-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଅପରାଧ

ପୁରୀ ହାଜତ ମୃତ୍ୟୁ ଘଟଣା ପରେ ବାସେଳିସାହି ଥାନା ସହ ୫ଟି ଥାନାର ଆଇଆଇସି ଓ ଗୋଟିଏ ଥାନାର ଏସଆଇଙ୍କୁ ବଦଳି

06-Dec-2020



 (ପ୍ରେରଣା ଖବର) ପୁରୀ: କେ. ରମେଶ ନାମକ ଜଣେ ଯୁବକ ପୁଲିସ୍ ହେପାଜତରେ ଥିବା ବେଳେ ପ୍ରାଣ ହରାଇଥିଲା। ଏହି ଘଟଣା ପରେ ବାସେଳିସାହି ଥାନା ଚର୍ଚ୍ଚାକୁ ଆସିଥିଲା । ଏହି ଘଟଣାରେ ପୂର୍ବରୁ ତତ୍‌କାଳୀନ ଏସ୍‌ପି ଅଖିଳେଶ୍ୱର ସିଂଙ୍କୁ ପୁଲିସ୍ ମୁଖ୍ୟକାର୍ଯ୍ୟାଳୟ ଏସ୍‌ପି ଭାବେ ବଦଳି କରାଯାଇଥିଲା। ଏବେବି ଏହି ଘଟଣାର ତଦନ୍ତ ଚାଲିଛି।ତେବେ ପୁରୀ ହାଜତ ମୃତ୍ୟୁ ଘଟଣା ପରେ ବାସେଳିସାହି ଥାନା ସହ ୫ଟି ଥାନାର ଆଇଆଇସି ଓ ଗୋଟିଏ ଥାନାର ଏସଆଇଙ୍କୁ ବଦଳି କରାଯାଇଛି। ପୁରୀ ବାସେଳିସାହି ଥାନା ଆଇଆଇସି ଜୀବନାନନ୍ଦ ଜେନାଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଥିବା ବେଳେ ବଳଙ୍ଗା ଆଇଆଇସି ସଞ୍ଜୀବ ପ୍ରଧାନ ବାସେଳିସାହି ଆଇଆଇସି ଭାବେ ନିଯୁକ୍ତ ହୋଇଛନ୍ତି।ସେ଼ହିପରି କୁମ୍ଭାରପଡ଼ା ପୁଲିସ ଷ୍ଟେସନ ଆଇଆଇସି କୁଳମଣି ସେଠୀଙ୍କୁ ବାଲିଆପଣ୍ଡା ପୁଲିସ ଷ୍ଟେସନରେ ଆଇଆଇସି ଭାବେ ନିଯୁକ୍ତି କରାଯାଇଛି।ଏଥିସହିତ ବାଲିଆପଣ୍ଡା ଆଇଆଇସି ଚିନ୍ମୟ ରାଉତଙ୍କୁ ସମୁଦ୍ରକୂଳ ପୁଲିସ ଷ୍ଟେସନକୁ ବଦଳି କରାଯାଇଥିବା ବେଳେ ସମୁଦ୍ରକୂଳ ପୁଲିସ ଷ୍ଟେସନର ଆଇଆଇସି ବିଚିତ୍ରନନ୍ଦ ସେଠୀଙ୍କୁ କୁମ୍ଭାରପଡ଼ାକୁ ପଠାଯାଇଛି।କୁମ୍ଭାରପଡ଼ା ଏସଆଇ ସମରେନ୍ଦ୍ର ପାଇକରାଏଙ୍କୁ ବଳଙ୍କା ପୁଲିସ ଷ୍ଟେସନକୁ ଓଆଇସି ଭାବେ ବଦଳି କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like