-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ମାର୍ଚ୍ଚ  ମାସ ପାଇଁ ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ  ଧାର୍ଯ୍ୟ ।   

28-Feb-2023



ବଲାଙ୍ଗିର   ମାର୍ଚ୍ଚ ମାସ ପାଇଁ ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ  ଧାର୍ଯ୍ୟ କରାଯାଇଛି  । ତଦନୁସାରେ ମାର୍ଚ୍ଚ ୧୩ ତାରିଖରେ ମୁରିବାହାଲ     ବ୍ଲକ ଅନ୍ତର୍ଗତ ଟୁପାଉଡାର    ଗ୍ରାମ ପଞ୍ଚାୟତ   କାର୍ଯ୍ୟ।ଲୟ ଠାରେ , ୨୦     ତାରିଖରେ ବଙ୍ଗୋମୁଣ୍ଡା     ବ୍ଲକ ଅନ୍ତର୍ଗତ ମୁଣ୍ଡପଦର     ଗ୍ରାମ ପଞ୍ଚାୟତ କାର୍ଯ୍ୟ।ଲୟ ଠାରେ , ୨୭   ତାରିଖରେ ଲୋଇସିଂହ।    ବ୍ଲକ ଅନ୍ତର୍ଗତ କନ୍ଦାଜୁରି ଗ୍ରାମ ପଞ୍ଚାୟତ କାର୍ଯ୍ୟ।ଲୟ ଠାରେ  ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ  ଅନୁଷ୍ଠିତ ହେବ । ଏହି ପଞ୍ଚାୟତ ଲୋକ ସେବା ଶିବିର ରେ ଜିଲ୍ଲା ର ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ ତରଫରୁ କାର୍ଯ୍ୟକାରୀ ହେଉଥିବା ଜନହିତକର ଓ ଲୋକାଭିମୁଖୀ ଯୋଜନା ଗୁଡିକ ସମ୍ପର୍କରେ ପଞ୍ଚାୟତ ଅନ୍ତର୍ଗତ ଗ୍ରାମର ଗ୍ରାମବାସୀ ଙ୍କୁ ସଚେତନ କରିବାପାଇଁ ବିଭାଗୀୟ ଷ୍ଟଲ ସହ ଯୋଜନା ସମ୍ପର୍କିତ ସୂଚନା ସମ୍ବଳିତ ବ୍ୟାନର ଲଗାଯିବା । ଏତଦବ୍ୟତୀତ ପଞ୍ଚାୟତ ଲୋକ ସେବା ଶିବିରରେ ସ୍ୱାସ୍ଥ୍ୟ ବିଭାଗ , ପ୍ରାଣୀ ସମ୍ପଦ ବିଭାଗ ,ଶ୍ରମ ବିଭାଗ , କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଉଦ୍ୟାନ କୃଷି ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ , ସାମାଜିକ ସୁରକ୍ଷା ବିଭାଗ , ମହିଳା ଓ ଶିଶୁ ବିକାଶ ବିଭାଗ ,ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ, ମିଶନ ଶକ୍ତି , ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ, ବୟନ ଶିଳ୍ପ  ଓ ହସ୍ତତନ୍ତ ବିଭାଗ ତଥା ଅନ୍ୟାନ୍ୟ ବିଭାଗ ର ଯୋଜନା ସମ୍ପର୍କରେ ସଚେତନତା ସହ ଯୋଗ୍ୟ ହିତାଧିକାରୀ ମାନଙ୍କୁ ବିଭାଗୀୟ ସହାୟତା ଓ ପରାମର୍ଶ  ଦିଆଯିବ । 
ନିର୍ଦ୍ଧାରିତ ତାରିଖ ରେ ଉପରୋକ୍ତ   ଗ୍ରାମ ପଞ୍ଚାୟତ   କାର୍ଯ୍ୟଳୟ ପରିସର ଠାରେ ଅନୁଷ୍ଠିତ ହେବାକୁଥିବା ଏହି  ପଞ୍ଚାୟତ ଲୋକ ସେବା ଶିବିର ରେ ଜିଲ୍ଲାପାଳ ଙ୍କ ସମେତ ବିଭିନ୍ନ ବିଭାଗ ର ଜିଲ୍ଲା ସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ଅଧିକାରୀ ମାନେ ଯୋଗଦେବେ । ଶିବିରରେ ସମ୍ପୃକ୍ତ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗ୍ରାମର ଗ୍ରାମବାସୀ ମାନେ ବହୁ ସଂଖ୍ୟାରେ ଯୋଗଦାନ କରି ବିଭିନ୍ନ ଯୋଜନା ଗୁଡିକର ସୁଯୋଗ ନେବା ପାଇଁ ଅନୁରୋଧ କରାଯାଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like