-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||     

HOME   ଜିଲ୍ଲା

ପୌର ପରିଷଦ ଠିକା କର୍ମଚାରୀଙ୍କ ବିଭିନ୍ନ ଦାବୀ ନେଇ ଆସନ୍ତାକାଲି ସୋନପୁର ବନ୍ଦ ଡାକରା, ସମସ୍ୟା ସୁଧାରିବାକୁ ଜ଼ିଲ୍ଲା ପ୍ରଶାସନ ଦେଉନି ଧରା

22-Feb-2023



ସୁବର୍ଣ୍ଣପୁର/ ସୁବର୍ଣ୍ଣପୁର ପୌର ପରିଷଦ ର  101 ଜଣ ଠିକା ସଫେଇ କର୍ମଚାରୀଙ୍କ ପ୍ରତି ଠିକା କମ୍ପାନୀ ର ଟେଣ୍ଡର ବାତିଲ, ମନମାନି, ବୈମାତୃକ ମନୋଭାବ ଓ  ବିଭାଗୀୟ  ଅଧିକାରୀ , ପରିମଳ ନିରୀକ୍ଷକଙ୍କ ଦ୍ୱାରା ହୋଇଥିବା ଦୁର୍ବ୍ୟବହାର ଓ ମାନସିକ ନିର୍ଯାତନାର ପ୍ରତିବାଦରେ ଆସନ୍ତାକାଲି  ଗୁରୁବାର ଦିନ ଏହି କର୍ମଚାରୀ ମାନେ ୧୨ଘଣ୍ଟିଆ ସୋନପୁର ବନ୍ଦ ଡାକରା ଦେଇଛନ୍ତି l ଏହାର ପ୍ରତିବାଦରେ ପୂର୍ବରୁ ଜ଼ିଲ୍ଲାପାଳଙ୍କୁ ଲିଖିତ ଆକାରରେ ଜଣାଇଥିବା ଆମ ସବୁ ଦାବୀ ଓ ଅଭିଯୋଗ ପ୍ରତି  ପୁଣି ସହରର ପରିମଳ କାର୍ଯ୍ୟ ଭଳି ସମ୍ବେଦନଶୀଳ ସମସ୍ୟା ପ୍ରତି ଜ଼ିଲ୍ଲା ପ୍ରଶାସନ ଗୁରୁତ୍ୱ ଦେଉ ନ ଥିବା ବିଷୟ ଏଇ କର୍ମଚାରୀ ମାନେ ଦୃଢ଼ ନିନ୍ଦା କରିଛନ୍ତି l ପୌର ପ୍ରଶାସନର ଏ ସମସ୍ୟା ଯୋଗୁଁ ଏ ପଟେ ସହର ର ପରିମଳ ବ୍ୟବସ୍ଥା ଭୁଶୁଡି ଯାଇ ସହର ସାରା ଦୁର୍ଗନ୍ଧ ହେଉଥିବା ବିଷୟ ଓ ଜ଼ିଲ୍ଲା ପ୍ରଶାସନର ନିରବତାକୁ ସହର ବାସୀ ସମାଲୋଚନା କରିଛନ୍ତି l  ଶାରୀରିକ, ମାନସିକ, ଓ ଅର୍ଥ ନୈତିକ ଚାପରେ  ଥିବା ଓ ଆନ୍ଦୋଳନରେ ସାମିଲ  ଥିବା ଏହି ଶହ ଶହ ପରିବାର ର ସମସ୍ୟା ପ୍ରତି  ଦୃଷ୍ଟି ଦେବାକୁ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026
  ଜିଲ୍ଲା  
ବୃକ୍ଷରୋପଣ ଆମରି ପଣ   12-Jul-2026

You Might Also Like