-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଐତିହ୍ଯ ସମ୍ପହ୍ନ ରାଣୀପୁର ଝରିଆଲ ମହାଶିବରାତ୍ରୀ ମେଲା ପୁର୍ଣ୍ଣାହୁତି , ଲୋକାରଣ୍ୟ ହେଲା ଯୋଗିନୀ ପୀଠ।

25-Feb-2023



(ଅନିଳ କୁମାର ତ୍ରିପାଠୀ)
ବଲାଙ୍ଗୀର ଜିଲ୍ଲାର ସର୍ବ ପୁରାତନ ଐତିହ୍ଯ ସମ୍ପହ୍ନ ଯୋଗିନୀ ପୀଠ ରାଣୀପୁର ଝରିଆଲ ସୋମେଶ୍ବର ଶୈବ ପୀଠରେ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ମହାଶିବରାତ୍ରୀ ମେଲା ଗୁରୁବାର ପୂର୍ଣ୍ଣାହୁତି ହୋଇଛି । ଶୈବ, ଶାକ୍ତ, ବୌଦ୍ଧ, ଗାଣପତ୍ୟ ଓ ତନ୍ତ୍ର, ମନ୍ତ୍ର ର ପୀଠରେ  ଦୁଇ ବର୍ଷ ବ୍ୟବଧାନରେ ମହାଶିବରାତ୍ରୀ ପାଳନ ହୋଇଥିବାରୁ ଉଭୟ ଯୋଗିନୀ ଓ ସୋମେଶ୍ବର ମହାଦେବ ଭକ୍ତଙ୍କ ମଧ୍ଯରେ ଏହି ମହାଶିବରାତ୍ରି ଅବସରରେ ମହାଦେବଙ୍କୁ ଥରୁଟିଏ ଦର୍ଶନ କରିବା ପାଇଁ ଭକ୍ତ ଓ ଶ୍ରଦ୍ଧାଳୁ ଆତୁର ହୋଇ ପଡୁଥିବା ଦେଖାଦେଇଥିଲା ସୋମେଶ୍ବର ମହାଦେବ ମନ୍ଦିରର ମୁଖ୍ଯ ପୂଜକ ଜଗମୋହନ ତ୍ରିପାଠୀଙ୍କ ସହ ରବି ତ୍ରିପାଠୀ , ମେଘନାଦ ତ୍ରିପାଠୀ ପୁଜକ ଭାବେ କାର୍ଯ୍ଯ ତୁଲାଉଥିବା ବେଳେ କର୍ତ୍ତା ଭାବରେ ଧନୀରାମ ଭୋଇ ଓ ତାଙ୍କ ସହଧର୍ମିଣୀ ଧନମତି ଭୋଇ ସେହିପରି ଭାବରେ ଆହୁତି ଯଜ୍ଞ ପାଇଁ ପିତାମ୍ବର ପଣ୍ଡା, ଲିକୁ ପାଢି ପୁଜକ ଥିବାବେଳେ ବିଶ୍ବମ୍ବର ଭୋଇ ଓ ତାଙ୍କ ସହଧର୍ମିଣୀ ବେଳମତି ଭୋଇ କର୍ତ୍ତା ଭାବରେ ଦାୟୀତ୍ବ ତୁଲାଇଥିଲେ। ଚଳିତ ବର୍ଷ ପ୍ରଥମ ଦିନରୁ ହିଁ ବହୁ ଭିଡ ପରିଲକ୍ଷିତ ହୋଇଥିଲା। ୭ ଦିନ ଧରି ଚାଳିଥିବା ଏହି ମେଲା ରେ ପାଞ୍ଚ ଦିନ ଅସଂଖ୍ଯ ଭିଡ ଦେଖା ଯାଇଥିଲା। ଯାହା ଫଳରେ ପୋଲିସ ପ୍ରଶାସନ ଓ କମିଟିର ସଦସ୍ଯ ମାନଙ୍କୁ ଶାନ୍ତି ଶୃଙ୍ଖଳା ରଖିବା ପାଇଁ ବହୁ ପରିଶ୍ରମ କରିବାକୁ ପଡିଥିଲା। ଏଥର ପ୍ରଥମରୁ ହିଁ ଭିଡ ନିୟନ୍ତ୍ରଣ ସହିତ ଭକ୍ତ ଓ ଶ୍ରଦ୍ଧାଳୁ କେମିତି ବେଶ ଆରାମରେ ସୋମେଶ୍ବର ମହାଦେବଙ୍କ ଦର୍ଶନ କରିବାସହ ମେଳାରେ ଆସିଥିବା ଦୋକାନ ବଜାର ଓ ସାସ୍କୃତିକ କାର୍ଯ୍ୟକ୍ରମ କୁ ଉପଭୋଗ କରି ପାରିବେ ସେଥିପାଇଁ ଭିଡକୁ ଚାରୋଟି ସ୍ଥାନରେ ଭାଗ କରାଯାଇଥିଲା। ଏବଂ ପ୍ରତିଦିନ ଲୋକଙ୍କ ମନୋରଞ୍ଜନ ପାଇଁ ବିଭିନ୍ନ ସାଂସ୍କୃତିକ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ବୁଧବାର କୃଷ୍ଣ ଗୁରୁ କାର୍ଯ୍ୟକ୍ରମ , ମେଲୋଡି ଓ ଦଣ୍ଡନୃତ୍ୟ ଆୟୋଜନ ହୋଇଥିଲା।

