-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଆମ ଆଦମୀ ପାର୍ଟି ବଲାଙ୍ଗିର ଜିଲ୍ଲା ତରଫରୁ ଆସନ୍ତା ୨୮ ରେ ପଦଯାତ୍ରା

27-Feb-2023



ବଲାଙ୍ଗୀର- ବଲାଙ୍ଗିର ଯାଦବ ଭବନ ଠାରେ ଆଜି ସାମ୍ବାଦିକ ସମ୍ମିଳନୀ କରି ଆମ ଆଦମୀ ପାଟି ବଲାଙ୍ଗିର ଜିଲ୍ଲା ତରଫରୁ ଆସନ୍ତା ୨୮ ତାରିଖରେ ଦିବା ୧୧ ଘଟିକା ସମୟରେ ଗାନ୍ଧୀପାଠାଗାର ଠାରୁ ଜିଲ୍ଲାପାଳ ପର୍ଯ୍ୟନ୍ତ ପଦଯାତ୍ରା ପ୍ରଦର୍ଶନ ମାଧ୍ୟମରେ ପ୍ରତିବାଦ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ମିଶନ ଶକ୍ତି ରେ କାମ କରୁଥିବା ଷ୍ଟାଫ ଯଥା ଏମ୍‌ବିକେ, ସିଆରପି, କୃଷିମିତ୍ର, ପ୍ରାଣୀମିତ୍ର, ବ୍ୟାଙ୍କମିତ୍ର ଏବଂ ଏଲ୍‌ଏସ୍‌ପିମାନଙ୍କର ଚାକିରିକୁ ସ୍ଥାୟୀ କରିବା ଏବଂ ଦରମା ବୃଦ୍ଧି କରିବା ପାଇଁ ଏହି ଆନ୍ଦୋଳନ ମାଧ୍ୟମରେ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ମାଧ୍ୟମରେ ଦେବା ପାଇଁ ସ୍ଥିର ହୋଇଚି । ଏଠାରେ ଉଲ୍ଲେଖଯୋଗ୍ୟ ଯେ ବିଜୁ ଜନତା ଦଳ ଦିର୍ଘ ଦିନରୁ କାମ କରୁଥିବା ଏହି ସହୟକ ଷ୍ଟାଫମାନଙ୍କର ଯୁକ୍ତିଯୁକ୍ତ ଦାବିକୁ ଅଣଦେଖା କରୁଛି । ମିଶନ ଶକ୍ତିକୁ ନିଜ ସରକାରର ସବୁଠାରୁ ସଫଳ କାର୍ଯ୍ୟକ୍ରମ ଭାବରେ ପ୍ରଚାର କରୁଥିବା ନବୀନ ସରକାର ଏଥିରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କୁ ସ୍ଥାୟୀ କରିବା ପାଇଁ ପ୍ରସ୍ତୁତ ନୁହେଁ । ତେଣୁ ତୁରନ୍ତ ମିଶନ ଶକ୍ତିର ସହାୟକ କର୍ମଚାରୀଙ୍କୁ ସ୍ଥାୟୀ କରିବା ଏବଂ ସେମାନଙ୍କର ପାରିଶ୍ରମିକ ବୃଦ୍ଧି କରିବା ପାଇଁ ଆଜି ଆମ ଆଦମୀ ପାର୍ଟି ଦାବି କରୁଛି । ଆଗାମୀ ୨୮ ତାରିଖରେ ମିଶନ ଶକ୍ତିର ସହାୟକ କର୍ମଚାରୀମାନଙ୍କୁ ନ୍ୟାୟ ଦେବା ପାଇଁ ଆପ ପକ୍ଷରୁ ଧାରଣ ଓ ପ୍ରଦର୍ଶନ କାର୍ଯ୍ୟକ୍ରମ କରାଯିବ ବୋଲି ଆମ ଆଦମି ପାର୍ଟିର ଜିଲ୍ଲା ଆବାହାକ ତଥା ରାଷ୍ଟ୍ରୀୟ ପରିଷଦର ସଦସ୍ୟ ଆଶିଷ ପାଣ୍ଡେ, ରମାକାନ୍ତ ବେହେରା, ଜୟପ୍ରକାଶ ମିଶ୍ର, ପ୍ରହଲ୍ଲାଦ ବାଗ, ଅମନ ମହାପାତ୍ର, ଚୈତନ୍ୟ ମଟାରୀ, ସମାରୁ ଭୋଇ, ସରୋଜ ସାମଲ, ହେମନ୍ତ ଜାଲ, ଚୈରନ ପ୍ରଧାନୀ ଆଦି ପାର୍ଟି କାର୍ଯ୍ୟକର୍ତ୍ତା ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like