-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବିଶ୍ଵକପ୍ ହକି ଟ୍ରଫି ର ସଫଳ ପରିକ୍ରମା ପାଇଁ  ସୁବର୍ଣ୍ଣପୁର ଜିଲ୍ଲା ପ୍ରଶଂସିତ- ମୁଖ୍ୟମନ୍ତ୍ରୀଙ୍କ ଠାରୁ ସମ୍ବର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ  ସୁବର୍ଣ୍ଣପୁର

21-Feb-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ଜିଲ୍ଲାସ୍ତରରେ ହକି ଖେଳର ବହୁଳ ପ୍ରଚାର ପ୍ରସାର ତଥା ଲୋକାଭିମୁଖୀ କରିବା ପାଇଁ ବିଶ୍ଵକପ ହକି ଟ୍ରଫିର  ଜିଲ୍ଲା ପରିକ୍ରମା କାର୍ଯ୍ୟକ୍ରମକୁ ଜିଲ୍ଲାପ୍ରଶାସନ ତରଫରୁ ସମସ୍ତଙ୍କ ସହଯୋଗରେ  ଉତ୍ତମ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଭୁବନେଶ୍ୱର କଳିଙ୍ଗ  ଷ୍ଟାଡିୟମରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନକୁ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିଛନ୍ତି l  ଜ଼ିଲ୍ଲା ର ଏଇ ସମ୍ବର୍ଦ୍ଧନା ଓ ପୁରସ୍କାର ର ଶ୍ରେୟ ଜ଼ିଲ୍ଲାର ସମସ୍ତ ଅନୁଷ୍ଠାନ, ସମସ୍ତ ବିଭାଗ ଓ ଜ଼ିଲ୍ଲାବାସୀ ଙ୍କୁ  ଦେଇଛନ୍ତି  ଜ଼ିଲ୍ଲାପାଳ ଶ୍ରୀମତୀ ନରୱଣେ l ଜିଲ୍ଲାର ବିଭିନ୍ନ କ୍ରୀଡ଼ା ଅନୁଷ୍ଠାନ,  ସ୍ଵେଚ୍ଛାସେବୀ ଅନୁଷ୍ଠାନ, ବ୍ୟକ୍ତି ବିଶେଷ, ସାମ୍ବାଦିକ,ବିଭିନ୍ନ ବିଭାଗୀୟ  ଅଧିକାରୀ ଏହି ଟ୍ରଫି ପରିକ୍ରମା କାର୍ଯ୍ୟକ୍ରମରେ ସମୁଚିତ ତଥା ଆନ୍ତରିକ ସହାୟତା ପ୍ରଦାନ  କରିଥିବାରୁ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେଙ୍କ ଉଦ୍ୟମ କ୍ରମେ ପ୍ରଶାସନ ତରଫରୁ ଜ଼ିଲ୍ଲା କ୍ରୀଡା ସଂଘ, ପଏଁରୀ, ସୋନପୁର କଲେଜ ଏନ ସି ସି,  ଯଶୋଦା ଦେବୀ ନର୍ସିଙ୍ଗ କଲେଜ, ବିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ,  ଜ଼ିଲ୍ଲା ବ୍ୟବସାୟୀ ସଂଘ, ବରିଷ୍ଠ ନାଗରିକ ସଂଘ, ଯୋଗାଳାୟ, ସ୍ୱଚ୍ଛ ଭାରତ ସଂଗଠନ, ବସ ଟ୍ରକ ଓ ଟ୍ୟାକ୍ସି ସଂଘ,  ପ୍ରଗତି କ୍ଳବ, ଓଡିଶା ସାମ୍ବାଦିକ ସଂଘ, ଖେଳ ଶିକ୍ଷକ ସଂଘ, ବ୍ୟାଡ଼ ମିଣ୍ଟନ ଆସୋସିଏସନ, ଜ଼ିଲ୍ଲା କ୍ରିକେଟ ସଂଘ, ବୁଢାରଜା  ୟୁଥ କ୍ଳବ, କେମିଷ୍ଟ ଡ୍ରଗିଷ୍ଟ ସଂଘ, ରକ୍ତ ଦାତା ସଂଘ ପ୍ରମୁଖ ସହଯୋଗୀ ବିଭିନ୍ନ ଅନୁଷ୍ଠାନ ର ପ୍ରମୁଖ କର୍ମ କର୍ତ୍ତା  ଓ ଏଡିମ ରାଜସ୍ବ ସୂର୍ଯ୍ୟ ନାରାୟଣ ଦାଶ, ଏଡିଏମ ଜେନେରାଲ ନିଶି ପୁନମ ମିଞ୍ଜ, ଜ଼ିଲ୍ଲା ପରିବହନ, ଶିକ୍ଷା, ସଂସ୍କୃତି, ଜ଼ିଲ୍ଲା ଗ୍ରାମ୍ୟ ଉନ୍ନୟନ ମୁଖ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଅଁର, ଓ କ୍ରୀଡା  ବିଭାଗ ଅଧିକାରୀ ଅଭିଳାଷ ଗୋଟିଏ ସାମୁହିକ ଫଟୋ ସେସନ୍ 

କରାଯାଇ  ସାଧୁବାଦ ଦିଆଯିବା ସହ  ଜିଲ୍ଲାବାସୀଙ୍କ ଆକୁଣ୍ଠିତ ସହଯୋଗ ପାଇଁ ପ୍ରଶାସନ ତରଫରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି l ହକି ର ସଫଳତା ସହିତ  ଦୀର୍ଘ ଦିନରୁ ଅଟକି ଥିବା ଫୋର ଲେନ ରାସ୍ତା ନିର୍ମାଣ,  ସୁବର୍ଣ୍ଣପୁର ର ଅଧିଷ୍ଠାତା ସୁବର୍ଣ୍ଣମେରୁ ମନ୍ଦିର ର ଫ୍ଲୋରିଙ୍ଗ କାର୍ଯ୍ୟ, ଓ ରିଙ୍ଗ ରୋଡ଼ କାର୍ଯ୍ୟର ତ୍ୱରାନ୍ୱିତ ପାଇଁ ଜ଼ିଲ୍ଲାପାଳଙ୍କୁ ଏ ସ୍ବେଛାସେବୀ ମାନେ ସାଧୁବାଦ କୃତଜ୍ଞତା ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like