-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||     

HOME   ଦେଶ ବିଦେଶ

୨ ବର୍ଷର ସର୍ବୋଚ୍ଚ ସ୍ତରରେ ତେଲ ଦର: ଲଗାତାର ବଢୁଛି ପେଟ୍ରୋଲ ଓ ଡିଜେଲ ଦର;

06-Dec-2020



(ପ୍ରେରଣା ଖବର ବ୍ୟୁରୋ) - ୨ ବର୍ଷର ସର୍ବୋଚ୍ଚ ସ୍ତରରେ ତେଲ ଦର: ଲଗାତାର ବଢୁଛି ପେଟ୍ରୋଲ ଓ ଡିଜେଲ ଦର; ରାଜଧାନୀରେ ଡିଜେଲ ଟପିଲା ୮୦, ପେଟ୍ରୋଲ ହେଲା ୮୪ ଟଙ୍କା! ୨ ବର୍ଷର ସର୍ବୋଚ ସ୍ତରରେ ପଂହଚିଲା ପେଟ୍ରୋଲ ଦର । ଦେଶରେ କ୍ରମାଗତ ଭାବେ ବଢିଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ଭୁବନେଶ୍ୱରରେ ପେଟ୍ରୋଲ ଦର ୮୪ ଟଙ୍କା ଟପିଥିବାବେଳେ ଡିଜେଲ ଟପିଛି ୮୦ ଟଙ୍କା । ଗତକାଲି ଅପେକ୍ଷା ଆଜି ଡିଜେଲ ଦର ୩୧ ପଇସା ବଢିଛି । ଗତକାଲି ଡିଜେଲ ଲିଟର ପିଚ୍ଛା ଦର ଥିଲା ୭୯ ଟଙ୍କା ୮୨ ପଇସା । ସେହିଭଳି ପେଟ୍ରୋଲ ମଧ୍ୟ ଗତକାଲି ଅପେକ୍ଷା ଆଜି ୨୯ ପଇସା ବଢିଛି । ଆଜି ପେଟ୍ରୋଲ ଦର ରହିଛି ୮୪ ଟଙ୍କା । ଗତକାଲି ଏହା ୮୩ ଟଙ୍କା ୭୧ ପଇସା ଥିଲା । କରୋନା ମହାମାରୀ ପାଇଁ ଟିକା ବାହାରିବା ଆଶା ଅନ୍ତର୍ଜାତୀୟ ବଜାରରେ ଅଶୋଧ୍ଖଚ୍ଛ ତୈଳ ମୂଲ୍ୟ ବୃଦ୍ଧିର କାରଣ ବୋଲି ଜଣାପଡିଛି!!ଦେଶରେ କ୍ରମାଗତ ଭାବେ ଚାରି ଦିନ ହେଲା ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଛି। ଫଳରେ ଦିଲ୍ଲୀରେ ପେଟ୍ରୋଲ ଦର ୮୩ ଟଙ୍କା ଟପି ୮୩ ଟଙ୍କା ୧୩ ପଇସା ଛୁଇଁଛି। ଦୀର୍ଘ ପ୍ରାୟ ଦୁଇ ବର୍ଷ ମଧ୍ୟରେ ଦିଲ୍ଲୀରେ ପେଟ୍ରୋଲର ଏହା ହେଉଛି ସର୍ବୋଚ୍ଚ ଦର। ଶୁକ୍ରବାର ତୁଳନାରେ ଶନିବାର ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୨୭ ପଇସା ଏବଂ ଡିଜେଲ ଦର ଲିଟର ପିଛା ୨୫ ପଇସା ବୃଦ୍ଧି ଘଟିଛି। ଆଜି ଡିଜେଲ ଦର ଦିଲ୍ଲୀରେ ଲିଟର ପିଛା ୭୩ ଟଙ୍କା ୩୨ ପଇସା ଛୁଇଁଛି। ୨୦୧୮ ସେପ୍ଟେମ୍ବର ଠାରୁ ଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲର ଏହା ହେଉଛି ସର୍ବୋଚ୍ଚ ଦର। ‌ ଗତ ନଭେମ୍ବର ୨୦ ତାରିଖରୁ ଆଜି ସୁଦ୍ଧା ତୈଳ କମ୍ପାନି ଗୁଡ଼ିକ ପେଟ୍ରୋଲ ଓ ଡିଜେଲ ଦର ୧୩ ଥର ବୃଦ୍ଧି କଲେଣି। ଗତ ୧୬ ଦିନ ମଧ୍ୟରେ ପେଟ୍ରୋଲ ଦର ଲିଟର ପିଛା ୨ ଟଙ୍କା ୭ ପଇସା ଏବଂ ଡିଜେଲ ଦର ଲିଟର ପିଛା ୨ ଟଙ୍କା ୮୬ ପଇସା ମହଙ୍ଗା ହୋଇଯାଇଛି। କରୋନା ମହାମାରୀ ପାଇଁ ଟିକା ବାହାରିବା ଆଶା ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧିର କାରଣ ବୋଲି ଆଇସିଆଇସିଆଇ ସିକ୍ୟୁରିଟିଜ୍‌ ପକ୍ଷରୁ କୁହାଯାଇଛି!
ଭୁବନେଶ୍ବରରେ ଭାରତୀୟ ତୈଳ ନିଗମ ପେଟ୍ରୋଲ ଟାଙ୍କିରେ ଆଜି ପେଟ୍ରୋଲ ଦର ଲିଟର ପିଛା ୨୭ ପଇସା ଏବଂ ଡିଜେଲ ଦର ଲିଟର ପିଛା ୨୮ ପଇସା ବଢ଼ିଛି। ଫଳରେ ଲିଟର ପିଛା ପେଟ୍ରୋଲ ଏବଂ ଡିଜେଲ ଦର ଯଥାକ୍ର‌େମେ ୮୩ ଟଙ୍କା ୭୫ ପଇସା ଏବଂ ୭୯ ଟଙ୍କା ୮୬ ପଇସାରେ ପହଞ୍ଚିଯାଇଛି। ପେଟ୍ରୋଲିୟମ ଉତ୍ପାଦ ଜିଏସ୍‌ଟି ପରିସରକୁ ଆସି ନଥିବାରୁ ବିଭିନ୍ନ ରାଜ୍ୟରେ ଦର ଭିନ୍ନ ଭିନ୍ନ ରହୁଛି। ଗତ ୨୦ ତାରିଖରୁ ଆଜି ସୁଦ୍ଧା ଭୁବନେଶ୍ବରରେ ପେଟ୍ରୋଲ ଦର ଲିଟର ପିଛା ୨ ଟଙ୍କା ୧୫ ପଇସା ଏବଂ ଡିଜେଲ ଦର ଲିଟର ପିଛା ୩ ଟଙ୍କା ୧୮ ପଇସା ମହଙ୍ଗା ହୋଇଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026

You Might Also Like