-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଯୁବ କୁଲୁତା ସମାଜର ନୂତନ କର୍ମକର୍ତ୍ତା ଚୟନ

26-Feb-2023



ବଲାଙ୍ଗୀର- ଆଜି ସ୍ଥାନୀୟ ଭୀମଡୁଙ୍ଗୁରି ଠାରେ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜର ସାଧାରଣ ସଭା ଯୁବ ସଭାପତି ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଥିଲା । ଅମିତ ବାରିକ ବାର୍ଷିକ ବିବରଣୀ ପଠନ କରିଥିଲେ । କ୍ଷିତିଶ ଚନ୍ଦ୍ର ବିଶି ନିର୍ବାଚନ ପରିଚାଳନା କରିଥିଲେ । ଏଥିରେ ବଲାଙ୍ଗିର ଜିଲ୍ଲା ଯୁବ ସଭାପତି ଭାବେ ଅସୀମ କୁମାର ଭୋଇ, ଉପ-ସଭାପତି ରୋଶନ ପ୍ରଧାନ ଓ ଜିତେନ୍ଦ୍ର ବିଶ୍ୱାଲ, ସଂପାଦକ ଭୁବନେଶ୍ୱର ଭୋଇ,

ସହ-ସଂପାଦକ ରୋହିତ ବିଶ୍ୱାଲ, କୋଷାଧ୍ୟକ୍ଷ ଅମିତ ବାରିକ, କାର୍ଯ୍ୟକାରି ସଦସ୍ୟ ଭାବେ ମୁକେଶ ପ୍ରଧାନ, ସୁଧିର ସା, ଅଞ୍ଜଳି ବିଶି, ପ୍ରୀତି ପ୍ରଧାନ, ଦିନେଶ ପ୍ରଧାନ, ଉପେନ୍ଦ୍ର ପ୍ରଧାନ, ପ୍ରକାଶ ପ୍ରଧାନ, ଗଙ୍ଗାଧର ସା, ଅସ୍ମିତ ପ୍ରଧାନ ନିର୍ବାଚିତ ହୋଇଥିଲେ । ଉପଦେଷ୍ଟା ଭାବେ ଶ୍ରୀମନ୍ତ ଗଡତ୍ୟା ଙ୍କୁ ମନୋନିତ କରାଯାଇଥିଲା । ପ୍ରଚାର ପ୍ରସାର ପ୍ରଭାରି ଭାବେ ପ୍ରେମ କିଶୋର ସାହୁ ମନୋନିତ ହୋଇଥିଲେ । ବାସନ୍ତି ବିଶିଙ୍କୁ ମହିଳା ଉପଦେଷ୍ଟା ଭାବେ ମନୋନିତ କରାଯାଇଥିଲା ।

ଏ ଅବସରରେ ସୁଦାମ ପ୍ରଧାନ, ବିଶ୍ୱଜିତ ପ୍ରଧାନ ଓ ବାସୁଦେବ ସାହୁଙ୍କୁ ଦେଓଗାଁ ବ୍ଲକ ସଦସ୍ୟ ଭାବେ ମନୋନିତ କରାଯାଇଥିବା ବେଳେ ଝୁନୁ ପ୍ରଧାନ ଙ୍କୁ ଲୋଇସିଂହା ଓ ନବକିଶୋର ସାହୁ ପୁଇଁନ୍ତଲା ବ୍ଲକ ସଦସ୍ୟ ଭାବେ ସର୍ବ ସମ୍ମତିକ୍ରମେ ମନୋନିତ କରାଯାଇଥିଲା । ଆଜିକାର ଏହି ସଭାରେ ଅବସରପ୍ରାପ୍ତ ଏସିଷ୍ଟେଣ୍ଡ ଇଂଞ୍ଜିନିୟମ କ୍ଷିତିଶ ଚନ୍ଦ୍ର ବିଶି ଓ ସମ୍ମାନିତ ଅତିଥି ଭାବେ ରାଜସ୍ୱ ନିରିକ୍ଷକ ସୁବୋଧ ବିଶ୍ୱାଲ ଯୋଗଦାନ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ରୋହିତ ବିଶ୍ୱାଲ, ପ୍ରଶାନ୍ତ ବିଶ୍ୱାଲ, ସୁନିଲ ବିଶ୍ୱାଲ, ସୌମ୍ୟ ବିଶ୍ୱାଲ, ରମ୍ୟ ବିଶ୍ୱାଲ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like