-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ଜବରଦଖଲ ଉଚ୍ଛେଦ ଦାବିରେ ତହସିଲଦାରଙ୍କୁ ଦାବିପତ୍ର

28-Feb-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ କେନଝିରିଆପାଲି ରାଜସ୍ୱ ନିରୀକ୍ଷକ ଅଧିନସ୍ଥ ବହଳପଦର ପଞ୍ଚାୟତ ବଡମାଲ ଗାଁରେ ଗୋଚର ଜମି ଜବରଦଖଲ ନେଇ ତହସିଲଦାରଙ୍କ ଠାରେ ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବଡ଼ମାଳ ଗ୍ରାମବାସୀ ତହସିଲଦାର ଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ ପୂର୍ବକ ତୁରନ୍ତ ଜବରଦଖଲ ଉଚ୍ଛେଦ କରିବାକୁ ଦାବି କରିଛନ୍ତି। ଅଭିଯୋଗମତେ, ଗ୍ରାମର ଅଧିକାଂଶ ବ୍ୟକ୍ତି ଗୋଚର ଜମିକୁ ବେଆଇନ ଭାବେ ଦଖଲ କରିଥିଲେ। ଏନେଇ ଗ୍ରାମବାସୀମାନେ ଗତ ଫେବୃଆରୀ ୨୪ ତାରିଖରେ ଏକ ସଭା କରି ସମସ୍ତ ଗୋଚର ଜମି ଛାଡ଼ିବାକୁ ପ୍ରସ୍ତାବ କରାଯାଇଥିଲା। ମାତ୍ର ଗ୍ରାମର ବାବୁଲାଲ ତାଣ୍ଡିଆ ଓ ଉପେନ୍ଦ୍ର ତାଣ୍ଡିଆ ଗୋଚର ଜମି ଛାଡ଼ିବାକୁ ମନା କରିଥିଲେ। ଉକ୍ତ ଗୋଚର ଜମି ସମେତ ଉକ୍ତ ଜମି ଦେଇ ଗ୍ରାମର ଭୁଷୁକି ବୁଢ଼ୀ ପାହାଡକୁ ଗାଈଗୋରୁ ଚାରଣ ପାଇଁ ନେବାକୁ ବ୍ୟବହାର ହୋଇଥାଏ। ତେବେ, ଗ୍ରାମର‌ ଶତାଧିକ ବ୍ୟକ୍ତି ତହସିଲଦାର ବିବୁଦ୍ଧ ଗଡ଼ନାୟକ ଙ୍କୁ ସାକ୍ଷାତ କରି ଜବରଦଖଲ ଉଚ୍ଛେଦ ପାଇଁ ଦାବି କରିଛନ୍ତି। ତହସିଲଦାର ଘଟଣାର ତଦନ୍ତ କରି ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିବା ଜଣାଯାଇଛି।‌ ଦାବି ପତ୍ର ପ୍ରଦାନ ବେଳେ ଗ୍ରାମର  ବାବୁ ପ୍ରଧାନ, ସୁମନ୍ତ ମହାକୁର, ନୀଳମଣି ଦନ୍ତା,ଜନ୍ମ ଭୁଇ, ନାରାୟଣ କଲତା,ମାନୁ ମହାକୁର,ଚେରେଙ୍ଗା ମହାକୁର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like