-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ରାଜ୍ୟ

ଆସନ୍ତା ୧୧ରେ ଅଣକୋଭିଡ ସେବା ବନ୍ଦ କରିବେ ଡାକ୍ତର, ଭାରତୀୟ ଶଲ୍ୟ ଚିକିତ୍ସକ ସଂଘର ଆନ୍ଦୋଳନ ଡ଼ାକରା

06-Dec-2020



ଆୟୁର୍ବେଦ ଡାକ୍ତର ଅସ୍ତ୍ରୋପଚାର କରିବା ନେଇ କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତିକୁ ବିରୋଧ, ସାମିଲ ହେବ ଓଡ଼ିଶା

(ପ୍ରେରଣା ଖବର) ଭୁବନେଶ୍ବର: ନଭେମ୍ବର ୧୯ରେ ଆୟୁର୍ବେଦ ଡାକ୍ତରଙ୍କୁ ସାଧାରଣ ଅସ୍ତ୍ରୋପଚାର କରିବା ନିମନ୍ତେ ଆଇନସମ୍ମତ ଅନୁମତି ଦିଆଯିବ ବୋଲି କେନ୍ଦ୍ର ସରକାର ଏକ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏହାକୁ ବିରୋଧ କରି ଆସନ୍ତା ୧୧ ତାରିଖରେ ଭାରତୀୟ ଶଲ୍ୟ ଚିକିତ୍ସକ ସଂଘ ଦେଇଥିବା ଆନ୍ଦୋଳନ ଡାକରାରେ ନିଜକୁ ସାମିଲ କରିବା ପାଇଁ ଘୋଷଣା କରିଛି ଓଡ଼ିଶା ରାଜ୍ୟ ଶାଖା। ବର୍ଷ ବର୍ଷ ଧରି ଅସ୍ତ୍ରୋପଚାର କରି ମଧ୍ୟ ଅନେକ ସମୟରେ ଏଲୋପାଥିକ ଡାକ୍ତରମାନେ ଅସ୍ତ୍ରୋପଚାର କରିବା ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିତିରେ ଅସ୍ତ୍ରୋପଚାର ବିଷୟରେ କିଛି ଜାଣି ନଥିବା ଜଣେ ଆୟୁର୍ବେଦ ଡାକ୍ତର  ନିଶା ଔଷଧ ଏବଂ ଚିକିତ୍ସା ଉପକରଣ ବିନା କେମିତି ଅସ୍ତ୍ରୋପଚାର କରିପାରି, ସେ ନେଇ ପ୍ରଶ୍ନ ଉଠାଇଛନ୍ତି । ଏହା ନିରୀହ ଜନସାଧାରଣଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିବ ନିଶ୍ଚୟ। ତେଣୁ କେନ୍ଦ୍ର ସରକାର ଆୟୁର୍ବେଦ ଔଷଧ ଏବଂ ଚିକିତ୍ସାର ଉନ୍ନତି ପାଇଁ ପଦକ୍ଷେପ ନେବା ସହ ଏଲୋପାଥି ଏବଂ ଆୟୁର୍ବେଦର ମିଶ୍ରଣର ବିଜ୍ଞପ୍ତିକୁ ପ୍ରତ୍ୟାହାର କରନ୍ତୁ ବୋଲି ଦାବି କରାଯାଇଛି।ସୂଚନା ମୁତାବକ, ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଶଲ୍ୟତନ୍ତ୍ର ଓ ଶାଲକ୍ୟତନ୍ତ୍ର ଆୟୁର୍ବେଦ ଡାକ୍ତରମାନେ ଅସ୍ତ୍ରୋପଚାର କରିପାରିବେ ବୋଲି ଏଥିରେ କୁହାଯାଇଥିଲା। ସ୍ନାତକୋତ୍ତର ଆୟୁର୍ବେଦ ଶିକ୍ଷା ରେଗୁଲେସନ୍‌, ୧୦୧୬’କୁ ମଧ୍ୟ ସଂଶୋଧନ କରାଯାଇ ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ସେଣ୍ଟ୍ରାଲ କାଉନସିଲ ଅଫ ଇଣ୍ଡିଆନ ମେଡିସିନ ଓ ନୀତି ଆୟୋଗ, ଦେଶ‌ର ଆୟୁର୍ବେଦ ଡାକ୍ତରମାନଙ୍କୁ ପ୍ରାୟ ୫୦ପ୍ରକାର ଶଲ୍ୟ ଚିକିତ୍ସା କରିବା ନେଇ ଶିକ୍ଷା ଦେବାକୁ ଅନୁମତି ଦେବାକୁ ଯାଉଛନ୍ତି।  ତେବେ ବର୍ଷ ବର୍ଷ ଧରି ଅସ୍ତ୍ରୋପଚାର କରି ମଧ୍ୟ ଅନେକ ସମୟରେ ଏଲୋପାଥିକ ଡାକ୍ତରମାନେ ଅସ୍ତ୍ରୋପଚାର କରିବା ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିତିରେ ଅସ୍ତ୍ରୋପଚାର ବିଷୟରେ କିଛି ଜାଣି ନଥିବା ଜଣେ ଆୟୁର୍ବେଦ ଡାକ୍ତର ଆୟୁର୍ବେଦ ନିଶା ଔଷଧ ଏବଂ ଚିକିତ୍ସା ଉପକରଣ ବିନା କେମିତି ଅସ୍ତ୍ରୋପଚାର କରିପାରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like