-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ବାଲିଗୁଡାରେ ବିଶ୍ୱଶାନ୍ତି ପଞ୍ଚ ମହାଯଜ୍ଞ ପାଇଁ କଳସ ଯାତ୍ରା ଅନୁଷ୍ଠିତ

26-Feb-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ର ସର୍ବ ପୁରାତନ ନୂଆସାହି ରେ ବିଶ୍ୱଶାନ୍ତି ଚବିଶ ପ୍ରହର ଅଖଣ୍ଡ ନାମଯଜ୍ଞ, ଘୃତଯଜ୍ଞ, ଅନ୍ନଯଜ୍ଞ, ଗୋଯଜ୍ଞ, ଏବଂ ଜ୍ଞାନ ଯଜ୍ଞ ଭଳି ପଞ୍ଚ ମହାଯଜ୍ଞ ସୋମବାର ଠାରୁ ପାଞ୍ଚ ଦିନ ଧରି ନୂଆସାହି ସ୍ଥିତ ଶ୍ରୀ ଶ୍ରୀ ମା ବରାଳଦେବୀ ଙ୍କ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେବ l ଏହି ପରିପ୍ରେକ୍ଷୀରେ ରବିବାର ଦିନ ନୂଆସାହି ଗ୍ରାମ୍ୟ କମିଟିର ପ୍ରତ୍ୟକ୍ଷ ତତ୍ୱାବଧାନରେ  ବାଲିଗୁଡା ର ଅଧିଷ୍ଠାତ୍ରୀ ଦେବୀ ମାଦୁର୍ଗା, ପାଟ୍ଟଖଣ୍ଡା ଓ  ବରାଳଦେବୀ ଙ୍କ ଠାରୁ ଆଜ୍ଞା ମାଳ ଆଣା ଯାଇ ନିକଟସ୍ଥ ଖଡ଼ଗ ନଦୀ ରୁ ପୂଜାର୍ଚ୍ଚନା କରି କଳସରେ ଜଳ ଆଣି ସମଗ୍ର ନଗର ପରିକ୍ରମା କରାଯାଇ ଯଜ୍ଞ ସ୍ଥଳ କୁ ଅଣାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ଜ଼ିଲ୍ଲା ତଥା ଜ଼ିଲ୍ଲା ବାହାରୁ ଶହେରୁ ଉର୍ଦ୍ଧ ପୁରୁଷ ଓ଼ ମହିଳା ସଂକୀର୍ତ୍ତନ ଦଳ ଅଂଶ ଗ୍ରହଣ କରିବା କାର୍ଯ୍ୟକ୍ରମ ରହିଛି l ଏତଦ ବ୍ୟତୀତ ଜ଼ିଲ୍ଲାର କୋଣ ଅନୁକୋଣ ରୁ ତିରିଶି ହଜାର ରୁ ଉର୍ଦ୍ଧ ଭକ୍ତ ଓ଼ ଶ୍ରଦ୍ଧାଳୁ ଙ୍କ ସମାଗମ ହେବ ବୋଲି ଗ୍ରାମ୍ୟ କମିଟି ସଭାପତି ଲଳିତ ପାତ୍ର ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like