-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||     

HOME   ଜିଲ୍ଲା

ବଡ଼ନୀ ଗ୍ରାମ ରେ ଅନୁଷ୍ଠିତ ବିଶ୍ୱଶାନ୍ତି ମହିମା ମହାଯଜ୍ଞ ରେ ଯୋଗ ଦେଲେ ହିନ୍ଦୁ ମହାସଂଘ ର ପ୍ରମୁଖ ଜୟନ୍ତ କୁମାର ପାତ୍ର 

24-Feb-2023



ନବରଙ୍ଗପୁର ଜିଲ୍ଲା ଝରୀଗାଁ ବ୍ଲକ ପାଲିଆ ପଂଚାୟତ ଅନ୍ତର୍ଗତ ବଡ଼ନୀ ଗ୍ରାମ ରେ ଅନୁଷ୍ଠିତ ହୋଇଥିବା ବିଶ୍ୱଶାନ୍ତି ମହିମା ମହାଯଜ୍ଞ ରେ ବ୍ରହ୍ମ ଅବଧୂତ ସୌଭାଗ୍ୟ ବାବା ଙ୍କ ନିର୍ଦ୍ଦେଶ ରେ ହିନ୍ଦୁ ମହାସଂଘ  ପ୍ରମୁଖ ଶ୍ରୀଯୁକ୍ତ ଜୟନ୍ତ କୁମାର ପାତ୍ର

ଯୋଗଦେଇ ଆମନ୍ତ୍ରିତ ସାଧୁସନ୍ଥ ମାନଙ୍କ ସହ ଧର୍ମ ର ସୁରକ୍ଷା କୁ ନେଇ ଆଲୋଚନା କରିବା ସହ ନିଜ ଧର୍ମ ସଂସ୍କୃତି ଓ ପରମ୍ପରା ର ସୁରକ୍ଷା କରିବାକୁ ଗ୍ରାମବାସୀଙ୍କୁ ଅନୁରୋଧ କରିଥିଲେ | ଆଜି ହିନ୍ଦୁ ମହାସଂଘ ପ୍ରମୁଖ ଜୟନ୍ତ କୁମାର ପାତ୍ର ଙ୍କ ଜନ୍ମ ଦିନ ହୋଇଥିବା ଯୋଗୁଁ ସେ ସାଧୁସନ୍ଥ ଙ୍କ ଗହଣରେ ନିଜ ଜନ୍ମ ଦିନ ପାଳନ କରିଥିଲେ। ବ୍ରହ୍ମ ଅବଧୂତ ସୌଭାଗ୍ୟ ବାବା, ବ୍ରହ୍ମ ଅବଧୂତ ଡମ୍ବରୁ ବାବା, ପ୍ରଭାକର ବାବା, ଋଷି ବାବା ଏବଂ ଅନ୍ୟ ସାଧୁସନ୍ଥ ଧର୍ମ ରକ୍ଷା ପାଇଁ ତାଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ। ଝରିଗାଁ ବ୍ଲକ ମିଡ଼ିଆ ସଂଯୋଜକ ସବ୍ୟସାଚୀ ଭରତିଆ ଓ ଜିଲ୍ଲା ଯୁବ ହିନ୍ଦୁ ମହାସଂଘ ଉପ ସଭାପତି ଆଶୁତୋଷ ମିସ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ଆଜି ର କାର୍ଯ୍ୟକ୍ରମ କୁ ସଂପୂର୍ଣ୍ଣ ପରିଚାଳନା କରିଥିଲେ ହିନ୍ଦୁ ମହାସଂଘ ର ବରିଷ୍ଠ କାର୍ଯ୍ୟକର୍ତ୍ତା ବିଭୁଦତ୍ ମେହେର।

(ରିପୋର୍ଟ: ମିହିର ଶଙ୍କର ପାତ୍ର, ନବରଙ୍ଗପୁର)


News Comment




Photo in News

Advertisment
Lastest News
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026

You Might Also Like