-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସାଲେପଡାସାଲେପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱର୍ଣ୍ଣ ଜୟନ୍ତୀ ପାଳିତ

23-Feb-2023



କଣ୍ଟାବାଞ୍ଜି/ ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟର ଅଧିନସ୍ଥ  ସାଲେପଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପଚାଶ ବର୍ଷ ପୂର୍ତ୍ତି ଅବସରରେ ୨୨ଓ୨୩ ଦୁଇଦିନ ଧରି ବହୁ ଆଡମ୍ବରରେ ସୁବର୍ଣ୍ଣଜୟନ୍ତୀ ପାଳିତ ହୋଇଥିଲା।ପ୍ରଥମ ଦିନରେ ସର୍ବ ପ୍ରଥମେ ଗ୍ରାମର ଅଧିଷ୍ଠାତ୍ରୀ ଦେବୀଙ୍କୁ ଗୌନ୍ତିଆ ଶ୍ରୀ ବ୍ରଜ କିଶୋର ମାହାର ପୂଜାର୍ଚ୍ଚନା କରିଥିଲେ।ତାପରେ ଛାତ୍ରଛାତ୍ରୀ, ଶିକ୍ଷକ, ପରିଚାଳନା କମିଟିର ସଭ୍ୟ,ସ୍ୱୟଂସହାୟକ ଗୋଷ୍ଠୀ ଓ ଗ୍ରାମବାସୀ  ଗ୍ରାମ ପରିକ୍ରମା କରିଥିଲେ।ଉଦଘାଟନୀ ଉତ୍ସବରେ ଖଗସା  ସରପଞ୍ଚ ଶ୍ରୀମତୀ ଶାନ୍ତି ତାଣ୍ଡୀ ଉଦଘାଟକ ଭାବରେ ଉପସ୍ଥିତ ରହି ଉଦଘାଟନ କରିଥିଲେ।ସଭାପତି ରାଜେନ୍ଦ୍ର ସିପକାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମାନ୍ଦଲା କ୍ଳଷ୍ଟର ସଂଯୋଜକ ଧନସିଂ ମାଝୀ ମୁଖ୍ୟ ଅତିଥି, ସମ୍ମାନିତ ଅତିଥି ଭାବରେ ସୂର୍ଯ୍ୟକାନ୍ତ ରଣା, କୃଷ୍ଣଚନ୍ଦ୍ର ରଣା, ସୁରେଶ ମାଝୀ, ଗୌତମ ଆଣ୍ଡିଆ ଉପସ୍ଥିତ ଥିଲେ।ଉଦଘାଟନୀ ଉତ୍ସବ ପରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା।ଉଦଯାପନୀ ଦିବସରେ ଶ୍ରୀ ରାଜେନ୍ଦ୍ର ସିପକାଙ୍କ ସଭାପତିତ୍ୱରେ ଅନୁଷ୍ଠିତ

ସଭାରେ ଜିଲ୍ଲା ପରିଷଦ ସଭ୍ୟ କୌଶିକ ମେହେର ମୁଖ୍ୟ ଅତିଥି, ଶିଶୁ ସାହିତ୍ୟିକ ବିରଞ୍ଚି ନାରାୟଣ ଦାଶ ମୁଖ୍ୟବକ୍ତା, ସମ୍ମାନିତ ଅତିଥି ଭାବରେ ସନ୍ୟାସୀ ମହଲା, ମଧୁସୂଦନ ବାଗ,ଯୁଧିଷ୍ଠିର ସିପକା ଯୋଗଦେଇଥିଲେ।ବିଦ୍ୟାଳୟର ପ୍ରଧାନଶିକ୍ଷକ ସୂର୍ଯ୍ୟକାନ୍ତ ରଣା ସ୍ୱ।ଗତ ଅଭିଭାଷଣ ଓ ଧନସିଂ ମାଝୀ ମଞ୍ଚ ପରିଚାଳନା କରିଥିଲେ।ତାପରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ହାସ୍ୟକବି ଦୀନବନ୍ଧୁ ବଗର୍ତ୍ତୀ ପରିଚାଳନା କରିଥିଲେ।ଛାତ୍ରଛାତ୍ରୀ ମାନେ ନୃତ୍ୟ ପରିବେଷଣ କରି ସାରିବା ପରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ଏହି ସୁବର୍ଣ୍ଣ ଜୟନ୍ତୀକୁ ସଫଳ କରିବାରେ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟା, ଗ୍ରାମବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like