-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଟ୍ରାକ୍ଟର ଧକ୍କାରେ ନାବାଳିକା ମୃତ୍ୟୁ,ଡ୍ରାଇଭରକୁ ଗିରଫ ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକ 

26-Feb-2023



ବିନିକା(ହିମାଂଶୁ ଶେଖର ପୁଟେଲ) କାମରେ ସାହାଯ୍ୟ ସହଯୋଗ କରିବା ସହିତ ଝିଅ ପାଠ ପଢି ବଡ଼ ହେବ,ନାଁ ରଖିବ କାହୁଁ କେତେ କଥା ବାପା ମା ଠୁଁ ଆରମ୍ଭ କରି ସାରା ପରିବାର ଭାବିଥିଲେ ।ହେଲେ ନାବାଳିକା ଝିଅ ଅଚାନକ ସମସ୍ତଙ୍କୁ ଛାଡ଼ି ସବୁଦିନ ପାଇଁ ଚାଲିଯିବ ଏହା କେହି ବି ଭାବି ପାରି ନଥିଲେ ।ଆଜି ରବିବାର ନାବାଳିକା ଝିଅ ଏକ ସାଇକଲ ଯୋଗେ ଘରର କାମରେ ନିକଟସ୍ଥ ଦୋକାନ କୁ କିଣିବାକୁ ଯାଉଥିବାବେଳେ ବିପରୀତ ପଟରୁ ଆସୁଥିବା ଯମଦୂତ ଅର୍ଥାତ ମେଟାଳ ପଥର ବୋଝେଇ ଟ୍ରାକ୍ଟର(OD-31A 5627) ଧକ୍କା ଦେଇ ତା ଉପରକୁ ଚଡି ଯିବାରୁ ଘଟଣାସ୍ଥଳରେ ହିଁ ତାର ମୃତ୍ୟୁ ଘଟିଥିଲା ।ନାବାଳିକା ଜଣକ ହେଉଛନ୍ତି କଟାପାଲି ଗ୍ରାମର ଅନିରୁଦ୍ଧ ପ୍ରଧାନ ଙ୍କ ୧୦ବର୍ଷର ଝିଅ ସ୍ନେହରାଣୀ ପ୍ରଧାନ(ଶ୍ରୁତି) ।ସ୍ଥାନୀୟ ରାମପୁର ନୋଡାଲ ସ୍କୁଲ୍ ରେ ସେ ତୃତୀୟ ଶ୍ରେଣୀର ଛାତ୍ରୀ ।ଏହି ଦୁଃଖଦ ଘଟଣା ପରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା ।ସାରା ଗ୍ରାମବାସୀ ବରଗଡ଼-ସୋନପୁର ମୁଖ୍ୟ ରାସ୍ତାର କଟାପାଲି ଛକ ରାସ୍ତା ଉପରେ ବସି ଅବରୋଧ କରିଥିଲେ ।ଯାହା ଫଳରେ ଦୀର୍ଘ ୫ଘଣ୍ଟାରୁ ଉର୍ଦ୍ଧ୍ବ ସମୟ ଧରି ଗାଡ଼ି ମଟର ଚଳାଚଳ ବନ୍ଦ ରହିଥିଲା । ତୁରନ୍ତ ଗାଡ଼ି ଚାଳକଙ୍କୁ ଗିରଫ କରାଯାଉ,ଗ୍ରାମ୍ୟ ରାସ୍ତାରେ କୌଣସି ଲୋଡିଂ ଗାଡ଼ି ଚଳାଚଳ ବନ୍ଦ କରାଯାଉ ଆଦି ଦାବୀରେ ପ୍ରକଂବିତ ହୋଇଥିଲା ।ଦୀର୍ଘ ସମୟ ପରେ ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ,ବିନିକା ଆଇଆଇସି ପବିତ୍ର ସାହୁ,ରାମପୁର ଆଇଆଇସି ଭାନୁ ଶଙ୍କର ଯାଦବ ଓ ପୋଲିସ ଷ୍ଟାଫ ଘଟଣାସ୍ଥଳରେ ପହଂଚି ରାସ୍ତା ଅବରୋଧକାରୀଙ୍କ ସହିତ ଆଲୋଚନା କରି ଶେଷରେ ତାଙ୍କ ଦାବି ଗାଡ଼ି ଚାଲକ ଙ୍କୁ ତୁରନ୍ତ ଗିରଫ ସହିତ ଅନ୍ୟାନ୍ୟ ଦାବୀ ପୂରଣ ଦିଗରେ ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକ ଆନ୍ଦୋଳନ ହଟିଥିଲା ।ନାବାଳିକା ଝିଅ ର ବିନିକା ଠାରେ ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି ।ଏହି ଘଟଣା ପରେ  ସମଗ୍ର ବିନିକା ଓ ଡୁଙ୍ଗୁରିପାଲି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like