-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଓ ଆଦାନୀ ମେଗା ସ୍କାମ ପ୍ରତିବାଦରେ ପ୍ରଦେଶ କଂଗ୍ରେସର ଆନ୍ଦୋଳନ ସଜବାଜ

22-Feb-2023



 ସୁବର୍ଣ୍ଣପୁର - ପ୍ରଧାନମନ୍ତ୍ରୀ ଓ  ଅlଦାନୀ ମେଗା ସ୍କାମ ପ୍ରତିବାଦ ରେ  ରାଜ୍ୟ କଂଗ୍ରେସ ର ଆନ୍ଦୋଳନ ପ୍ରସ୍ତୁତି ହୋଇଛି lସୋନପୁର ଜ଼ିଲ୍ଲା କଂଗ୍ରେସ ପକ୍ଷରୁ ସ୍ଥାନୀୟ କସ୍ତୁରୀ ଲଜ ଠାରେ  ଜ଼ିଲ୍ଲା  ସଭାପତି ଗୌରୀ ଶ୍ୟାମ ପଣ୍ଡାଙ୍କ ନେତୃତ୍ୱରେ ଆଜି ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା l ନିକଟରେ ହିଣ୍ଡେନବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବିଜେପି ସରକାରଙ୍କ ପୁଞ୍ଜିପତି ଆଦାନୀଙ୍କ ସହିତ ସମ୍ପର୍କ ଯୋଗୁଁ କିଭଳି ଭାବରେ ଦେଶର ଗୁରୁତ୍ୱ ପୂର୍ଣ୍ଣ ସଂମ୍ପତି ଏବଂ ଭାରତ ବର୍ଷ ର କୋଟି କୋଟି ଜନସାଧାରଣଙ୍କ ବ୍ୟାଙ୍କ ରେ ସଞ୍ଚିତ ଅର୍ଥ ଓ ଏଲ ଆଇସି ରେ ଥିବା ଜମା ରାଶିକୁ ଟେକି ଦିଆ ଯାଇଛି ତାହାର ପର୍ଦାଫାଶ କରିଛି କଂଗ୍ରେସ l ଆଦାନୀ ଭଳି ବିଭିନ୍ନ କମ୍ପାନୀ ମାନଙ୍କ ରେ ସରକାର କରିଥିବା ପୁଞ୍ଜି ବିନିଯୋଗ ଯୋଗୁଁ ସାଧାରଣ ଜନତାଙ୍କ ଜମା ରାଶି ବା ବୀମାରାଶି ଟଙ୍କା ମଧ୍ୟ ଏବେ ଆଉ ସୁରକ୍ଷିତ ନୁହେଁ ବୋଲି ପ୍ରଦେଶ କଂଗ୍ରେସ ସମସ୍ତ ଜ଼ିଲ୍ଲା ମାନଙ୍କ ରେ ସାମ୍ବାଦିକ ସମ୍ମିଳନୀ କରି  ଏ କଥା ଖୁଲାସା କରିଛି l ସବୁ ଜ଼ିଲ୍ଲା ମାନଙ୍କରେ ଆଜି ଏହି ଈସୁ କୁ ନେଇ ପ୍ରେସ ମିଟ କରାଯାଇଥିବା ବେଳେ ମାର୍ଚ୍ଚ ୬ ରୁ  ୧୦ ତାରିଖ ଯାଏ ରାଜ୍ୟର ସବୁ ଜ଼ିଲ୍ଲା ର ପ୍ରତି ବ୍ଲକ, ଏନ ଏ ସି, ମ୍ୟୁନିସିପାଲ, ବ୍ୟାଙ୍କ ଓ ଏଲ ଆଇ ସି ଅଫିସ ଆଗରେ ଆନ୍ଦୋଳନ କରାଯିବ ଏବଂ ମାର୍ଚ୍ଚ ୧୩ ରେ ରାଜ ଭବନ ଘେରାଉ କରିବାକୁ ରାଜ୍ୟ ସଭlପତି  ପଟ୍ଟନାୟକ ନିର୍ଦ୍ଧେଶ କରିଥିବା ବିଷୟ ଏ ସମ୍ମିଳନୀରେ ପ୍ରକାଶ ପାଇଛି l ଏହି ସମ୍ମିଳନୀରେ ଜ଼ିଲ୍ଲା ସଭlପତିଙ୍କ ସମେତ ପ୍ରଦେଶ କଂଗ୍ରେସ ସଭ୍ୟ ଜିତେନ୍ଦ୍ର ପଟ୍ଟନାୟକ, ଜ଼ିଲ୍ଲା କଂଗ୍ରେସ କୋଷାଧ୍ୟକ୍ଷ ଶେଷଦେବ ମେହେର, ଟାଉନ ସଭାପତି ରଂଜିତ ରାୟ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like