-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ ଗୌରବ ଶିବପ୍ରସାଦ ପାଣ୍ଡିଆଙ୍କ ୯୭ତମ ଜୟନ୍ତୀ ସମାରୋହ 

26-Feb-2023



ବଲାଙ୍ଗୀର– ବିପ୍ଳବୀ କବି, ସୁଲେଖକ, ସର୍ବହରାର ସାଥୀ ସାମ୍ବାଦିକ ଗୌରବ ଶିବପ୍ରସାଦ ପାଣ୍ଡିଆଙ୍କ ୯୭ ତମ ଜୟନ୍ତୀ ସମାରୋହ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ରବିବାର ଅନୁଷ୍ଠିତ ହୋଇଥିଲା । ଅଧ୍ୟାପକ ସନ୍ଦୀପ କୁମାର କୁଅଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ୍ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଓ ସଂସ୍କୃତି ଗବେଷଣ ଡ. ଘାସିରାମ ମିଶ୍ର ସ୍ୱର୍ଗତ ପାଣ୍ଡିଆଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । ଅତିଥି ନାଟ୍ୟଭୂଷଣ ଛୁରିଆ ସ୍ୱର୍ଗତ ପାଣ୍ଡିଆଙ୍କ ସଂଘର୍ଷମୟ ଜୀବନର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ । ଜଣେ ଆଦର୍ଶ ଶିକ୍ଷକ, ସଫଳ ଜୀବନବୀମା ଅଭିକର୍ତ୍ତା, ଜ୍ୟୋତିଷ ବିଶାରଦ, ପାଟଣାଗଡ ଗ୍ରାମପଞ୍ଚାୟତର ପ୍ରଥମ ସରପଞ୍ଚ, ଏନ୍‌ଏସିର ପ୍ରଥମ ଚେୟାରମେନ୍‌, ଜଣେ ନିର୍ଭୀକ ସାମ୍ବାଦିକ ଏବଂ ସମ୍ପାଦକ ଭାବେ ସ୍ୱର୍ଗତ ପାଣ୍ଡିଆ କିଭଳି ଜନମାନସରେ ଛାପ ଛାଡିଥିଲେ ବର୍ଣ୍ଣନା କରିଥିଲେ । ଜରିବେଟୁ, ସର୍ବହରା ଏବଂ ସମାଜର ସବାତଳ ବର୍ଗ ମଣିଷ ଶୁକୁରୁ ଡୁଗୁରୁଙ୍କ ନ୍ୟାୟ ଏବଂ ଅଧିକାରର ଲଢ଼େଇକୁ ନେଇ ତାଙ୍କ ସଂଘର୍ଷ ବିଷୟରେ କହିଥିଲେ ।

ଜଣେ ନିର୍ଭୀକ ସାମ୍ବାଦିକ ଏବଂ ସମ୍ପାଦକ ଭାବେ ସେ କିଭଳି ପ୍ରଶାସକ ଏବଂ ରାଜନେତାଙ୍କ ବିରୁଦ୍ଧରେ କଲମ ଚାଲନା କରୁଥିଲେ କହିଥିଲେ । ଅନ୍ୟତମ ଅତିଥି ଡ. ମିଶ୍ର ସ୍ୱର୍ଗତ ପାଣ୍ଡିଆଙ୍କ ଧ୍ୱନିମୟ କାବ୍ୟିକ ଆବେଦନରେ ସର୍ବହରାର ଶୋଷଣ ଓ କଷଣ କଥା ରହିଥିଲା । ରୁଦ୍ରଆହ୍ୱାନ କବିତା ଏକ ଆନ୍ଦୋଳନର ରୂପ ନେଇଥିଲା ବୋଲି କହିଥିଲେ । ଏହି ଅବସରରେ ସ୍ୱର୍ଗତ ପାଣ୍ଡିଆଙ୍କ ସୁପୁତ୍ର ଶିକ୍ଷାବିତ୍ ସୁଶୀଳ କୁମାର ପାଣ୍ଡିଆ ଓ ବୁଦ୍ଧିଜୀବୀ ଆହ୍ଳାଦ ପୂଜାରୀ ସ୍ୱର୍ଗତ ପାଣ୍ଡିଆଙ୍କ ଜୀବନୀ ଉପରେ ଆଲୋଚନା କରିଥିଲେ । ସଭାପତୀୟ ବକ୍ତବ୍ୟରେ ଅଧ୍ୟାପକ କୁଅଁର ସ୍ୱର୍ଗତ ପାଣ୍ଡିଆଙ୍କ ସାମ୍ବାଦିକତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧ ଉପରେ କହିଥିଲେ । ସଭା ପ୍ରାରମ୍ଭରେ ବରଗଡରୁ ଆସିଥିବା ବିପ୍ଳବୀ କଣ୍ଠଶିଳ୍ପୀ ସୁଜିତ କୁମାର ପାଣିଗ୍ରାହୀ ବିପ୍ଳବୀ ସଙ୍ଗୀତ ପରିବେଷଣ କରିଥିଲେ । ସାମ୍ବାଦିକ ବୀରେନ୍ଦ୍ର କୁମାର ଝାଙ୍କର ଅତିଥି ପରିଚୟ ଏବଂ ସଭା ଆଭିମୁଖ୍ୟ ଉପରେ କହିଥିଲେ ।  ସଭାରେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ଶିବପ୍ରସାଦ ନନ୍ଦ,

