-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ : ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ

27-Feb-2023



ବୌଦ୍ଧ (ଦୁର୍ଯ୍ଯୋଧନ ବିଶି ): ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜ଼ିଲ୍ଲାପାଳ  ସତ୍ୟରଞ୍ଜନ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ବାଲ୍ୟ ବିବାହ ନିଷେଧ ପରାମର୍ଶ ଦାତ୍ରୀ ପ୍ରବୀଜ୍ଞl ଦାଶ ବୈଠକ ରେ ଉପସ୍ଥିତ ସମସ୍ତ ଅଧିକାରୀଙ୍କୁ ସ୍ୱାଗତ କରିବା ସହ  ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ବୈଠକ ରେ ଉପସ୍ଥାପନା କରିଥିଲେ l ଫେବୃ୍ୟାରୀ  ୨ତାରିଖ ଠାରୁ  ଫେବୃ୍ୟାରୀ ୯ ତାରିଖ  ପର୍ଯ୍ୟନ୍ତ ସପ୍ତାହ ବ୍ୟାପି ଏହି କାର୍ଯ୍ୟକ୍ରମ ପାଳନ ଅବସରରେ ଜ଼ିଲ୍ଲାପାଳଙ୍କ ଅନୁମୋଦନ କ୍ରମେ ଫେବୃୟାରୀ ୫ ତାରିଖ ଦିନ ଜ଼ିଲ୍ଲା ସ୍ତରୀୟ ମହିଳା ଦିବସ  ପାଳନ  କରାଯିବା ପାଇଁ ଧାର୍ଯ୍ୟ କରାଗଲା l ଆସନ୍ତା ଫେବୃଆରୀ ୪ତାରିଖରେ କଣ୍ଟାମାଲ, ବୌଦ୍ଧ, ହରଭଙ୍ଗା  ବ୍ଲକ ର ସମସ୍ତ  ଶିଶୁ ବିକାଶ  ପ୍ରକଳ୍ପ ଅଧିକାରୀଙ୍କ ଅଧୀନ ରେ ଥିବା  ସମସ୍ତ ଅଙ୍ଗନୱାଡି କେନ୍ଦ୍ର ର କିଶୋର ବାଳକ, ବାଳିକା ମାନଙ୍କ  ମଧ୍ୟରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ର ଆୟୋଜନ କରାଯିବ ଏବଂ ପ୍ରତ୍ୟେକ ପ୍ରକଳ୍ପ ରୁ ଜଣେ ଜଣେ ଦକ୍ଷ  ଅଙ୍ଗନୱାଡି କର୍ମୀ ଓ ଜଣେ ଜଣେ  ସୁପରଭାଇଜରଙ୍କୁ ପୁରସ୍କୃତ କରାଯିବ ବୋଲି ବୈଠକ ରେ ସ୍ଥିର କରାଗଲା l ଜ଼ିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଜ଼ିଲ୍ଲାରେ ସାମାଜିକ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ କାର୍ଯ୍ୟରତ, ପାରଦର୍ଶିତା ହାସଲ କରିଥିବା  ଏବଂ ଅନ୍ୟାନ୍ୟ ମହିଳାଙ୍କ ଉତ୍ସର୍ଗୀକୃତ  ସେବା ପାଇଁ ମଧ୍ୟ ନାମ ଅନୁମୋଦନ କରିବାକୁ ବୈଠକରେ ସ୍ଥିର କରାଗଲା l ବୈଠକ ଶେଷରେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସାହୁ  ଏହି କାର୍ଯ୍ୟକ୍ରମକୁ ସଫଳତାର ସହ ପାଳନ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ l ଏହି ବୈଠକରେ ସମସ୍ତ ଜ଼ିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like