-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ

25-Feb-2023



ବଲାଙ୍ଗୀର- ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆ ଗ୍ରାମ ସ୍ଥିତ ହାୱା ଗାର୍ଡେନ ଖେଳ ପଡିଆ ରେ ଜିଲ୍ଲା ସ୍ତରୟ ଖେଳ ପ୍ରତିଯୋଗିତା ନେହେରୁ ଯୁବକେନ୍ଦ୍ର ସହାୟତାରେ ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ଆନୁକୁଲ୍ୟରେ ଉଦ୍‌ଯାପିତା ହୋଇଯାଇଛି । ମୁଖ୍ୟ ଅତିଥି ନାଗରିକ କମିଟି ସଭାପତି ଇଂ. ବେଲାରସେନ ଭୋଇ, ସମ୍ମାନିତ ଅତିଥି ଜିଲ୍ଲା କ୍ରୀଡା ଅଧିକାରୀ ପରାଶର ବାଗ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଘାସିରାମ ବେହେରା, ନିଳାଦ୍ରି ବିହାରୀ ମିଶ୍ର, ପ୍ରମୋଦ କର୍ମୀ, ନେହେରୁ ଯୁବ କେନ୍ଦ୍ର ଯୁବ କୋଡିନେଟର ନରସିଂହା କୁମାର ପ୍ରମୁଖ ଅତିଥି ଭାବରେ ଯୋଗ ଦେଇଥିଲେ । ଆଜିର ଫୁଟବଲ ଫାଇନାଲ ଖେଳରେ ବାରପୁଡୁଗିଆକୁ ହରାଇ ସକମା ୧-୦ ଗୋଲରେ ବିଜୟି ହୋଇଥିଲା ।  ଲମ୍ବଡିଆ ରେ ଗଗନ ବିଶ୍ୱାଲ, ଉଚ୍ଚ ଡିଆ ରେ ମନୋଜ ନାଗ,  ୧୦୦ମି. ଦୌଡ ରେ ଜିତୁ ଭୋଇ, ୨୦୦ ମି. ରେ ଆଶିଷ ପଟେଲ ଦୌଡ ଖେଳ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ ।  ।  ରେଫରି ପୁରୁଷୋତ୍ତମ ବୁଡେ,  ପ୍ରଦୀପ, ମଣ୍ଟୁ  , ପିଙ୍କୁ ନାଗ ଖେଳ ପରିଚାଳାନା କରିଥିଲେ । ଅନୁଷ୍ଠାନ ର ସଭାପତି ଜୟକୃଷ୍ଣ ମିଶ୍ରଙ୍କ ତତ୍ତ୍ୱାବଧାନ ରେ ସମସ୍ତ ସଦସ୍ୟ ସଦାନନ୍ଦ ମହଲା, ରଂଜନ ଭୋଇ, ବିଜୟ ମହଲା, ଲବ ନାଗ, ସରୋଜ ନାଏକ, ସଂଜୟ ନାଏକ, ଦିଲିପ, ଆକାଶ, ମିଥୁନ, ରିଙ୍କୁ, ଦେବାଶିଷ, କାଲିଆ, ବିକାଶ ନାଏକ, ଅକ୍ଷୟ, ରଂଜିତ, ମଦନ ସାହୁ, ପିଣ୍ଟୁ ପ୍ରମୁଖ ସହଯୋଗ କରିଥିଲେ । ନେହେରୁ ଯୁବକେନ୍ଦ୍ରର ଲେଖପାଳ ବିପିନ ବିହାରୀ ଜେନା ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026

You Might Also Like