-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ଜିଲ୍ଲା

ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗରେ ଦୁର୍ନୀତି ନଳକୂପ ଚାନ୍ଦିନୀରେ ସିମେଣ୍ଟ ଲେପ ଦେଇ ଲକ୍ଷାଧିକ ଟଙ୍କା ଚଳୁ

22-Feb-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗରେ ନଳକୂପ ଚାନ୍ଦିନୀ ନିର୍ମାଣରେ ମହାଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ବ୍ଳକର ୧୫ ଗୋଟି ପଞ୍ଚାୟତରେ ଗ୍ରାମୀଣ ସ୍ବଚ୍ଛ ଭାରତ ମିଶନ ଜରିଆରେ ଗୋଷ୍ଠୀ ଶୋଷକ ଗର୍ତ୍ତ ଓ ଭୂତଳ ଜଳ ସଂରକ୍ଷଣ ପ୍ରକଳ୍ପ ନିର୍ମାଣ ପାଇଁ ପ୍ରତ୍ୟେକ ନଳକୂପରେ ୧୬ ହଜାର ଅନୁଦାନ ମଞ୍ଜୁର ହୋଇ କାର୍ଯ୍ୟକାରୀ ହୋଇଥିଲା। ବ୍ଳକର ବିଭିନ୍ନ ଗ୍ରାମରେ ଅନେକ ଗୁଡ଼ିଏ ପ୍ରକଲ୍ପ ନିର୍ମାଣ ହୋଇଥିବା ବିଶେଷ ସୁତ୍ରରୁ ଜଣାଯାଇଛି। ତେବେ ଆଶ୍ଚର୍ଯ୍ୟର କଥା ସାରା ବୀରମହାରାଜପୁର ଅଞ୍ଚଳରେ ନିର୍ମାଣ ହୋଇଥିବା ଗୋଟିଏ ବି ପ୍ରକଲ୍ପ ନୂତନ ଭାବେ ନିର୍ମାଣ କରାଯାଇନାହିଁ। କିଛି ପ୍ରକଲ୍ପ କାଁ ଭାଁ ନିର୍ମାଣ କରି କେଉଁଠି ସିମେଣ୍ଟ ଲେପ ଦିଆଯାଇ ଚକାଚକ କରୁଥିବା ବେଳେ ଅନେକ ସ୍ଥାନରେ ପୁରୁଣାକୁ ନୂଆଁ ଦର୍ଶାଇ ଲକ୍ଷାଧିକ ଟଙ୍କା ହରିଲୁଟ କରାଯାଇଥିବା ଅଭିଯୋଗ ହୋଇଛି। ସାମାଜିକ କର୍ମୀ ବିନୋଦ ପାଣ୍ଡେ  ସୂଚନା ଅଧିକାର ଆଇନ ବଳରେ‌ ଜିଲ୍ଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ କାର୍ଯ୍ୟାଳୟକୁ  ଏହି ପ୍ରକଳ୍ପ ନିର୍ମାଣ ଓ ବ୍ୟୟ ଅଟକଳ ତଥ୍ୟ ମାଗିଥିଲେ ମଧ୍ୟ ଏକ ମାସରୁ ଉର୍ଦ୍ଧ୍ବ ହେବ ଦେଇପାରୁ ନାହିଁ। ଏଥିରୁ ଜଣାପଡ଼ୁଛି ଯେ ଜିଲ୍ଲା ଅଧିକାରୀ ଠାରୁ ବ୍ଳକ ଅଧିକାରୀ ପର୍ଯ୍ୟନ୍ତ ସମସ୍ତେ ଏକତ୍ରିତ ମିଶି ଏହି ପ୍ରକଳ୍ପ ଅତି ନିମ୍ନମାନର ସାମଗ୍ରୀ ଓ ପୁରୁଣାକୁ ନୁଆଁ ଦର୍ଶାଇ ଲକ୍ଷାଧିକ ଟଙ୍କା ହରିଲୁଟ କରିଥିବା ଅଞ୍ଚଳରେ ଚର୍ଚ୍ଚା ବିଷୟ ପାଲଟିଛି। ବିଭାଗୀୟ ଯନ୍ତ୍ରୀ କିଛି ଦଲାଲଙ୍କୁ ଠିକାକାର୍ଯ୍ୟ ଦେଇ ଏଭଳି ଦୁର୍ନୀତି କରିଥିବା ବିଶେଷ ସୁତ୍ରରୁ ଜଣାପଡିଛି। ବିନା ‌ସୂଚନା ଫଲକରେ ବ୍ଳକର ବିଭିନ୍ନ ସ୍ଥାନରେ ନିର୍ମାଣ ହୋଇଥିବା ଦେଖିବାକୁ ମିଳିଛି। ଏହାର ଭିଜିଲାନ୍ସ ତଦନ୍ତ କରାଗଲେ ପ୍ରକୃତ ଦୁର୍ନୀତି ଲୋକଲୋଚନକୁ ଆସିବ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି। ଜିଲ୍ଲାପାଳ ଏଦିଗରେ ଦୃଷ୍ଟି ଦେବାକୁ ବିଭିନ୍ନ ମହଲରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like