-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ଆଦିବାସୀ ଭବନ ଠାରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

22-Feb-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା l ଏହି ଶିବିରକୁ ଆଦିବାସୀ କଲ୍ୟାଣ ମହାସଂଘ ଲୋଇସିଂହା, କୋଶଳ ପରିବାର ଲୋଇସିଂହା ଓ ଅସୀମା ମହାନନ୍ଦ ଚେରିଟେବୁଲ ଟ୍ରଷ୍ଟ ଙ୍କ ମିଳିତ ଆନୁକୁଲ୍ୟରେ  ଅନୁଷ୍ଠିତ ହୋଇଥିଲା l ଏହି ଚିକିତ୍ସା ଶିବିରକୁ ତ୍ରିଲୋଚନ ନେତ୍ରାଳୟ ସମ୍ବଲପୁର ଙ୍କ ସହଯୋଗ ରେ କରା ଯାଇଥିଲା l ଲୋଇସିଂହା ନିର୍ବାଚନୀ ମଣ୍ଡଳୀରେ ସମାଜସେବୀ ବିଜୟ ମହାନନ୍ଦଙ୍କ ଉକ୍ତ କାର୍ଯ୍ୟକ୍ରମରେ ସହଯୋଗକ୍ରମେ ପୂର୍ବରୁ ଅନେକ ଗୁଡିଏ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଛି ଯାହାକି ଦଳିତ, ମହିଳା ଗରୀବ ବର୍ଗଙ୍କ ପାଇଁ ଏହି ଚେରିଟେବୁଲ ଟ୍ରଷ୍ଟ ମାଧ୍ୟମରେ କରାଯାଇଛି, ଯେଉଁଟା କି କମଳ ବଣ୍ଟନ, ମାସ୍କ ବଣ୍ଟନ, ସ୍ୱାସ୍ଥ୍ୟସେବା, ଛାତ୍ରଛାତ୍ରିଙ୍କ ପାଇଁ କମ୍ପୁଟର ଶିକ୍ଷା ଓ ସିଲେଇ ଶିକ୍ଷାର ପ୍ରସାର l

ଉକ୍ତ ଶିବିରରେ ଜିଲ୍ଲା ଆଦିବାସୀ ସଂଘ ସଭାପତି ଶ୍ରୀ ଶ୍ୟାମସୁନ୍ଦର ଭୋଇ,ବ୍ଲକ୍ ଆଦିବାସୀ ସଂଘ ସଭାପତି ଶ୍ରୀ ଦଶରଥ ଛତ୍ରିଆ ଉପସ୍ଥିତ ଥିଲେ l ଏହାସହ ଲୋଇସିଂହା ବ୍ଲକ୍ ତହସିଲ ଭୁକ୍ତ ଜାତି ସଭାପତି ଶ୍ରୀ ଲାଲମନ ନାଗ ଉପସ୍ଥିତ ଥିଲେ।ଲୋଇସିଂହା ବିଶ୍ଵ କଲ୍ୟାଣ ନାଗରିକ କମିଟି ର  ସଭ୍ୟମାନ ଯଥା କବିରାଜ ଭୋଇ,ମାଧବ ଭୋଇ,ସୂର୍ଯ୍ୟକାନ୍ତ ବେହେରା, ରୁକ୍ମନ ଧରୁଆ,ଲଳିତ ମୋହନ ପୁଟା ପ୍ରଭୃତି ଉପସ୍ଥିତି ରହି କାର୍ଯକ୍ରମକୁ ଆଗକୁ ନେବାରେ ସହଯୋଗ କରିଥିଲେ l ଚକ୍ଷୁ ଚିକିତ୍ସା ଶିବିର ରେ ସର୍ବମୋଟ 117 ଜଣ ପଞ୍ଜୀକୃତ ହୋଇ ଆଖି ପରୀକ୍ଷା କରିଥିଲେ l ସେଥିରୁ 36 ଜଣଙ୍କୁ ଆଖି ଅପରେସନ ପାଇଁ ଚିହ୍ନଟ କରି ସମ୍ବଲପୁର କୁ ପଠାଗଲା l ଏହି ଚିକିତ୍ସା ଶିବିରକୁ ତ୍ରିଲୋଚନ ନେତ୍ରାଳୟ ର ଡାକ୍ତର ସନ୍ଧ୍ୟାରାଣୀ ଶେଉଳ, ଅରୂପା ପ୍ରଧାନ ଓ ଅନ୍ୟ କର୍ମଚାରୀଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ପରିଚାଳନା କରା ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like