-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଅବସରକାଳୀନ ସମ୍ବର୍ଦ୍ଧନା ସଭା

28-Feb-2023



ବଲାଙ୍ଗିର(ପ୍ରେରଣା ଖବର)- ରାକ୍ସିିମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ପାଣିଗ୍ରାହୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । ବରିଷ୍ଠ ଶିକ୍ଷକ ସୁଶାନ୍ତ କୁମାର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ବରିଷ୍ଠ ଶିକ୍ଷକ  ସନ୍ତୋଷ ସାହୁ, ବାସୁଦେବ ଦାଶ, ଦିଲୀପ ଯୋଶୀ, ମାଧବ ପଧାନ, ମାମି ପଧାନ, ତପସ୍ୱିନୀ ହର୍ପାଲ, କବିରାଜ ନନ୍ଦ, ନକୁଳାନନ୍ଦ ପାଣିଗ୍ରାହୀ, ସୀତାରାମ ଭୋଇ, ଟିହୁଲୁ କର୍ମି, ପୃଥ୍ୱୀରାଜ ସାହୁ, କନକଲତା ବାରିକ ତଥା ଶିକ୍ଷାକର୍ମଚାରୀ, ଧନଞ୍ଜୟ ଷଡଙ୍ଗୀ, ରାଧେଶ୍ୟାମ ପୁଟେଲ, ବ୍ରଜରାଜ ମିଶ୍ର, ସମାଜସେବୀ ମନୋରଞ୍ଜନ ତ୍ରିପାଠୀ ପ୍ରମୁଖ ଶ୍ରୀ ପାଣିଗ୍ରାହୀଙ୍କୁ ଉତ୍ତରୀୟ, ମାନପତ୍ର ଓ ପୁଷ୍ପଗୁଚ୍ଛ ପ୍ରଦାନ କରିବା ସହ ତାଙ୍କର ବିଭିନ୍ନ କାର୍ଯ୍ୟ ଗୁଡିକୁ ଭୁୟସି ପ୍ରଶଂସା କରିଥିଲେ । ଅବସର ପରବର୍ତ୍ତୀ କାଳୀନ ମଙ୍ଗଳମୟ ହେଉ ବୋଲି  ସମସ୍ତେ ଶୁଭେଚ୍ଛା ଜଣାଇଥିଲେ । ଏହି ସମ୍ବର୍ଦ୍ଧନା ସଭାରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ଓ ଗ୍ରାମବାସୀ ଯୋଗ ଦେଇଥିଲେ । ପ୍ରକାଶ ଥାଉ କି ଶ୍ରୀ ପାଣିଗ୍ରାହୀ ୧୯୮୮ ମସିହା ଠାରୁ ୨୦୦୨ ପର୍ଯ୍ୟନ୍ତ ଓଷ୍ଟାର ବ୍ଲକ ସଂପାଦକ, ୨୦୦୯ ପର୍ଯ୍ୟନ୍ତ ଜିଲ୍ଲା ସଂପାଦକ ତଥା ଅଦ୍ୟାବଧି ୩ ଥର ଓଷ୍ଟାର ରାଜ୍ୟ ସଭାପତି ପଦ ମଣ୍ଡନ କରି ଏକ ଇତିହାସ ସୃଷ୍ଟି କରିଛନ୍ତି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like