-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସ ସାମ୍ନାରେ ପିଟି ମାରିଦେଲେ   (07-May-2026)       ||      ଡିସେମ୍ବର ସୁଦ୍ଧା ସମସ୍ତ ଜମି ମାମଲା ଶେଷ କରିବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ   (07-May-2026)       ||      ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   (07-May-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ    (07-May-2026)       ||      ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା    (07-May-2026)       ||      ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   (07-May-2026)       ||      ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||     

HOME   ଜିଲ୍ଲା

ଘର ହିଁ ବିଦ୍ୟାଳୟ ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ

26-Feb-2023



ପଦ୍ମପୁର(ପ୍ରେରଣା ଖବର) ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର,ପଦ୍ମପୁର  ଶିଶୁ ବାଟିକା ବିଭାଗ ର ଆସନ୍ତା ଶିକ୍ଷା ବର୍ଷ ପାଇଁ ନାମ ଲେଖାଇବା ପାଇଁ ଇଛୁକ ଶିଶୁଙ୍କ ପିତା ମାତା ଙ୍କୁ ନେଇ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ   ର ଦ୍ୱିତୀୟ ପର୍ଯ୍ୟାୟ  ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଡ଼ଃ ବାଞ୍ଛାନିଧି ପଣ୍ଡା ବିଦ୍ୱତ୍ ପରିଷଦ ଶିକ୍ଷା ବିକାଶ ସମିତି  ର ସଭାପତି ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମ କୁ ଆରମ୍ଭ କରି ଔପଚାରିକ ଓ ଅନୌପଚାରିକ ଶିକ୍ଷା ସଂସ୍କାର ଓ ଚରିତ୍ର ନିର୍ମାଣ ବିଷୟରେ ଆଲୋକପାତ  କରିଥିଲେ । ଦିନବନ୍ଧୁ ଦେହେରୀ ଗୁରୂଜୀ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।ଗୀତାଞ୍ଜଳି ପ୍ରଧାନ ଗୁରୁମା କାର୍ଯ୍ୟକ୍ରମ ର ସଂଯୋଜନା କରିଥିବା ବେଳେ ସୁଶ୍ରୀ ମିନତୀ ପଟ୍ଟନାୟକ ଗୁରୁମା ଦିବା ପର୍ଯ୍ୟାୟ ପ୍ରମୁଖା  ଧନ୍ୟବାଦ ଅର୍ପଣ  କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ୫୦ ଜଣ ପିତା ମାତାମାନେ ଯୋଗ ଦେଇଥିଲେ ।ସମସ୍ତଙ୍କ ସହଯୋଗରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସ ସାମ୍ନାରେ ପିଟି ମାରିଦେଲେ   07-May-2026
  ଜିଲ୍ଲା  
ଡିସେମ୍ବର ସୁଦ୍ଧା ସମସ୍ତ ଜମି ମାମଲା ଶେଷ କରିବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ   07-May-2026
  ରାଜ୍ୟ  
ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   07-May-2026
  ରାଜ୍ୟ  
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ   07-May-2026
  ରାଜ୍ୟ  
ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା   07-May-2026
  ଜିଲ୍ଲା  
ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   07-May-2026
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026

You Might Also Like