ନାଗରିକ କମିଟି ସମ୍ପାଦକ ମନୋରଞ୍ଜନ ସାହୁ, ବରିଷ୍ଠ ନାଗରିକ ମଞ୍ଚ ସମ୍ପାଦକ ପ୍ରଭାକର ମିଶ୍ର, ପୂର୍ବତନ ଶିକ୍ଷକ ମୋହନ ଝାଙ୍କର, ସମାଜକର୍ମୀ ବିଷ୍ଣୁ ପ୍ରସାଦ କେଡିଆ, ବରିଷ୍ଠ ସାମ୍ବାଦିକ ସୁବାସ ପଣ୍ଡା, ସାହିତ୍ୟିକ ଭବାନୀ ଶଙ୍କର ପଟେଲ, ଜଗବନ୍ଧୁ ଖମାରୀ ଶର୍ମା, ସଙ୍ଗଠକ ସୁରୁଲାଲ ମଟାରୀ, ପ୍ରେସକ୍ଳବ୍ ସଭାପତି ଅରୁଣ ମିଶ୍ର, ଆଡଭୋକେଟ ଶୁଭ୍ରାଂଶୁ ଶେଖର ପଣ୍ଡା, ଡ ପ୍ରେମଚାନ୍ଦ ମହାନ୍ତି, ଉଦିତ୍ ଚନ୍ଦ୍ର ପଣ୍ଡା, କୁନୁ ପଣ୍ଡା, ସରିତା ଆଚାର୍ଯ୍ୟ, ବନମାଳୀ ପୋଢ଼, ଶିବପ୍ରସାଦ ରଣା, ଯୁଜେଷ୍ଟି ମେହେର, ବାଲୁକା ଶିଳ୍ପୀ ଓମ୍‌ପ୍ରକାଶ ସାହୁ, ଲୋୟର ସୁକ୍‌ତେଲ ଆନ୍ଦୋଳନର ସତ୍ୟ ବନ୍‌ଛୋର, ଉପେନ୍ଦ୍ର ସାହୁ, ଶିଶୁ ସାହିତ୍ୟିକ ପ୍ରଶାନ୍ତ ଯୋଷୀ, ସଞ୍ଜୟ ଭୋଇ, ସତ୍ୟ ମିଶ୍ର, ପ୍ରଶାନ୍ତ ମହାକୁର, ପ୍ରଭାତ ରଞ୍ଜନ ପାଣ୍ଡିଆ, ବୁଦ୍ଧି ସାଗର ଯୋଷୀ, ମୋହନ ରଞ୍ଜନ ପାଣ୍ଡିଆ, ଟିକଲ ପଟେଲ, ଚନ୍ଦ୍ରଭାନୁ ମୋଲାଣା ଓ ପାଣ୍ଡିଆ ପରିବାର ସଦସ୍ୟ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like