-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତିକ ମହିଳା କ୍ରୀଡାବିତ୍ ଆନନ୍ଦିନୀ ଦର୍ଜି ଙ୍କ ସ୍ବାସ୍ଥ୍ୟ ଅସୁସ୍ଥ

28-Feb-2023



ବଲାଙ୍ଗୀର - ଆଜି ସକାଳେ ଆନ୍ତର୍ଜାତିକ ମହିଳା କ୍ରୀଡାବିତ୍ ସୁଶ୍ରୀ ଆନନ୍ଦିନି ଦର୍ଯି ପ୍ରାତଃ ଭ୍ରମଣ ସମୟରେ ହଠାତ୍ ତଳେ ମୁଁହ ମାଡି ପଡ଼ି ଯାଇଥିଲେ । ରାଧାରାଣୀ ପଡ଼ା ର କିଛି ଯୁବକ ଏବଂ ତାଙ୍କ ସମ୍ପର୍କୀୟ ତାଙ୍କୁ ମୂମୂର୍ସୁ ଅବସ୍ଥାରେ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ରେ ଭର୍ତ୍ତି କରିଥିଲେ । ମେଡିକାଲ ରେ ଶଯ୍ୟା ନ ଥିବାରୁ ତାଙ୍କୁ ତଳେ ରଖାଯାଇ ଚିକିତ୍ସା କରାଯାଇଥିଲା । କ୍ରୀଡାବିତ୍ ଙ୍କ ଏଭଳି ଅବସ୍ଥା ଦେଖି କିଛି ଗଣ ମାଧ୍ୟମ ନ୍ୟୁଜ ପରିବେଷଣ କରିଥିଲେ । ପରେ ସ୍ବାସ୍ଥ୍ୟ ବିଭାଗ ତପ୍ତରତା ଦେଖାଇ ସୁଶ୍ରୀ ଦାର୍ଜୀ ଙ୍କୁ ଆଇ ସି ୟୁ କୁ ସ୍ଥାନାନ୍ତର କରି ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରିଥିଲେ । ପ୍ରକାଶ ଥାଉ କି ସୁଶ୍ରୀ ଦର୍ଯୀ ଓଡ଼ିଶାରୁ ପ୍ରଥମ ମହିଳା ଯିଏ କି ୧୯୮୦ ମସ୍କୋ ଅଲମ୍ପିକ୍ସ ରେ ଯୋଗଦାନ କରି ପ୍ରଶଂସିତ ହୋଇଥିଲେ ।ଅନେକ ଜାତୀୟ ଆନ୍ତର୍ଜାତୀୟ କ୍ରୀଡ଼ାରେ ଯୋଗଦାନ କରି ଦୃତ ଧାବିକା ଭାବେ ସମ୍ମାନିତ ହୋଇ ଓଡ଼ିଶା ର ଗର୍ବ ଗୌରବ ଅକ୍ଷୁର୍ଣ୍ଣ ରଖିଥିଲେ ।ସଂଘର୍ଷମୟ ଜୀବନରେ ବଞ୍ଚି ରହିଥିବା ଆନନ୍ଦିନୀ ଆଜି ଅସୁସ୍ଥ ।ତାଙ୍କ ଶୁଭେଚ୍ଛୁ ମାନେ ତାଙ୍କ ସୁସ୍ଥ କାମନା କରିଛନ୍ତି ତଥା ସିଏମ୍ ଓ ଙ୍କୁ ଟୁଇଟ୍ କରି ଅବଗତ କରାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026

You Might Also Like