-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ଅଧ୍ୟାପକ ଓ କର୍ମଚାରୀ ନିଯୁକ୍ତି ଦାବିରେ ଏଆଇଡିଏସ୍‌ଓ ବିକ୍ଷୋଭ

27-Feb-2023



ବଲାଙ୍ଗୀର- ରାଜେନ୍ଦ୍ର କଲେଜକୁ ବିଶ୍ୱ ବିଦ୍ୟାଳୟରେ ପରିଣତ କରିବାର ତିନି ବର୍ଷ ପୁର୍ତ୍ତି ହେବାକୁ ଯାଉଥିବା ବେଳେ ଅଦ୍ୟାବଧି ଖାଲି ପଡିଥିବା ୧୨୬ ଅଧ୍ୟାପକ ଜାଗାରେ ମାତ୍ର ୧୯ ଜଣ ଅଧ୍ୟାପକରେ କାମ ଚଲାଇ ଯାଉଛି । ଫଳରେ ଗୁଣାତ୍ମକ ଶିକ୍ଷାରୁ ଛାତ୍ର ଛାତ୍ରୀ ବଂଚିତ ହେଉଛନ୍ତି । କର୍ମଚାରୀ ପଦବୀ ମଞ୍ଜୁରି ଦିଆଯାଉ ନ ଥିବାରୁ ବିଭିନ୍ନ ସେବାରୁ ବଂଚିତ ହେବା ସହ ଛାତ୍ର ଛାତ୍ରୀଙ୍କୁ ପରିକ୍ଷା ଫଳ ଉପରେ ପ୍ରଭାବ ପଡୁଛ । ଯାହାର ସଦ୍ୟତମ ଉଦାହରଣ ଚଳିତ ତୃତୀୟ ସେମିଷ୍ଟର ପରିକ୍ଷାରେ ତୃଟି ଏବଂ ନିର୍ଦ୍ଧାରିତ ସମୟ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇପାରୁନାହିଁ । ହଷ୍ଟେଲ ଗୁଡିକର ବିକାଶ ନାଁ ରେ ଅହେତୁକ ଫି ବୋଝ ଛାତ୍ର ଛାତ୍ରୀଙ୍କୁ ଉପରେ ଲଦି ଦିଆଯାଉଛି ।

ଚଳିତ ବର୍ଷ ନୁଆ ହଷ୍ଟେଲ ଗୁଡିକରେ  ୪୯୦୦ ଓ ପୁରୁଣା ହଷ୍ଟେଲ ଗୁଡିକ ରେ ୨୯୦୦ ଟଙ୍କା  ଫି ବୃଦ୍ଧି କରାଯାଇଛି । ଫଳରେ ବହୁ  ଛାତ୍ର ଛାତ୍ରୀ ହଷ୍ଟେଲ ଛାଡିବାକୁ ବାଧ୍ୟ ହେଉଛନ୍ତି । ତେଣୁ ଆଜି ଏଆଇଡିଏସ୍‌ଓ ଜିଲ୍ଲା କମିଟି ପକ୍ଷରୁ ଅଧ୍ୟାପକ ଓ କର୍ମଚାରୀ ନିଯୁକ୍ତି, ପିଏଚ୍‌ଡି ଖେଳିବା, ଉନ୍ନତ ସ୍ତରର ଲାଇବ୍ରେରୀ ପ୍ରତିଷ୍ଠା, ହଷ୍ଟେଲ ଗୁଡିକର ବର୍ଦ୍ଧିତ ଫି ପ୍ରତ୍ୟାହାର  ସହ କେମ୍ପସର ସୁରକ୍ଷା, ନିର୍ଦ୍ଧାରିତ ସମୟ ମଧ୍ୟରେ

ପରୀକ୍ଷା ଫଳ ପ୍ରକାଶ, କଲେଜ ଛକରୁ କେମ୍ପସ ପର୍ଯ୍ୟନ୍ତ  ନିଶା ଦ୍ରବ୍ୟ ଓ ଅପରାଧିକ କାର୍ଯ୍ୟକଳାପ ବନ୍ଦ ଏବଂ ନୂତନ ଭାବେ ନିର୍ମିତ ହଷ୍ଟେଲକୁ କାର୍ଯ୍ୟକ୍ଷମ ଆଦି ୬ ଦଫା ଦାବିରେ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ କୁଳପତିଙ୍କ ଜରିଆରେ ଏକ ଦାବିପତ୍ର ପ୍ଲାଟିନମ୍ ଜୁବୁଲି ଗେଟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏହି ବିକ୍ଷୋଭରେ ରାଜ୍ୟ ଉପସଭାପତି ସୁନିଲ ଭୋଇ, ଜିଲ୍ଲା ସଂପାଦକ ମଧୁ ସୁଦନ ବାଗ, ବିକାଶ ଜେନା, ତ୍ରିଲୋଚନ ସାହୁ, ଗୌରୀ ରାଉତ ସହ ବହୁ ଛାତ୍ର ଛାତ୍ରୀ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like