-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀରହସ୍ପିଟାଲ ପରିସରରେ ନିଶାସକ୍ତ ଜେଲ ୱାର୍ଡ଼ରର ଉନ୍ମତ୍ତ କାଣ୍ଡ

25-Feb-2023



ବଲାଙ୍ଗିର (ପ୍ରେରଣା ଖବର ) ନିଶାସକ୍ତ ଜେଲ ୱାର୍ଡର ର ଉନ୍ମତ୍ତ କାଣ୍ଡ | ହସ୍ପିଟାଲ ପରିସରକୁ ପଶି ଦମ୍ପତ୍ତିଙ୍କୁ ମାଡ ମାରିଥିବା ଅଭିଯୋଗ | ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲ ରେ | ଗତକାଲି ଠାରୁ ଗଇଁତଲା ଗାଁ ର ରମାକାନ୍ତ ନାଗ ହସ୍ପିଟାଲରେ ନିଜ ବାପାଙ୍କୁ ଭର୍ତି କରିଛନ୍ତି | ରମାକାନ୍ତ ନିଜ ସ୍ତ୍ରୀ ଙ୍କ ସହିତ ହସ୍ପିଟାଲ ନିକଟରେ ଥିବା ଆଉଟଡୋର ନିକଟରେ ଛିଡା ହୋଇଥିଲେ |  ସେହି ରାସ୍ତା ରେ ଜେଲକୁ ଯାଉଥିବା ଜିଲ୍ଲା କାରାଗାର ର ୱାର୍ଡର ବିଜୁ ଛତ୍ରିଆ ହଠାତ ନିଶାସକ୍ତ ଅବସ୍ଥାରେ ଉଭୟ ଦାମ୍ପତ୍ତି ଙ୍କୁ ଗାଳିଗୁଲଜ କରିବା ଆରମ୍ଭ କରିଥିଲେ | ପ୍ରତିବାଦ କରିବାରୁ ଉଭୟଙ୍କୁ ଗୋଡ଼ାଇ ଗୋଡ଼ାଇ ମାଡ ମାରିଥିଲେ | ଏନେଇ ହସ୍ପିଟାଲ ଫାଣ୍ଡି କୁ ଯାଇ ଲିଖିତ ଅଭିଯୋଗ କରିଥିଲେ ରମାକାନ୍ତ | ହସ୍ପିଟାଲ ଫାଣ୍ଡି ପୋଲିସ ଜେଲ ୱାର୍ଡର ଙ୍କୁ ଅଟକ ରଖିଥିଲା |  ପରେ ଟାଉନ ଥାନାର ପୋଲିସ ଟିମ ଆସି ୱାର୍ଡର ବିଜୁ ଛତ୍ରିଆ ଙ୍କୁ ଟାଉନ ଥାନାକୁ ନେଇ ଅଧିକ ପଚାର ଉଚୁରା କରୁଛନ୍ତି | ସେପଟେ ଜଣେ ଜେଲ ୱାର୍ଡର ମଦ୍ୟପାନ କରି ହସ୍ପିଟାଲ ପରିସରରେ ରୋଗୀଙ୍କ ସମ୍ପର୍କୀୟ ଙ୍କୁ ମାଡ ମାରିବା ଘଟଣାକୁ ନେଇ ସାଧାରଣ ରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026

You Might Also Like