-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||     

HOME   ଜିଲ୍ଲା

ନିର୍ଘାତ ମାଡ ମରାରେ ଯୁବକଙ୍କ ମୃତ୍ୟୁ , ଅଭିଯୁକ୍ତ ଫେରାର 

25-Feb-2023



ନାକଟିଦେଉଳ (କନ୍ଦର୍ପ ବେହେରା )-ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା ବଳମ ପଞ୍ଚାୟତ ଅନ୍ତର୍ଗତ ଧଳତୈଲା ଗ୍ରାମରେ ଜନୈକ ଯୁବକକୁ ମାଡ ମାରି ହତ୍ୟା କରାଯାଇଥିବା ପୋଲିସ୍ କହିଛି ାମୃତ ଯୁବକ ଜଣକ ହେଲେ ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅନ୍ତର୍ଗତ ଧଳତୈଲା ଗ୍ରାମର ଅରକ୍ଷିତ ମହାକୁଡ଼ (୩୫) ବର୍ଷ ବୋଲି ଜଣା ଯାଇଛି। ସୂଚନା ଅନୁସାରେ ଅରକ୍ଷିତ ପ୍ରାୟ ଅପରାହ୍ନ ୪ଟା ସମୟରେ ନିଶା ସେବନ କରି ଘରେ ଆସି ପାଟିତୁଣ୍ଡ କରୁଥିଲା l ପାଟିତୁଣ୍ଡ କରୁଥିବା ସମୟରେ ପଡୋଶୀ ବିରେନ ପ୍ରଧାନ ନାମକ ଯୁବକ ଅରକ୍ଷିତ ଘରକୁ ଯାଇ ମାଡ ମାରିବାରୁ ସେ ତଳେ ପଡି ଅଚେତ ହୋଇଯାଇଥିଲା l ତେବେ

ପରିବାର ଲୋକେ ତୁରନ୍ତ ଅରକ୍ଷିତକୁ ନାକଟିଦେଉଳ ଡାକ୍ତରଖାନାକୁ ନେଇଆସିଥିଲେ l ସେଠାରେ ପ୍ରାଥମିକ ଚିକିତ୍ସା କରାଯାଇଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆମ୍ବୁଲାନ୍ସ ରେ ବୁର୍ଲା ଡାକ୍ତରଖାନା ନେବାବେଳେ ଶକ୍ରବାର ସଂଧ୍ୟାରେ ବୁର୍ଲା ନେବା ବାଟରେ ଯୁବକର ମୃତ୍ୟୁ ହୋଇଯାଇଥିଲା l ଏ ସମ୍ପର୍କରେ ଅରକ୍ଷିତର ସ୍ତ୍ରୀ ଭାରତୀ ମହାକୁଡ଼ଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ବୁର୍ଲା ଯାଇ ଶବ ବ୍ୟବଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରି ଅଭିଯୁକ୍ତ ନାଁରେ କେସ ନଂ ୧୭/୨୩ରେ ୩୦୨ଦଫାରେ ହତ୍ୟା ମାମଲା ରୁଜୁ କରିଥିବା ପୋଲିସ ପ୍ରକାଶ କରିଛି l ଖବର ଲେଖା ହେବା ପର୍ଯ୍ୟନ୍ତ ଅଭିଯୁକ୍ତ ଫେରାର ଥିବା କିସିଣ୍ଡା ଥାନାଧିକାରୀ ଏକ ପ୍ରେସ୍ ଇସ୍ତାହାରରେ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026

You Might Also Like