-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ ଓ କର୍ମଚାରୀ ପଦବି ତୁରନ୍ତ କର- ଏଆଇଡିଏସ୍‌ଓ

23-Feb-2023



ବଲାଙ୍ଗୀର(ପ୍ରେରଣା ଖବର)- ଅବିଭକ୍ତ ବଲାଙ୍ଗିର ଜିଲ୍ଲା ସହ ପଡୋଶୀ ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ ହାତପାଆନ୍ତାରେ ଉଚ୍ଚ ଶିକ୍ଷା ଯୋଗାଇ ଦେବା ଉଦ୍ଦେଶ୍ୟରେ ରାଜେନ୍ଦ୍ର କଲେଜକୁ ବିଶ୍ୱ ବିଦ୍ୟାଳୟରେ ପରିଣତ କରାଗଲା ବୋଲି ରାଜ୍ୟ ସରକାର ଡିମ୍‌ଡିମି ପିଟୁଥିବା ବେଳେ ବାସ୍ତବରେ ଅଧ୍ୟାପକ ଓ କର୍ମଚାରୀ ଅଭାବ ଯୋଗୁଁ ପାଠପଢାରୁ ବଂଚିତ ହେଉଛନ୍ତି । ଆମେ ସମସ୍ତ ଜାଣୁ ଅଧ୍ୟାପକ ବିନା ଉନ୍ନତଧରଣର ପାଠପଢା ସମ୍ଭବ ନୁହେଁ । ତା ସାଙ୍ଗକୁ ଲାଇବ୍ରେରି, ବିଜ୍ଞାନ ଡେମୋଷ୍ଟ୍ରେଟର ଅଭାବ ସହ ଅନେକ ସମସ୍ୟା ଭିତରେ ବିଶ୍ୱବିଦ୍ୟାଳୟ ଗତି କରୁଛି । ଗଣମାଧ୍ୟମରେ ବିଜ୍ଞାପନ ଦେଇ ରାଜ୍ୟ ସରକାର ବାହା ବାହା ନେଉଥିବା ବେଳେ ସମସ୍ତ ବିଶ୍ୱ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ଅଧ୍ୟାପକ ଓ କର୍ମଚାରୀ ମରୁଡି ଯୋଗୁଁ ପାଠପଢା ବିପର୍ଯ୍ୟସ୍ତ ହୋଇ ପଡିଛି । ଶିକ୍ଷାପ୍ରେମୀ ମହଲରୁ ଦାବି ଜଣାଉଥିଲେ ମଧ୍ୟ ସରକାର କର୍ଣ୍ଣପାତ କରୁନାହାନ୍ତି ତେଣୁ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ଅଧ୍ୟାପକ କର୍ମଚାରୀ ପଦବି ତୁରନ୍ତ ପୁରଣ କରିବା ସହ ପିଏଚ୍‌ଡି ଖୋଳାଯାଉ ନ ହେଲେ ଆଗାମୀ ଦିନରେ ଦୁର୍ବାର ଛାତ୍ର ଆନ୍ଦୋଳନ କରାଯିବ ବୋଲି ଏଆଇଡିଏସ୍‌ଓ ବଲାଙ୍ଗିର ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲା ସଂପାଦକ ମଧୁସୁଦନ ବାଗ ଓ ରାଜ୍ୟ ଉପ-ସଭାପତି ସୁନିଲ ଭୋଇ ଏକ ପ୍ରେସ ବିବୃତିରେ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026

You Might Also Like