ଏହି ଅବସରରେ ମନ୍ଦିର କମିଟିର ସଭାପତି ମାଣିକଚନ୍ଦ ଜୈନ, ସମ୍ପାଦକ କ୍ଷୀରସିନ୍ଧୁ ଭୋଇ , କୋଷାଧ୍ୟକ୍ଷ ପର୍ମାନନ୍ଦ ଭୋଇ, ବରିଷ୍ଠ ସଦସ୍ଯ ସନ୍ୟାସୀ ଭୋଇ, ଧନୀରାମ ଭୋଇ, ଇନ୍ଦ୍ରମଣି ଭୋଇ, ଝରିଆଲ ସରପଞ୍ଚ ଭରଦ୍ବାଜ ଗହିର, ମୁଣ୍ଡପଦର ସରପଞ୍ଚ ରାଧାକାନ୍ତ ବେହେରା, ଅଲଣ୍ଡା ସରପଞ୍ଚଙ୍କ ପ୍ରତିନିଧି ଯୁବରାଜ ବାଗ ଙ୍କୁ ଓଡିଶା ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ (ଓୟୁଜେ) ର ବଲାଙ୍ଗୀର ଜିଲ୍ଲା ଗ୍ରାମାଞ୍ଚଳ ସମ୍ପାଦକ ଅନିଲ କୁମାର ତ୍ରିପାଠୀ , ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ କମିଟି ସଭାପତି ମଞ୍ଜେସ ମେହେର , ସନ୍ତୋଷ ତ୍ରିପାଠୀ ପ୍ରମୁଖ ମଞ୍ଚରେ ସମସ୍ତଙ୍କୁ ଫୁଳମାଳ ଓ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ। ବିକାଶ ପନିକା ମଞ୍ଚ ପରିଚାଳନା କରିଥିବା ବେଳେ କୃଷ୍ଣ ଚନ୍ଦ୍ର ସାହୁ , ଗୋପିନାଥ ସାହୁ , ଜ୍ୟୋତି ସାହୁ, ଲଲିତ ସାହୁ , କିଶୋର ସାହୁ , ଗଣେଷ ସାହୁ, ଗୌରାଙ୍ଗ ମହାନନ୍ଦ, ନିତ୍ୟାନନ୍ଦ ପୃଷେଠ, ଓମଦେବ ସାହୁ ପ୍ରମୁଖ ସହଯୋଗ କରିଥିଲେ। ମେଳାରେ ଝରିଆଲ ପଞ୍ଚାୟତ ର ଗାଁ ସାଥୀ ମାନଙ୍କ ଦ୍ବାରା ଜଳଛତ୍ର ଖୋଳି ପିଇବା ପାଣୀ ବଣ୍ଟନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like