-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ଦିଲୀପ ବେହେରା ହେଲେ ଜିଲ୍ଲା କଂଗ୍ରେସ ସଭାପତି

22-Feb-2023



ବଲାଙ୍ଗୀର(ପ୍ରେରଣା ଖବର)- ଛାମୁଆ ସଂଗଠକ, ସୁବକ୍ତା, ଆଇନଜୀବୀ ଦିଲୀପ ବେହେରାଙ୍କୁ ପ୍ରଦେଶ କଂଗ୍ରେସ କମିଟି ତରଫରୁ ପୁନଃ ଜିଲ୍ଲା ସଭାପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି । ତାଙ୍କ ନିଯୁକ୍ତିରେ ଅଖିଳ ଭାରତୀୟ କଂଗ୍ରେସ କମିଟିର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ଉପାଧ୍ୟକ୍ଷ ରାହୁଲ ଗାନ୍ଧୀ, ଓଡିଶା ପ୍ରଭାରି ଡ. ଚେଲାକୁମାର, ବିଧାୟକ ଦଳର ନେତା ନରସିଂହ ମିଶ୍ର, ଏଆଇସିସି ସଦସ୍ୟ ସମରେନ୍ଦ୍ର ମିଶ୍ର ଙ୍କୁ କୃତଜ୍ଞତା ଜ୍ଞାପନ ଜଣାଇବା ସହ ଆଗାମୀ ଦିନରେ କଂଗ୍ରେସ ଦଳକୁ ତୃଣମୁଳ ସ୍ତରରୁ ମଜବୁତ କରିବା ପାଇଁ ଆପ୍ରାଣ ଉଦ୍ୟମ କରିବା ପାଇଁ ପରିପ୍ରକାଶ କରିଥିଲେ । ଶ୍ରୀ ବେହେରାଙ୍କୁ ପୁନଃ ଜିଲ୍ଲା କଂଗ୍ରେସ କମିଟିର ସଭାପତି ଭାବେ ମନୋନିତ କରିଥିବାରୁ ଟାଉନ କଂଗ୍ରେସ, ଜିଲ୍ଲା କିଶାନ କଂଗ୍ରେସ, ଯୁବ କଂଗ୍ରେସ, ଛାତ୍ର କଂଗ୍ରେସ, ମହିଳା କଂଗ୍ରେସ, ପଞ୍ଚାୟତିରାଜ କଂଗ୍ରେସ, ଜିଲ୍ଲା ସେବାଦଳ, ଏସ୍‌ଟି ସେଲ, ଏସ୍‌ସି ସେଲ ଏବଂ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଶୁଭେଚ୍ଛା ଜ୍ଞାପନ କରିବା ସହ ଆଗାମୀ ୨୦୨୪ ସାଧାରଣ ନିର୍ବାଚନରେ ଦଳ ଆହୁରି ସଂଗଠିତ ହେବ ବୋଲି ମତବ୍ୟକ୍ତ କରି ଜିଲ୍ଲା କଂଗ୍ରେସରୁ ତୃଣମୁଳସ୍ତରର କର୍ମୀମାନେ ଅତ୍ୟନ୍ତ ଉତ୍ସାହିତ ମନେ କରୁଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like