-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ

23-Feb-2023



ବଲାଙ୍ଗୀର- ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆ ଗ୍ରାମ ସ୍ଥିତ ହାୱା ଗାର୍ଡେନ ଖେଳ ପଡିଆ ରେ ଜିଲ୍ଲା ସ୍ତରୟ ଖେଳ ପ୍ରତିଯୋଗିତା ନେହେରୁ ଯୁବକେନ୍ଦ୍ର ସହାୟତାରେ ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ଆନୁକୁଲ୍ୟରେ ଆଜି ଆରମ୍ଭ ହୋଇଛି । ମୁଖ୍ୟ ଅତିଥି ଗୋବିନ୍ଦ ମିଶ୍ର (ସିଆଇଏସ୍‌ଏଫ୍‌), ସମ୍ମାନିତ ଅତିଥି ସୁଧିର ନାଏକ, ଅକ୍ଷୟ ଧରୁଆ, ପ୍ରମୋଦ କର୍ମୀ ପ୍ରମୁଖ ଖେଳକୁ ଉଦ୍‌ଘାଟନ କରିଥିଲେ । ଆଜିର ଫୁଟବଲ ଖେଳରେ ଚାରିଗୋଟି ଦଳ ହର୍ଡାଟାଲ, ବରକାନି, ବାରପୁଡୁଗିଆ, ପରଧିଆପାଲି ଅଂଶଗ୍ରହଣ କରିଥିଲେ । ଲମ୍ବଡିଆ, ଉଚ୍ଚ ଡିଆ, ଭଲିଭଲ ଖେଳ, ୧୦୦ମି. ଦୌଡ, ୨୦୦ ମି. ଦୌଡ ଖେଳ ପ୍ରତିଯୋଗିତା  ଅନୁଷ୍ଠିତ ହେବ । ଏଥିରେ ଗ୍ରାମାଞ୍ଚଳର ଅନେକ ଖେଳାଳି ପ୍ରତିଯୋଗିତାରେ ଭାଗ ନେବାର ସୁଯୋଗ ପାଇବେ । ରେଫରି ପିଙ୍କୁ, ପ୍ରଦୀପ, ମଣ୍ଟୁ  ଖେଳ ପରିଚାଳାନା କରିଥିଲେ । ଅନୁଷ୍ଠାନ ର ସଭାପତି ଜୟକୃଷ୍ଣ ମିଶ୍ରଙ୍କ ତତ୍ତ୍ୱାବଧାନ ରେ ସମସ୍ତ ସଦସ୍ୟ ସଦାନନ୍ଦ ମହଲା, ରଂଜନ ଭୋଇ, ବିଜୟ ମହଲା, ଲବ ନାଗ, ସରୋଜ ନାଏକ, ସଂଜୟ ନାଏକ, ଦିଲିପ, ଆକାଶ, ମିଥୁନ, ରିଙ୍କୁ, ଦେବାଶିଷ, କାଲିଆ, ପିଣ୍ଟୁ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like