-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ମାର୍ଚ୍ଚ ୧ ରୁ ବଲାଙ୍ଗିର ଜିଲ୍ଲାସ୍ତରୀୟ ଜେଆରସି ଶିକ୍ଷା ଓ ତାଲିମ  ଶିବିର 

26-Feb-2023



ବଲାଙ୍ଗୀର-(ଅନ୍ତର୍ଯ୍ୟାମୀ ସାହୁ ): ବଲାଙ୍ଗିର ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ (ଜେଆରସି) ଶିକ୍ଷା ଓ ତାଲିମ ଶିବିର ୨୦୨୩ ଆଗାମୀ ମାର୍ଚ୍ଚ ୧ ରୁ ୩ ତାରିଖ ପର୍ଯ୍ୟନ୍ତ ସଇଁନ୍ତଲା ବ୍ଲକ ଅନ୍ତର୍ଗତ ବିଜୟାନନ୍ଦ ହାଇସ୍କୁଲ ବେଲଗାଁ ଠାରେ ଅନୁଷ୍ଠିତ ହେବ । ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ତଥା ପ୍ରଥମିକ ଉଚ୍ଚ ବିଦ୍ୟାଳୟର ଜୁନିୟର ଓ ରେଡକ୍ରସ କାଉନସିଲର ଯୋଗଦାନ ଦେବେ । ସେଥି ପାଇଁ ବେଲଗାଁ

ହାଇସ୍କୁଲରେ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କ ତତ୍ତ୍ୱାବଧାନରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଶିବିରରେ ରେଡକ୍ରସର ଇତିହାସ, ସଡକ ସୁରକ୍ଷା, ରକ୍ତଦାନ, ବୃକ୍ଷରୋପଣ, ପ୍ରାଥମିକ ଚିକିତ୍ସା, କୁସଂସ୍କାର, ବାଲ୍ୟବିବାହକୁ ବିରୋଧ, ନିଶାକୁ ନା, ଜୀବନ କୌଶଳ ଶିକ୍ଷା ତଥା ବିଭିନ୍ନ ସ୍ୱାସ୍ଥ୍ୟ, ସେବା, ବନ୍ଧୁତା ବିଷୟ ଉପରେ ଶିକ୍ଷଣ କାର୍ଯ୍ୟ ହେବ । ଶିବିରରେ ମାର୍ଚ୍ଚ ୨ ତାରିଖ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହେବ ।କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର ସଭାପତିତ୍ୱ ଓ ଜୁନିୟର ରେଡକ୍ରସ ସମ୍ପାଦକ ଅନ୍ତର୍ଯ୍ୟାମି ବିଶ୍ୱାଲ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ସଇଁନ୍ତଲା ବିଇଓ ଗୋବର୍ଦ୍ଧନ ଭୋଇ, ଏବିଓ ମହାଦେବ ମିଶ୍ର ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ରହି ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ, ସଇଁନ୍ତଲା ଏଏସ୍‌ଡିର ପ୍ରଧାନ ଶିକ୍ଷୟତ୍ରୀ ନିବେଦିତା ହୋତା, କନ୍ଧକେଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ରାମ ଗୋପାଳ ଖମାରୀ ଶର୍ମା, ବୁଢାବାହାଲ ହାଇସ୍କୁଲର ପ୍ରଧାନଶିକ୍ଷକ ବରୁଣ କୁମାର ସାହୁ, ଶିଶ୍‌କେଲା ହାଇସ୍କୁଲର ପ୍ରଧାନଶିକ୍ଷକ ମନୋଜ କୁମାର ବେହେରା, ଭଦ୍ରା ହାଇସ୍କୁଲର ପ୍ରଧାନଶିକ୍ଷକ ଶ୍ରୀମନ୍ତ ଭୋଇ, ଘୁମସର ହାଇସ୍କୁଲର ପ୍ରଧାନଶିକ୍ଷକ ଅଭିମନ୍ୟୁ ସାହୁ, କେରମେଲି ହାଇସ୍କୁଲର ପ୍ରଧାନଶିକ୍ଷକ ସରୋଜ ମିଶ୍ର, ଡେଙ୍ଗ

ହାଇସ୍କୁଲର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ର, ସଇଁନ୍ତଲା ବ୍ଲକ ସଂଯୋଜକ ହେମନ୍ତ ବେମାଲ, ଜିଲ୍ଲା କାର୍ଯ୍ୟକାରିଣୀ କମିଟିର ହେମନ୍ତ ପ୍ରଧାନ, ରଂଜିତା ମିଶ୍ର, ରାମ ନାରାୟଣ ଦାଶ, କାଉନସିଲର ଜ୍ୟୋତିଂମୟ ନାୟକ, ପ୍ରିତମ ରଥ, ଦିପକସେନ ଧରୁଆ, ଶେଷଦେବ ବାରିକ, ଲୋକନାଥ ସେଠ, ମୋହନ ବାଗ, ମନ ବଗର୍ତ୍ତି, ଉମେଶ ନନ୍ଦ, ଗୋପିନାଥ ବେହେରା, ସଂଜିତ ପାଣି ମହାନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ବିଜୟାନନ୍ଦ ହାଇସ୍କୁଲ ବେଲଗାଁ ର ପ୍ରଧାନ ଶିକ୍ଷକ ନାରାୟଣ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like