଲ୍ଲୀ ଖାନ, ସୁଧୀର ପଣ୍ଡା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like