-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ଶ୍ରୀ ଅରବିନ୍ଦ ପୂର୍ଣ୍ଣ।ଙ୍ଗ ଶିକ୍ଷାକେନ୍ଦ୍ର ର ୧୨ତମ ବାର୍ଷିକ ଉତ୍ସବ

22-Feb-2023



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ) ବିନିକା ବ୍ଲକର ସେଲେଡି ଠାରେ ଅବସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣ।ଙ୍ଗ ଶିକ୍ଷାକେନ୍ଦ୍ର ର ୧୨ତମ  ବାର୍ଷିକ ଉତ୍ସବ ଓ ଶ୍ରୀମା ଙ୍କର ଜୟନ୍ତୀ ପାଳନ ହୋଇଯାଇଛି। ମେନେଜିଂ ଟ୍ରଷ୍ଟି ଶାସ୍ୱତ କୁମାର ତ୍ରିପାଠୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ କହଁର ଓ ଅନ୍ୟତମ ଅତିଥି ଭାବରେ ସହ ଜିଲ୍ଲାପାଳ ଅଭିଳାଷ ପୁରୋହିତ, ବିନିକା ବିଡ଼ିଓ ଡ଼ .ବ୍ୟାସଦେବ ବେହେରା, ଶିକ୍ଷାକେନ୍ଦ୍ର ର ପ୍ରତିଷ୍ଠାତା ଲମ୍ବୋଦର ତ୍ରିପାଠୀ, ଶ୍ରୀ ଅରବିନ୍ଦ ପାଠଚକ୍ର ଜିଲ୍ଲା ସଂଗଠକ ଲଳିତ ମୋହନ ପୂଜାରୀ ଓ ମୁଖ୍ୟବକ୍ତା ଭାବରେ ବରୀଷ୍ଠ ଆଇନଜୀବୀ ଆନନ୍ଦ ହୋତା ଯୋଗଦେଇ ସାଂପ୍ରତିକ ପରିସ୍ଥିତି ରେ ଛାତ୍ର ସମାଜ ଚରିତ୍ର ଗତ ସୁଧାରଆଣି ଶିକ୍ଷା ଗ୍ରହଣକରି ନିଜକୁ ଏକ ସଫଳ ବ୍ୟକ୍ତିତ୍ୱର ଆଧାର ଭାବରେ  ଗଢ଼ି ତୋଳିବା ପାଇଁ ଶ୍ରୀମା ଙ୍କର ଯେଉଁ ଅମୂଲ୍ୟବାଣୀ ରହିଛି ତାହାଙ୍କୁ ଅଧ୍ୟୟନ କରି ଅନୁକରଣ କଲେହିଁ ଉପଯୁକ୍ତ ଚରିତ୍ର ବାନ ଛାତ୍ରଛାତ୍ରୀ ଆଗାମୀ ଦିନରେ ସମାଜର ଅବହେଳିତ ନିଷ୍ପେସିତ ବର୍ଗ ଙ୍କର କାମରେ ଆସିପାରିବେ ବୋଲି ମତବ୍ୟକ୍ତ କରିଥିଲେ। ଶିକ୍ଷାକେନ୍ଦ୍ର ର ଅଧ୍ୟକ୍ଷ ସନ୍ତୋଷ କୁମାର ସାଲମା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସଭାପତି ମଧୁମିତା ପରମଗୁରୁ ଧନ୍ୟବାଦ ପ୍ରଦାନ କରିଥିଲେ। ପରେ ଶିକ୍ଷାକେନ୍ଦ୍ର ର  ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ଙ୍କୁ ପୁରସ୍କୃତ କରିଥିଲେ। ଚଳିତ ବର୍ଷର ଶ୍ରେଷ୍ଠ ଛାତ୍ର ଭାବରେ ଅଙ୍କିତ କର୍ଣ୍ଣ ଙ୍କୁ ବେଦପାଠ ଉପରେ ପାରଦର୍ଶୀତା ପାଇଁ ଚତୁର୍ଥ ଶ୍ରେଣୀ ଛାତ୍ରୀ ରିତାମ୍ବର ଦେବତା ଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଶେଷରେ ସପ୍ତମ ଓ ଅଷ୍ଟମ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ଶ୍ରୀମା ଙ୍କ  ଜନ୍ମ ଉପରେ ଆଧାରିତ ଏକ ନାଟକ  ଅନୁଷ୍ଠିତ ହୋଇଥିଲା ପରେ  ଶିକ୍ଷାକେନ୍ଦ୍ର ର ଛାତ୍ରଛାତ୍ରୀ ଙ୍କ ଦ୍ୱାରା ବିଭିନ୍ନ ରଙ୍ଗାରଙ୍ଗ ନାଚଗୀତ ପରିବେଷଣ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like