-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ମରଣଯନ୍ତା ପାଲଟିଛି ଆନନ୍ଦପୁର ରାସ୍ତା

23-Feb-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ରୁଗୁଡିସାହି ଛକ ଠାରୁ ବଡଖମାରମଠ କୁ ସଂଯୋଗ କରୁଥିବା ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରୁଗୁଡିସାହି ଛକ ଆରଡି ରାସ୍ତା ଠାରୁ ଆନନ୍ଦପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ୨୦୧୫ ମସିହାରେ ନିର୍ମାଣ ହୋଇଥିଲା। ପରେ ରାସ୍ତାଟି ଶୋଚନୀୟ ଅବସ୍ତା ହୋଇଥିବାରୁ ବିଭାଗୀୟ ପକ୍ଷରୁ  ମରାମତି କାର୍ଯ୍ୟ କରାଯାଇଥିଲା। ଏହି ରାସ୍ତାରେ ଭାରୀଯାନ ଚଳାଚଳ କରୁନଥିବା ବେଳେ ରାସ୍ତାଟି ଅନେକ ସ୍ଥାନରେ ଭୂଶୁଡି ପଡ଼ିଥିବା ଦେଖିବାକୁ ମିଳିଛି। ବିଭାଗୀୟ ଅଧିକାରୀ ଓ ଠିକାଦାର ଙ୍କ ମଧୁଚନ୍ଦ୍ରିକା ଯୋଗୁଁ ନିମ୍ନମାନର ମରାମତି କାମ ଯୋଗୁଁ ଦୁଇ ମାସ ଭିତରେ ରାସ୍ତା  ଶୋଚନୀୟ ଅବସ୍ତା ପାଲଟିଗଲା। ଏହି ରାସ୍ତା ଦେଇ ପ୍ରେତେକ ଦିନ ବହୁ ସଂଖ୍ୟକ ଲୋକ ବିଭିନ୍ନ ସ୍ଥାନକୁ ଯିବା ଆସିବା କରୁଥିବା ବେଳେ ତିନିଗୋଟି ପଞ୍ଚାୟତ ଲୋକେ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି। ବିଶେଷ କରି ବଡ଼ଖମାର ସ୍ଥିତ ବରାହପଦର ମଠକୁ ଏହି ରାସ୍ତା ଦେଇ ପ୍ରେତେକ ଦିନ ବହୁ ଦୂରଦୁରାନ୍ତରୁ ଶ୍ରଦ୍ଧାଳୁ ମାନେ ଆସିଥାନ୍ତି। ହେଲେ ଏଭଳି ଦୟନୀୟ ରାସ୍ତା ଯୋଗୁଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ସରକାରଙ୍କ ରାଜସ୍ବରୁ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା ରାସ୍ତାଘାଟ ଏବେ ବିଭାଗୀୟ ଅଧିକାରୀଙ୍କ ମନମୁଖୀ ଓ ଅବହେଳା ଯୋଗୁଁ ଠିକରେ ଲୋକଙ୍କ ସେବାରେ ଲାଗିପାରୁ ନାହିଁ। ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ତୁରନ୍ତ ଏହି ରାସ୍ତା ମରାମତି ପାଇଁ ବିଭିନ୍ନ ମହଲରେ ଦାବି ହୁଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like