-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ଭାଷୀଙ୍କ ଠାରୁ ମାଣ୍ଡିଆ କିଣିଲା  ପେକ୍ସ

25-Feb-2023



ବୌଦ୍ଧ ଜିଲ୍ଲାର କଣ୍ଟାମାଲ ସ୍ଥିତ ଉମା ସମବାୟ ସମିତି ମାଧ୍ୟମରେ ଚଳିତ ବର୍ଷ ପ୍ରଥମଥର ଭାଷୀଙ୍କ ଠାରୁ ମାଣ୍ଡିଆ କିଣା ଯାଇଛି।  ଖୁଣ୍ଟିଗୋରା ପଞ୍ଚାୟତ ପ୍ରାଙ୍ଗଣରେ ଆଖପାଖର ଗ୍ରାମର ୩୪ ଜଣ କୃଷକଙ୍କଠାରୁ ପ୍ରାୟ ୮୭ କୁଇଣ୍ଟାଲ କ୍ରୟ ମାନର ମାଣ୍ଡିଆ କିଣା ଯାଇଛି। ଆଜିର ମଣ୍ଡିକୁ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସୁନିତା ମାଝୀ ଓ ଟିଡିସିସି ର ମାର୍କେଟିଙ୍ଗ ମେନେଜର ଉମାକାନ୍ତ ବଳିଆରସିଂ ଉଦଘାଟନ କରିଥିଲେ। ଜିଲ୍ଲାରେ ସମୁଦାୟ ୫୧୭ ହେକ୍ଟର ରେ ମାଣ୍ଡିଆ ଚାଷ କରାଯାଇଛି । ସରକାରୀ ନ୍ୟୁନତମ ସହଯୋଗୀ ଦର କୁଇଣ୍ଟାଲ ପ୍ରତି ୩୫୭୮ ମୂଲ୍ୟ ଦରରେ ଏକ ହଜାର କୁଇଣ୍ଟାଲ ମାଣ୍ଡିଆ ସରକାର ତିଡିସିସି ମାଧ୍ୟମରେ କ୍ରୟକରିବେ ଓ ମଣ୍ଡିଆ ମଣ୍ଡି ଆୟୋଜନ ରେ ବିଭାଗୀୟ ସହଯୋଗୀଭାବରେ ଜିଲ୍ଲା ନିୟନ୍ତ୍ରିତ ବଜାର ସମିତି, ଜିଲ୍ଲାସମବୟ ସମିତି, ଜିଲ୍ଲାର ସମସ୍ତ ବ୍ୟାଙ୍କ ଅଧିକାରୀ, ପଞ୍ଚାୟତ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲିବୌଦ୍ଧ ଜିଲ୍ଲା ମିଳେଟ୍ସ କ୍ଷୁଦ୍ରଶସ୍ୟ ମିଶନ ର ଅଧିକାରୀ  ଦିବ୍ୟଜ୍ୟୋତି ପ୍ରକାଶ କାନ୍ତ ସୂଚିତ କରିଥିଲେ। ଚଳିତ ରବି ଋତୁରେ ୧୫୦ ହେକ୍ଟର୍ ଓ ଆସନ୍ତା ଖରିଫ ଋତୁରେ ୧୫୦୦ ହେକ୍ଟର୍ ମଣ୍ଡିଆ ଚାଷ ସମଗ୍ର ଜିଲ୍ଲାରେ କରାଯିବ, ଏହା କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ଏକ ଅୟର ସ୍ରୋତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like