-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||     

HOME   ରାଜ୍ୟ

ଛତିଶଗଡ଼ ବାଘ ଏବେ ଓଡ଼ିଶା ମୁହାଁ 

27-Feb-2023



ଭୁବନେଶ୍ୱର: ଛତିଶଗଡ଼ ବାଘ ଏବେ ଓଡ଼ିଶା ମୁହାଁ । ସମ୍ବଲପୁରର ଦେବ୍ରିଗଡ଼କୁ ନିୟମିତ ଭାବେ ଆସୁଛି ଛତିଶଗଡ଼ର ଏକ ବାଘ । ବର୍ତ୍ତମାନ ଏହି ବାଘ ଦେବ୍ରିଗଡ଼ ଜଙ୍ଗଲରେ ରହିଛି । ତାହାର ଫଟୋ କ୍ୟାମେରାରେ କଏଦ ହୋଇଛି । ଏହା ଦେବ୍ରିଗଡ଼ ଜଙ୍ଗଲ ସମେତ ବରଗଡ଼ର ୨ଟି ଜଙ୍ଗଲରେ ବୁଲାବୁଲି କରୁଛି । ବନ୍ୟପ୍ରାଣୀ ପିସିସିଏଫ ସୁଶୀଲ କୁମାର ପୋପଲି ଏନେଇ ସୂଚନା ଦେଇଛନ୍ତି | ସେ କହିଛନ୍ତି ଯେ ନିକଟରେ ଦେବ୍ରିଗଡକୁ ବ୍ୟାଘ୍ର ଅଭୟାରଣ୍ୟ ଘୋଷଣା କରିବାକୁ ଏନ୍ଟିସିଏ ସୁପାରିଶ କରିଛି । ଏବେ ରାଜ୍ୟ ସରକାରଙ୍କୁ ଏନେଇ ବିଜ୍ଞପ୍ତି ଜାରି କରିବାକୁ ପଡ଼ିବ ।

ଏହାପରେ ଦେବ୍ରିଗଡ ବ୍ୟାଘ୍ର ଅଭୟାରଣ୍ୟ ହୋଇପାରିବ । ଅପରପକ୍ଷରେ ଦେବ୍ରିଗଡ଼ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି ବନ ବିଭାଗ । ଦେବ୍ରିଗଡ଼ରେ କ୍ୟାମେରା ଟ୍ରାପ ସଂଖ୍ୟା ବଢ଼ାଯାଇଛି । ଦେବ୍ରିଗଡ଼ରେ ବାଘ ପରିଚାଳନା ଲାଗି ଏକ ଅତିରିକ୍ତ ସ୍କ୍ୱାର୍ଡ ମଧ୍ୟ ମଞ୍ଜୁର କରାଯାଇଛି । ଏପରିକି ସେଠାରେ ବାଘର ପଦଚିହ୍ନ ଡାଟା ଆନାଲିସିସ ସହାୟତା କରିବାକୁ ଜଣେ ବାୟୋଲଜିଷ୍ଟକୁ ପ୍ରତି ମାସରେ ୧୦ ଦିନ ଲାଗି ସେଠାକୁ ପଠାଯାଉଛି ।

(ଦୀପକ ଷଡଙ୍ଗୀଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026

You Might Also Like