-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

୨୭ରେ ବଲାଙ୍ଗିର ଜିଲ୍ଲାପାଳଙ୍କ ଅଫିସ ଘେରିବ ଆଶା କର୍ମୀ ସଂଘ

24-Feb-2023



ଲୋଇସିଂହା(ବିନୋଦ ଦୀପ):ସ୍ଥାନୀୟ ବାବା ମଠ ଠାରେ ସଭାପତି ମାଧବୀ ବେହେରାଙ୍କ ନେତୃତ୍ୱରେ ନିଖିଳ ଓଡିଶା ଆଶା କର୍ମୀ ସଂଘ, ଲୋଇସିଂହା ବ୍ଲକ କମିଟୀର ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ଲୋଇସିଂହା ବ୍ଲକ କମିଟୀର ସମସ୍ତ ଆଶା କର୍ମୀଙ୍କୁ  ଆସନ୍ତା ତା ୨୭/୦୨ /୨୦୨୩ ଦିନ ଜିଲ୍ଲା କମିଟୀର ଆହ୍ୱାନ କ୍ରମେ ବଲାଙ୍ଗୀର ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିରାଟ ରାଲି ଓ ବିକ୍ଷୋଭ ସଭାରେ  ଯୋଗ ଦେବା ପାଇଁ ଆହ୍ୱାନ ଦେଇଥିଲେ l ବଲାଙ୍ଗିର ଜିଲ୍ଲା ସଂଘ କମିଟୀର ସଭାପତି ତଥା ଜିଲ୍ଲା ଏ ଆଇ ଟି ୟୁ ସି ର କାର୍ଯ୍ୟକାରୀ ସଭାପତି ସାଥୀ ତୀର୍ଥ ପଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ଆଶା କର୍ମୀମାନଙ୍କୁ ଶ୍ରମିକର ମାନ୍ୟତା ପ୍ରଦାନ କରିବାରେ ବୈମାତୃକ ଭେଦ ଭାବ ରଖି ବିଳମ୍ବ କରୁଥିବାରୁ ସଭାରେ ଦୃଢ ନିନ୍ଦା କରିଥିଲେ l ଉଭୟ ସରକାର ଯଦି ଆଶା କର୍ମୀ ମାନଙ୍କ ସର୍ବନିମ୍ନ ଦାବୀ ଯଥା ଶ୍ରମିକର ମାନ୍ୟତା, ସର୍ବନିମ୍ନ ମଜୁରୀ ମାସକୁ ୨୬୦୦ ଟଙ୍କା ପ୍ରଦାନ କରିବା, କାମରୁ ଅବ୍ୟାହୁତି ନେଲାପରେ ସାମାଜିକ ସୁରକ୍ଷାରେ ଅନ୍ତର୍ଭୁକ୍ତ କରାଯାଇ ପ୍ରତି ମାସ ଭତ୍ତା ୧୦,୦୦୦ ଟଂକା ପ୍ରଦାନ 

କରିବା , ବୟସ ସୀମା  ୬୫ ବର୍ଷ କୁ ବୃଦ୍ଧି କରିବା ଇତ୍ୟାଦି ଦାବୀ ନେଇ ଆସନ୍ତା ତା ୨୭.୦୨.୨୦୨୩ ଦିନ ବଲାଙ୍ଗିର ଜିଲ୍ଲପାଳ କାର୍ଯ୍ୟାଳୟ ଘେରାଉ କରିବା ପାଇଁ ସମସ୍ତ ଆଶା କର୍ମୀଙ୍କୁ ଆହ୍ୱାନ ଦେଇଥିଲେ l

  ଜିଲ୍ଲା ସଂଘ ସମ୍ପାଦିକା ଓମୀ ଗୁପ୍ତା ଜିଲ୍ଲା, ରାଜ୍ୟ ଓ ଜାତୀୟ ସ୍ଥରରେ ଉଭୟ ସରକାରଙ୍କ ଠାରେ ନିଜର ସର୍ବନିମ୍ନ ହକ ପାଇବାକୁ ହେଲେ ଲଢେଇ କରିବା ପାଇଁ ସମସ୍ତ ଆଶା କର୍ମୀଙ୍କୁ ଆହ୍ୱାନ ଦେଇଥିଲେ l ଜିଲ୍ଲା ଉପଦେଷ୍ଟା ସାଥୀ ସାଇବୁ ନନ୍ଦ ଓଡିଶା ସରକାରଙ୍କ ଠାରେ ଅନିଦିଷ୍ଟ ସମୟ ପର୍ଯ୍ୟନ୍ତ ଆଶା କର୍ମୀଙ୍କୁ ଧାରଣା ଦେବାକୁ ପଡିବ ବୋଲି ନିଜର ମତ ରଖି ସମସ୍ତ ଆଶାକର୍ମୀଙ୍କୁ ରାଲିରେ ଯୋଗ ଦେବାକୁ ଆହ୍ୱାନ ଦେଇଥିଲେ l ସହ ସମ୍ପାଦିକା ସାଥୀ ମୁକ୍ତା ଉଦୁରକୁଲିଆ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ l

 

କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like