-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ରାମକୃଷ୍ଣ ନଗରରୁ ଘର ଗେଟ ଭାଙ୍ଗି ବୁଲେଟ ଚୋରି ଥାନା ରେ ଅଭିଯୋଗ

27-Feb-2023



ସୁବର୍ଣ୍ଣପୁର -( ମନୋରଞ୍ଜନ ତ୍ରିପାଠୀ)
 ଗତରାତି ସହର  ୱାର୍ଡ଼ ନଂ ୧ସ୍ଥିତ ରାମକୃଷ୍ଣ ନଗର ରୁ ଘରର ମୁଖ୍ୟ ଗେଟଭାଙ୍ଗି ଏକ ରୟାଲ ଏନଫିଲ୍ଡ କ୍ଲାସିକ୍ ୩୫୦ମଡେଲ ର ଏକ ବୁଲେଟ  ମଟରସାଇକିଲ୍ ଚୋରି ହୋଇଥିବାର ସୋନପୁର ଥାନା ରେ ଏକ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗ ଟି ସେଠାକାର ରମ୍ୟରଞ୍ଜନ ମିଶ୍ର ନାମକ ଏକ ଯୁବକ କରିଛନ୍ତି । ଯିଏକି ସୁବର୍ଣ୍ଣପୁର ଜ଼ିଲ୍ଲା କୃଷି  ଶିଳ୍ପ ନିଗମ କାର୍ଯ୍ୟାଳୟ ର ପରିଚାଳକ ଅଟନ୍ତି l ତାଙ୍କ ଅଭିଯୋଗ ହିସାବରେ ଉକ୍ତ ଦିନ ସେ ତାଙ୍କର ଶ୍ୱଶୁର ଘର ରେଢାଖୋଲ କୁ ଯାଇଥିଲେ ଘରେ ତାଙ୍କର ମାଁ ଓବାପା ଉପସ୍ଥିତ ଥିଲେ ସକାଳୁ ତାଙ୍କର ମାଁ ଯେତେବେଳେ ଦେଖିଲେ ତାଙ୍କର ମେନ୍ ଗେଟର ତାଲା ଭଙ୍ଗା ଅଛି ଓ ବୁଲେଟ ମଟସାଇକେଲ ଟି ନାହିଁ l ତାପରେ ସେମାନେ ତାଙ୍କର ପୁଅକୁ ସଙ୍ଗେସଙ୍ଗେ ଖବରଦେଲେ ଓ ପୁଅ ମଧ୍ୟ ଆସି ପାଖ ପଡୋଶୀ ଙ୍କୁ କହିବା ସହ ଖୋଜାଖୋଜି କଲେ ହେଲେ ବୁଲେଟର  କିଛି ସୁରାକ ନ ମିଳିବାରୁ ସେ ଥାନାର ଦ୍ୱାରସ୍ଥ  ହୋଇ ଲିଖିତ ଅଭିଯୋଗ କରିଛନ୍ତି। ପୂର୍ବ ରୁ ମଧ୍ୟ ଏଇ ଘର କ୍ୟାମ୍ପସରେ  ଭଡା ଥିବା ଏକ ଘରୁ ସୁନା ଗହଣା ସମେତ ବହୁ ମୂଲ୍ୟବାନ ଜିନିଷ ଚୋରୀ ହୋଇ ଅଭିଯୋଗ ହୋଇଥିଲା l କିନ୍ତୁ ଏବେ ସୁଦ୍ଧା ପୋଲିସ ତାହାର କିଛି ଟେର ପାଇ ନ ଥିବା ପ୍ରକାଶ l  କେବେ ବିଭିନ୍ନ ମନ୍ଦିର ତ କେବେ ଗ୍ରୀଡ଼ କୋ ଅଞ୍ଚଳ ରୁ ଦିନ ଦ୍ବିପହର ରେ ଚୋରୀ ବେଳେ ପବ୍ଲିକ ଚୋର କୁ ଧରି ପୋଲିସ କୁ ହସ୍ତାନ୍ତର କରିବା ନଜର ଅଛି l ଏପରିକି ଘର ସାମନା ରୁ ଟ୍ରାକ୍ଟର ଗାଡି  ମଧ୍ୟ ଚୋରୀ ହେଈଥିବା ଅଭିଯୋଗ ହେଇଛି l  ଘର ଫlଡ଼ୁଥିବା ସବୁ ଅଧିକାଂଶ ଚୋର  ଘର କାମ କରୁଥିବା ବଙ୍ଗାଳି ମିସ୍ତ୍ରୀ ବୋଲି ସମସ୍ତେ ସନ୍ଧୟ କରୁଛନ୍ତି l 
ସହର ର ବିଭିନ୍ନ ଅଞ୍ଚଳ ରୁ ଲଗାତାର ଭାବେ ଚୋରୀ ଘଟଣା ବୃଦ୍ଧି ପାଉଥିବା ଖବର ଆସୁଛି l ତେଣୁ ଏ ଚୋରୀ ରାକେଟ କୁ ଖୁବ ଶୀଘ୍ର  ଧରିବାକୁ ଓ  ସହର ରେ କଡା କଡ଼ି  ପୋଲିସ ପେଟ୍ରୋଲିଙ୍ଗ କରି ଲୋକ ଙ୍କୁ ସୁରକ୍ଷା ଦେବାକୁ ଜନ ସାଧାରଣ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like