-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସ  ଶିକ୍ଷା ଓ ତାଲିମ ଶିବିର ପାଇଁ ପ୍ରସ୍ତୁତି ବୈଠକ

22-Feb-2023



ବଲାଙ୍ଗିର,- ସଇଁ୍‌ନ୍ତଲା ସ୍ଥିତ ନୋଡାଲ ହାଇସ୍କୁଲ ସଇଁନ୍ତଲା ଠାରେ  ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସ ଶିକ୍ଷା ଓ ତାଲିମ ଶିବିର ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରାଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସଇଁନ୍ତଲା ବ୍ଲକ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକକୁ ଜୁନିୟର ରେଡକ୍ରସ ସମ୍ପାଦକ ଅନ୍ତର୍ଯ୍ୟାମୀ ବିଶ୍ୱାଳ ଓ ଜିଲ୍ଲା ଜୁନିୟର

ରେଡକ୍ରସ ଅଫିସର ସୁବାଷ ଚନ୍ଦ୍ର ପଟେଲ ସଂଯୋଜନା କରିଥିଲେ । ବୈଠକରେ ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସ ଶିକ୍ଷା ଓ ତାଲିମ ଶିବିର ବିଜୟାନନ୍ଦ ହାଇସ୍କୁଲ ବେଲଗାଁ ଠାରେ ହେବାକୁ ଯାଉଛି ।  ଏହି ଅବସରରେ ସମସ୍ତଙ୍କୁ ବିଭାଗ ବଣ୍ଟନ କରାଯାଇଥିଲା । ସମସ୍ତେ ମିଳିମିଶି ତାଲିମ ଶିବିରର କାର୍ଯ୍ୟ ତୁଳାଇବା ପାଇଁ ସହମତି ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ସଇଁନ୍ତଲା ବ୍ଲକର ବିଜୟାନନ୍ଦ ହାଇସ୍କୁଲର ବେଲଗାଁ ର ପ୍ରଧାନଶିକ୍ଷକ ନାରାୟଣ ମିଶ୍ର, ଏସଏସ୍‌ଡି ସଇଁନ୍ତଲାର ପ୍ରଧାନଶିକ୍ଷୟତ୍ରୀ ନିବେଦିତା ହୋତା, ଡେଙ୍ଗ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ର, ଧରବଗଡ ହାଇସ୍କୁଲର ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର କ୍ଷେତି, କେରମେଳି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସରୋଜ ମିଶ୍ର, କୁମ୍ଭାରୀ ହାଇସ୍କୁଲର ପ୍ରଧାନଶିକ୍ଷକ ଦ୍ୱିତୀରଂଜନ ମହାଲିଂଗ, କରମତଲା ହାଇସ୍କୁଲର ପ୍ରଧାନଶିକ୍ଷକ ଦ୍ୱିତୀକୃଷ୍ଣ ପ୍ରଧାନ, ସିସକେଲା ହାଇସ୍କୁଲର ପ୍ରଧାନଶିକ୍ଷକ ମନୋଜ ବେହେରା, କଂସର ହାଇସ୍କୁଲର ପ୍ରଧାନଶିକ୍ଷକ ଘନଶ୍ୟାମ ଦଣ୍ଡସେନା, ବୁଢାବାହାଲ ହାଇସ୍କୁଲର ପ୍ରଧାନଶିକ୍ଷକ ବରୁଣ ସାହୁ, ନରାବାହାଲି ହାଇସ୍କୁଲର ପ୍ରଧାନଶିକ୍ଷକ ଗିତାଞ୍ଜଳୀ ନାଏକ, ରେଙ୍ଗାଲି ହାଇସ୍କୁଲର ପ୍ରଧାନଶିକ୍ଷକ କୁଳମଣୀ ଯୋଶୀ, ଆମପାଲି ହାଇସ୍କୁଲର ପ୍ରଧାନଶିକ୍ଷକ ବିଜୟ କୁମାର ବାଘ, ଭତ୍ରା ହାଇସ୍କୁଲର ପ୍ରଧାନଶିକ୍ଷକ ଶ୍ରୀମନ୍ତ ଭୋଇ, ଘୁନସର ହାଇସ୍କୁଲର ପ୍ରଧାନଶିକ୍ଷକ ଅଭିମନ୍ୟୁ ସାହୁ, ବଡମାଲ

ହାଇସ୍କୁଲର ପ୍ରଧାନ ଶିକ୍ଷକ ରାଧେଶ୍ୟାମ ବାରିକ, ବାଳିକା ହାଇସ୍କୁଲର ପ୍ରଧାନଶିକ୍ଷୟତ୍ରୀ ବିନାୟକ କୁମ୍ଭାର, କାଉନ୍ସେଲର ରଂଜିତା ମିଶ୍ର, ଅଶୋକ ପଧାନ, ନରୋତ୍ତମ ବାରିକ, ସଂଜୟ ପଧାନ, ପୁରୁଷୋତ୍ତମ ସାହୁ, ଶେଷଦେବ ବାରିକ, ରାଧେଶ୍ୟାମ ବାରିକ, ସୁନିଲ ମହାପାତ୍ର, ଗଗନ କୁମାର ବେହେରା ତଥା ଅନ୍ୟ କାଉନ୍ସେଲର ମାନେ ଉପସ୍ଥିତ ଥିଲେ ।   କାର୍ଯ୍ୟକ୍ରମକୁ ସଇଁନ୍ତଲା ବ୍ଲକ ଜୁନିୟର ରେଡକ୍ରସ ସଂଯୋଜକ ହେମନ୍ତ ବେମାଲ ପରିଚାଳନା କରିଥିବା ବେଳେ ଜିଲ୍ଲା  ଜୁନିୟର ରେଡକ୍ରସର କାର୍ଯ୍ୟକାରିଣୀ କମିଟୀର ସଦସ୍ୟ ରାମ ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like