-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଆମ୍ ଆଦମୀ ପାର୍ଟି ର ବିକ୍ଷୋଭ ପ୍ରଦର୍ଶନ

28-Feb-2023



ବଲାଙ୍ଗୀର- ଆମ୍ ଆଦମୀ ପାର୍ଟି ବଲାଙ୍ଗିର ଜିଲ୍ଲା ତରଫରୁ ବଲାଙ୍ଗିର ଗାନ୍ଧୀ ପାଠାଗାର ଠାରୁ ପଦଯାତ୍ରା ମାଧ୍ୟମରେ ଜିଲ୍ଲାପାଳ ଅଫିସ ପର୍ଯ୍ୟନ୍ତ ଆସି ଜିଲ୍ଲାପାଳ ଅଫିସ ସମ୍ମୁଖରେ ପ୍ରଦର୍ଶନ କରାଗଲା ଏବଂ ମିଶନ ଶକ୍ତିରେ ସହାୟକ ଷ୍ଟାଫ ଭାବରେ କାମ କରୁଥିବା ଏମ୍‌ବିକେ, ସିଆରପି, ପ୍ରାଣୀମିତ୍ର, କୃଷିମିତ୍ର ଏବଂ ବ୍ୟାଙ୍କମିତ୍ରମାନେ ଦିର୍ଘ ଦଶବର୍ଷ ଧରି କାମ କରୁଥିବା ବେଳେ ସେମାନଙ୍କୁ ସ୍ଥାୟୀ କରିବା ଓ ତାଙ୍କର ଦରମା ବୃଦ୍ଧି ନ ହେବା ଅତି କ୍ଷୋଭର ବିଷୟ ଏବଂ ତୁରନ୍ତ ଏହି ଦାବୀକୁ ଆପଣଙ୍କ ସରକାର ଗ୍ରହଣ କରୁ । ପ୍ରତ୍ୟେକ ପଂଚାୟତରେ କାର୍ଯ୍ୟରତ ଏହି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ଅଧିକ ରୁ ଅଧିକ ଦାୟିତ୍ୱ ଦେବା ବେଳେ ସେମାନଙ୍କର ଚାକିରୀ କୁ ସ୍ଥାୟୀ ନ କରିବା ଏବଂ ଦରମା ବୃଦ୍ଧି କରାନଯିବା ସରକାରଙ୍କର କର୍ମଚାରୀ ବିରୋଧୀ ମନୋଭାବକୁ ସ୍ପଷ୍ଟ କରୁଛି ବୋଲି ବଲାଙ୍ଗିର ଆପ୍ ନେତା ଶ୍ରୀ ପାଣ୍ଡେ କହିଛନ୍ତି । ମିଶନ ଶକ୍ତିର କମ୍ପୁନିଟି ସପୋର୍ଟ ଷ୍ଟାଫ୍‌ଙ୍କୁ ନେଇ ବିଜୁ ଜନତା

ଦଳ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଅଲ୍ ଓଡିଶା ଜିପିଏଲ୍‌ଫ୍ ମିଶନ ଶକ୍ତି କର୍ମୀ ସାମୁଖ୍ୟ ମଧ୍ୟ ଏହି ଦାବି ପୁରଣ ପାଇଁ ଫେବୃୟାରୀ ୨୦ ତାରିଖରେ ରାଜରାସ୍ତାକୁ ଓହ୍ଲାଇଥିଲା । ୨୦ ହଜାର ଏମ୍‌ବିକେ, ସିଆରପି, ପ୍ରାଣୀମିତ୍ର, କୃଷିମିତ୍ର, ବ୍ୟାଙ୍କ ମିତ୍ର ଏବଂ ଏଲ୍‌ଏସ୍‌ପି ଏହି ଆନ୍ଦୋଳନରେ ଓଡିଶାରେ ବିଭିନ୍ନ ଅଂଚଳରୁ ଯୋଗ ଦେଇଥିଲେ । ଆଗାମୀ ଦିନରେ ଏ ଦାବି ପୁରଣ ପାଇଁ ଆମ୍ ଆଦମୀ ପାର୍ଟି ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କର ସମସ୍ତ ପ୍ରକାର ସହଯୋଗ କରିବ ଏବଂ

ଆନ୍ଦୋଳନକୁ ଅଧିକ ତିବ୍ରତର କରିବ ବୋଲି ଆମ୍ ଆଦମୀ ପାର୍ଟି ଜିଲ୍ଲା ଆବାହକ ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେ କହିଛନ୍ତି । ଏହି କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ର ସୁରଥ ବେହେରା, ସଦାଶିବ ମେହେର, ରମାକାନ୍ତ ବେହେରା, ଅଶୋକ ସୁନା, ଜୟପ୍ରକାଶ ମିଶ୍ର, ସମ୍ରାଟ ଭୋଇ, ଶଙ୍କର ପ୍ରସାଦ ନାଗ, ସୁରେଶ ମହାନନ୍ଦ, ଗଜପତି କଲେଇ, ସରୋଜ ସାମଲ, ଲଳିତ ସାହୁ, ରମଞ୍ଚାଲ ଦୀପ, ସସ୍ମିତା କୁରା ଏବଂ ଶତାଧିକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like