-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||     

HOME   ଜିଲ୍ଲା

ଆଦିବାସୀ ଭବନ ଠାରେ  ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

22-Feb-2023



ଲୋଇସିଂହା(ବିନୋଦ କୁମାର ଦୀପ) ଆଜି ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା l ଏହି ଶିବିରକୁ ଆଦିବାସୀ କଲ୍ୟାଣ ମହାସଂଘ ଲୋଇସିଂହା, କୋଶଳ ପରିବାର ଲୋଇସିଂହା ଓ ଅସୀମା ମହାନନ୍ଦ ଚେରିଟେବୁଲ ଟ୍ରଷ୍ଟ ର ମିଳିତ ଆନୁକୁଲ୍ୟରେ  ଅନୁଷ୍ଠିତ ହୋଇଥିଲା l  ସମ୍ବଲପୁର ତ୍ରିଲୋଚନ ନେତ୍ରାଳୟର  ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋଇସିଂହା ନିର୍ବାଚନୀ ମଣ୍ଡଳୀରେ ସମାଜସେବୀ ବିଜୟ ମହାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l ଶିବିରରେ ଜିଲ୍ଲା ଆଦିବାସୀ ସଂଘ ସଭାପତି ଶ୍ୟାମସୁନ୍ଦର ଭୋଇ, ବ୍ଲକ୍ ଆଦିବାସୀ ସଂଘ ସଭାପତି ଦଶରଥ ଛତ୍ରିଆ ଉପସ୍ଥିତ ଥିଲେ l ଏହାସହ ଲୋଇସିଂହା ବ୍ଲକ୍ ତହସିଲ ଭୁକ୍ତ ଜାତି ସଭାପତି ଲାଲମନ ନାଗ ଉପସ୍ଥିତ ଥିଲେ।ଲୋଇସିଂହା ବିଶ୍ଵ କଲ୍ୟାଣ ନାଗରିକ କମିଟି ର  ସଭ୍ୟ କବିରାଜ ଭୋଇ, ମାଧବ ଭୋଇ, ସୂର୍ଯ୍ୟକାନ୍ତ ବେହେରା, ରୁକ୍ମନ ଧରୁଆ,ଲଳିତ ମୋହନ ପୁଟା ପ୍ରଭୃତି ଉପସ୍ଥିତି ରହି କାର୍ଯକ୍ରମକୁ ଆଗକୁ ନେବାରେ ସହଯୋଗ କରିଥିଲେ l ଚକ୍ଷୁ ଚିକିତ୍ସା ଶିବିର ରେ ସର୍ବମୋଟ ୧୧୭ ଜଣ ପଞ୍ଜୀକୃତ ହୋଇ ଆଖି ପରୀକ୍ଷା କରିଥିଲେ l ସେଥିରୁ ୩୬ ଜଣଙ୍କୁ ଆଖି ଅପରେସନ ପାଇଁ ଚିହ୍ନଟ କରି ସମ୍ବଲପୁର କୁ ପଠାଗଲା l ଚିକିତ୍ସା ଶିବିରକୁ ତ୍ରିଲୋଚନ ନେତ୍ରାଳୟ ର ଡାକ୍ତର ସନ୍ଧ୍ୟାରାଣୀ ଶେଉଳ, ଅରୂପା ପ୍ରଧାନ ଓ ଅନ୍ୟ  କର୍ମଚାରୀ ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026

You Might Also Like