-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ସୋନପୁର ସହରାଞ୍ଚଳସ୍ଥିତ ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଉପରେ ଅଚାନକ ଚଢ଼ାଉ, ହୋଟେଲ ଓ ରେସ୍ତୁରାଣ୍ଟସ ଗୁଡିକର ଆନୁସଙ୍ଗିକ ବ୍ୟବସ୍ଥାର ଯାଞ୍ଚ 

22-Feb-2023



ସୁବର୍ଣ୍ଣପୁର: ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ପରାମର୍ଶ କ୍ରମେ ସୋନପୁର ଉପଜିଲ୍ଲାପାଳ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ନିର୍ଦେଶରେ ସୋନପୁର ସହରାଞ୍ଚଳ ସ୍ଥିତ ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଉପରେ ଅଚାନକ ଚଢ଼ାଉ କରାଯାଇ ହୋଟେଲ ଗୁଡିକର ଆନୁସଙ୍ଗିକ ବ୍ୟବସ୍ଥାର ଯାଞ୍ଚ କରାଯାଇଛି l ଚଢ଼ାଉରେ ଜିଲ୍ଳା ଯୋଗାଣ ବିଭାଗର ଅଧିକାରୀ, ଜିଲ୍ଲା ଖାଦ୍ୟ ନିରୀକ୍ଷକ ତଥା ସମ୍ପୃକ୍ତ ବିଭାଗର କର୍ମଚାରୀ ସାମିଲ ରହିଥିଲେ l ଏହି ଯାଞ୍ଚ ସମୟରେ ସ୍ଥାନୀୟ ବ୍ଲକ ଛକସ୍ଥିତ ପ୍ରୋଗ୍ରେସଇନରୁ ବେନିୟମ ଭାବେ ବ୍ୟବହୃତ ୩ ଗୋଟି ବେନିୟମ ଭାବେ ବ୍ୟବହୃତ ଘରୋଇ ଗ୍ୟାସ ସିଲିଣ୍ଡର ବ୍ୟାଜପ୍ତ କରାଯାଇ ଏକ ମାମଲା ରୁଜୁ କରାଯାଇଥିବା ସୂଚନା ଦିଆଯାଇଛି l ଆଗକୁ ଏହି ଧରଣର ଚଢ଼ାଉ ଓ ଯାଞ୍ଚ ପ୍ରକ୍ରିୟା ନିୟମିତ ଚାଲୁ ରହିବା ସହିତ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏଣୁ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକ, ହୋଟେଲ,ରେଷ୍ଟୁରାଣ୍ଟ ଓ ଢ଼ାବାର ମାଲିକ ପ୍ରମୁଖ ନିଜ ନିଜର ପ୍ରତିଷ୍ଠାନର ପରିସର, ପରିପାର୍ଶ୍ୱ ତଥା ଅନ୍ୟାନ୍ୟ ବ୍ୟବସ୍ଥାର ସୁ ପରିଚାଳନା ତଥା ସୁବ୍ୟବସ୍ଥିତ ସଂଚାଳନ ସହ ବେନିୟମ କାର୍ଯ୍ୟକଳାପରୁ ଦୁରେଇ ରହିବାକୁ ପ୍ରଶାସନ ତରଫରୁ ପରାମର୍ଶ କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like