-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସଂଗଠନ ପକ୍ଷରୁ ରକ୍ତଦାନ ଶିବିର

26-Feb-2023



ବଲାଙ୍ଗୀର-- ଆଜି ବଲାଙ୍ଗିର ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ମାହେଶ୍ୱରୀ ସଂଗଠନର ଷଷ୍ଠ ବର୍ଷ ପୁର୍ତ୍ତି ଅବସରରେ ସ୍ଥାନୀୟ ଯାଦବ ଭବନ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଅଛି । ଏଥିରେ ପବନ କୁମାର ତିଓା୍ୱରୀ ୧୮୯ ବ୍ୟାଟେଲିୟନ ସିଆରପିଏଫ୍  କମାନଡେଣ୍ଟ ବଲାଙ୍ଗିର, ସୁପରିଟେଣ୍ଡେଣ୍ଟ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲ ମାନସୀ ପଣ୍ଡା, ବଲାଙ୍ଗିର ପୌରାଧ୍ୟକ୍ଷ ଲିକା ସାହୁ ଅତଥି ରୂପେ ଯୋଗ ଦେଇଥିଲେ ।  ବୁଦ୍ଧିଜିବୀ କୃଷ୍ଣଚନ୍ଦ୍ର ବଗର୍ତ୍ତି, ପ୍ରଭାକର ମିଶ୍ର, ପ୍ରଭାସ ପାଣିଗ୍ରାହୀ, ଗୋପାଳଜୀ ପାଣିଗ୍ରାହୀ, ଜ୍ୟୋତି ନାୟକ, କଶ୍ୟପ ସେଠ, କିଶୋର ମିଶ୍ର, ହେମନ୍ତ ପଣ୍ଡା, ଦଶମୁ ସୁନା ପରମୁଖ ଉପସ୍ଥିତ ଥିଲେ । ମାହେଶ୍ୱରୀ ସଂଗଠନର ଉପଦେଷ୍ଟା ମଣ୍ଡଳି ଦିନେଶ ଶର୍ମା, ଲୋଟସ ଷଡଙ୍ଗୀ, ବ୍ୟାସେବ ନନ୍ଦ ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।

 ଏହି ରକ୍ତଦାନ ଶିବିରରେ ବ୍ଲଡ ବ୍ୟାଙ୍କର ସମସ୍ତ ସଦସ୍ୟ ପୂର୍ଣ୍ଣସହଯୋଗ କରିଥିଲେ । ଏହି ରକ୍ତଦାନ ଶିବିରକୁ ସ୍ୱର୍ଗତ ଲଳିତ ନାୟକଙ୍କ ସ୍ମୃତିରେ କରାଯାଇଥିଲା । ସମସ୍ତ ରକ୍ତଦାତାମାନଙ୍କୁ ତାଙ୍କ ଘରେ ଗଛ ଲଗେଇବା ପାଇଁ ଗୋଟିଏ ଗୋଟିଏ ଗଛ ଉପହାର ସ୍ୱରୁପ ଦିଆଯାଇଥିଲା । ମାହେଶ୍ୱରୀ ସଂଗଠନର ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ ଓ ସଭାପତି ଶୋଭନ ଅଗ୍ରୱାଲ ର ତତ୍ତ୍ୱାବଧାନରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ସଂଯୋଜକ ସୌମ୍ୟରଞ୍ଜନ ପଣ୍ଡା, ସୋମନାଥ ଘିଭେଲା, ଜିତନ୍ଦ୍ରେ ସାହୁ, ସାହିଲ ସିଂ ଗଡତ୍ୟା, ସଚ୍ଚିତା ମିଶ୍ର, ସୁମିତ ରାଓ, ପ୍ରିତିଶ ସାହୁ, ଶିବାନନ୍ଦ ସାହାଣୀ, ତୁଷାର ଦାସ, ସ୍ମରଣିକା ନାୟକ,ବିଷ୍ଣୁପ୍ରିୟା ପାଣି, ପଦ୍ମାଳୟା ବାରିକ, ସହ ସଂଯୋଜିକା କ୍ରିତିକା ଅଗ୍ରୱାଲ, ସୁଶ୍ରୀତା ଠାକୁର, ବୈଶାଳୀ ବହିଦାର ପ୍ରମୁଖ ଉପସ୍ଥିତ ରହି ରକ୍ତଦାନ ଶିବିରକୁ ସଫଳ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like